ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟସୋନପୁର, ୨୩/୮ : ସୁବର୍ଣ୍ଣପୁର ଜିଲ୍ଲାର ଏମୁଣ୍ଡ ଓ ସେମୁଣ୍ଡର ଦୁଇଟି ଅଭ୍ୟନ୍ତର ଅଞ୍ଚଳର ଆଦିବାସୀ କଲ୍ୟାଣ ବିଭାଗର ଆଶ୍ରମସ୍କୁଲ୍ ଏତେ ବ୍ୟବସ୍ଥିତ ଓ ସୁସଜ୍ଜିତ ଯେ ଆଖିରେ ନ ଦେଖିଲେ ଜଣେ ବିଶ୍ବାସ କରିପାରିବ ନାହିଁ।ସ୍କୁଲ୍ ଭିତରର ଲନ୍,ବଗିଚା,ପରିବେଶ, ଶ୍ରେଣୀ କୋଠରୀ,ପିଲାଙ୍କ ଖାଦ୍ୟପେୟ,ଶିକ୍ଷାଦାନରୁ ଶୃଙ୍ଖଳା ପର୍ଯ୍ୟନ୍ତ ସବୁକିଛି।ଅନ୍ୟ ସ୍କୁଲ୍ ଗୁଡିକ ଏହା ଅନୁକରଣୀୟ।ଏହାର ଶ୍ରେୟ ନିଶ୍ଚିତ ଭାବରେ ଲର ପ୍ରଧାନ Continue Reading
ଓଡ଼ିଶା, ୨୩/୮ : ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ସେମାନେ ନିଜ ଇଚ୍ଛାରେ ଏହି ଟଙ୍କା ଖର୍ଚ୍ଚ କରିପାରିବେ ।ର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନଙ୍କୁ ବାଦ୍ ଦେଇ ରାଜ୍ୟର ୨୧ବର୍ଷରୁ ଅଧିକ ଓ […]Continue Reading
ଭୁବନେଶ୍ୱର,୨୩/୮: ବିଧାନସଭାରେ ଶୁକ୍ରବାର ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍ ବନ୍ଦ କରାଯିବ। ଗୃହରେ ଅବକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ। ସ୍କୁଲ, କଲେଜ, ମନ୍ଦିର ପାଖରେ ଆଉ ମଦ ଦୋକାନ ରହିବନି। ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ମଦ ଦୋକାନ ଯଥେଷ୍ଟ ଦୂରରେ ରହିବ। ଏହାସହ ଚୋରା ମଦ କାରବାର ନେଟୱର୍କର Continue Reading
By C.B.Singh Berhampur: TP Southern Odisha Distribution Limited (TPSODL) has inaugurated an incense sticks manufacturing centre in Rangeilunda Block of Ganjam District. The centre, namely, Mangalam Dhoopbatti Centre will work towards empowering women in rural areas. It came into existence, in partnership with the Odisha Livelihood Mission and Mission Shakti, and aims to Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୮ : ଦକ୍ଷତା ବୃଦ୍ଧି ଏବଂ ନିଯୁକ୍ତି, ଦୀର୍ଘକାଳୀନ ଓ ସ୍ୱଳ୍ପକାଳୀନ ବୈଷୟିକ ଶିକ୍ଷା ପ୍ରଶିକ୍ଷଣ ଉପରେ ସଚେତନତା ସୃଷ୍ଟି ଲକ୍ଷ୍ୟ ରେ ଜିଲ୍ଲା ର ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବୈଷୟିକ ଅନୁଷ୍ଠାନ କୁ ଗଡିବ କୌଶଳ ରଥ ।ଏହି କୌଶଳ ରଥ ର ବାଧାମୁକ୍ତ ଜ଼ିଲ୍ଲା ପରିକ୍ରମା ପାଇଁ ଜ଼ିଲ୍ଲାପାଳ ଶ୍ରୀ ସୁବ୍ରତ କୁମାର ପଣ୍ଡା ଙ୍କ ଅଧକ୍ଷତା ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଆସନ୍ତା […]Continue Reading
ଭୁବନେଶ୍ବର, ୨୩/୮: ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କ ଘର ଓ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ ଜାରି ରହିଥିବାର ସୂଚନା ମିଳିଛି।ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟ କୁମାର ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ କରୁଛି। ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ଉ କରାଯାଉଛି।ସୂଚନା ଅନୁଯାୟୀ, ବିଜୟଙ୍କ ଭୁବନେଶ୍ୱରରେ ଥିବା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୮: କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଆନୁକୂଲ୍ୟରେ ବାଲିଗୁଡା ଶାଖା ପକ୍ଷରୁ ଜାତୀୟ ବରିଷ୍ଠ ନାଗରିକ ଦିବସ ସ୍ଥାନୀୟ ମା’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ପାଳିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଉପ ଜିଲାପାଳ ଡା. ରୀନା ପ୍ରଧାନ, ମୁଖ୍ୟବକ୍ତା ଭାବେ ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡା, ସମ୍ମାନିତ ଅତିଥି ଭାବେ ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ପ୍ରବନ୍ଧକ ବିରଞ୍ଚି ନାରାୟଣ Continue Reading
ଭୁବନେଶ୍ୱର, ୨୨/୮: ହିଣ୍ଡେନବର୍ଗ ଅନୁସନ୍ଧାନ ରିପୋର୍ଟ ନେଇ ଗୁରୁବାର କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଇଡ଼ି ଅଫିସ୍ ଘେରାଉ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପୀ ପ୍ରବର୍ତ୍ତନ ନିର୍ଦେଶାଳୟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ପକ୍ଷରୁ କୁହାଯାଇଛି ଇଡ଼ି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁଣ୍ଡା।ଓଡ଼ିଶାରେ କଂଗ୍ରେସ ଇଡ଼ି ଅଫିସ୍ ଘେରାଉ କରିଛି। ରାଜ୍ୟରେ ଆନ୍ଦୋଳନର ନେତୃତ୍ୱ ପୂର୍ବତନ ବିଧାୟକ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୨/୮ : ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ର ଦେଉଳକଣ ପଞ୍ଚାୟତର ବରିଷ୍ଠ ବ୍ୟକ୍ତି ତଥା ପୂର୍ବତନ ସରପଞ୍ଚ ରଘୁନାଥ ନାୟକ ଗୁରୁତର ଅସୁସ୍ଥ ହୋଇ ପଡିଛନ୍ତି । ତାଙ୍କ ଅସୁସ୍ଥତା ଖବର ପାଇ ତାଙ୍କ ବାସଭବନରେ ପହଞ୍ଚିଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ।ତାଙ୍କ ସହ ଆଲୋଚନା କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ଏହା ସହିତ ପରିବାର ବର୍ଗ ତାଙ୍କର ଉପଯୁକ୍ତ ଯତ୍ନ ନେବାକୁ ଆଲୋଚନା […]Continue Reading
ଭୁବନେଶ୍ବର, ୨୨/୮ : ବେଆଇନ ମଦ କାରବାର ବିରୋଧରେ ଖୁବଶୀଘ୍ର ଆକ୍ସନ ମୋଡକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାର ଆସିବେ।ଚିକିଟି ମଦ ମୃତ୍ୟୁ ଘଟଣାରେ ଜଣଙ୍କୁ ବଦଳି ଓ ଦୁଇ ଜଣଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି।ଗଞ୍ଜାମ ମଦ ମୃତ୍ୟୁ ଘଟଣାରେ ଆରଡିସି ତଦନ୍ତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ନେଇ ନିର୍ଦ୍ଦେଶ ଦେବେ। ରାଜ୍ୟ ସାରା ଚଢ଼ାଉ ଆରମ୍ଭ ହୋଇଛି। ୨୧୭ ଟି ବେଆଇନ ମଦ ଭାଟି ଚିହ୍ନଟ ହୋଇଛି। ୧୧୭ […]Continue Reading




