ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୮ : ପଶ୍ଚିମବଙ୍ଗର କୋଲକାତା ଠାରେ ଡ୍ୟୁଟି ସମୟରେ ପିଜି: ଡାକ୍ତର ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ବିଭୀଷିକା ଘଟଣାକୁ ନେଇ ଦେଶବ୍ୟାପୀ ଡାକ୍ତର , ଯୁବତୀ ଓ ଛାତ୍ରୀ ମାନଙ୍କ ପକ୍ଷରୁ ଧର୍ମଘଟ , ବିକ୍ଷୋଭ ଓ ହରତାଳ ପ୍ରଭୃତି ଚାଲିଥିବା ବେଳେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ମଧ୍ୟ ତୃତୀୟ ଲିଙ୍ଗି ଓ ଛାତ୍ରୀ ମାନଙ୍କ ଠାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ।କୋଲକାତା ଠାରେ […]Continue Reading
ଭୁବନେଶ୍ୱର,୨୨/୮: ଚିକିଟି ମଦ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ଆକ୍ସନ ମୋଡରେ ଅଛନ୍ତି। ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି।ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି ହୋଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି କୋରାପୁଟକୁ ବଦଳି ହୋଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି। ୨ ଅଧିକାରୀଙ୍କ Continue Reading
ଢେଙ୍କାନାଳ,୨୨/୮: ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଢେଙ୍କାନାଳ ସହର ସ୍ଥିତ କାଲ୍ଟାକ୍ସ ରତନ ବଜାର ଅଞ୍ଚଳରେ ଥିବା ବାସଭବନ ଓ କୁଞ୍ଜକାନ୍ତଠାରେ ଥିବା ସଦର ରେଞ୍ଜ କାର୍ୟ୍ୟାଳୟରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ ହୋଇଛି।ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ଢେଙ୍କାନାଳ ସମେତ କଟକ ଓ ଭୁବନେଶ୍ୱରର ୮ଟି ଯାଗାରେ ଏହି ଚଢ଼ାଉ ହୋଇଛି ।ସୂଚନାଯୋଗ୍ୟ, ବିଭୁଦାନନ୍ଦଙ୍କ ନାଁରେ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୮ : ଗ୍ରାମାଞ୍ଚଳରେ ଔଷଧୀୟ ଚାଷକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଦୁର୍ଗମ ଗାଁ ଓ ଉଜୁଡିଯାଇଥିବା ଜଙ୍ଗଲରେ ଏହି ଔଷଧୀୟ ବୃକ୍ଷ ଚାଷ କରାଯାଉଛି ଏଥିପାଇଁ ସରକାରୀ ହେଉ କି ବେସରକାରୀ ଅନୁଷ୍ଠାନ ପକ୍ଷରୁ ବିଭିନ୍ନ ଗାଁ ରେ ଲୋକଙ୍କୁ ସଚେତନ କରାଯାଉଛି। ଔଷଧୀୟ ବୃକ୍ଷ ଏବେ ଚାହିଦା ବୃଦ୍ଧି କାରଣରୁ ଅର୍ଥ ରୋଜଗାର କରିବାର ବାଟ ଫିଟିଛି। ଜୀବନଜୀବିକାର ରାହା ପାଲଟିଛି।ଏବେ ଅର୍ଥକାରୀ ଫସଲ ଭାବେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୮: ଅନୁସୂଚିତ ଜାତି-ଜନଜାତିଙ୍କୁ ସଂରକ୍ଷଣରେ ଗତ ଅଗଷ୍ଟ ୧ ତାରିଖ ରେ ମାନ୍ୟବର ସୁପ୍ରିମକୋର୍ଟ ଦେଇଥିବା ରାୟ ନିଷ୍ପତ୍ତିକୁ ବିରୋଧ କରି ଆଦିବାସୀ ମହାସଂଘ ପକ୍ଷରୁ ଦିଆ ଯାଇଥିବା ” ଭାରତ ବନ୍ଦ” ଡାକରା ଆଜି ପାରଳାଖେମୁଣ୍ଡି ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ।ପାରଳାଖେମୁଣ୍ଡି ସହର ସମେତ ଗଜପତି ଜିଲ୍ଲା ଅନୁସୂଚିତ ଜାତି-ଜନଜାତି ସମନ୍ଵୟ ପରିଷଦ ପକ୍ଷରୁ ନେତା ଓ Continue Reading
ବୌଦ୍ଧ,୨୧/୮: ଜିଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟର ବକେୟା ବିଲ୍ ପାସ କରାଇ ଦେବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜଳରେ ପଡିଛନ୍ତି ସହାୟକ ରାଜସ୍ୱ ଅଧିକାରୀ ଚୌଧୁରୀ ପୁପୁନ ଦାଶ। ୨୦୨୧-୨୨ ରୁ ଏହି କାର୍ଯ୍ୟ ଚାଲିଥିବା ବେଳେ ଏହାର କିଛି ବିଲ୍ ବାକି ରହିଥିଲା, ଯାହାକୁ ପାସ କରାଇ ଦେବା ପାଇଁ ପୁପୁନ ଦାଶ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।ତେବେ ପୂର୍ବରୁ ଖବର ପାଇ ବୁଧବାର ଭିଜିଲାନ୍ସ ଟିମ୍ ପୂର୍ବରୁ ଜାଲ […]Continue Reading
ଭୁବନେଶ୍ୱର,୨୧/୮: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଗତକାଲି ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ବୁଧବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ।ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି।ଗତ Continue Reading
ଗଞ୍ଜାମ,୨୧/୮: ଗଞ୍ଜାମ ଜିଲାରେ ମଦ ବିଭୀଷିକା ଦେଖିବାକୁ ମିଳିଛି। ଚିକିଟି ଏନଏସି କେ ନୂଆଗାଁ ଥାନା ମାଉନ୍ଦ ପୁର ଗ୍ରାମରେ ଦେଶୀ ମଦ ପିଇ ୨୩ ଜଣ ଗୁରୁତର ହୋଇଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଗୁରୁତରଙ୍କ ମୃତ ଘଟିଛି। ମୃତ ଜଣକ ହେଲେ ଜୁରା ବେହେରା।ବୁଧବାର ସକାଳେ ପରିବାର ଲୋକ ମୃତଦେହ ଚିକିଟି ମୁଖ୍ୟ ରାସ୍ତାରେ ରଖି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେ ନୂଆଗାଁ ଥାନା ମାଉନ୍ଦପୁର ଗ୍ରାମରେ ଗତ ସୋମବାର ଦେଶୀ ମଦ ପିଇ […]Continue Reading
ଭୁବନେଶ୍ୱର,୨୧/୮: ତଫସିଲଭୁକ୍ତ ଜାତି(ଏସ୍ସି) ଏବଂ ଜନଜାତି(ଏସ୍ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର (ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ) ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି।ଓଡ଼ିଶାରେ ମିଳିତ କ୍ରିୟାନୁଷ୍ଠାନ କମିଟି ସହ ବିଭିନ୍ନ ରାଜନୈତିକ ଦଳ ଭାରତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୮;ବାଲିଗୁଡା ପଂଚାୟତ ସମିତିର ସଭାଗୃହ ଠାରେ ମୋ ଜଙ୍ଗଲ ଜମି ଯୋଜନା ଜଙ୍ଗଲ ଅଧିକାର ଅଧି ନିୟମ ସପ୍ତାହ ପାଳନ ଅବସରରେ ଜଙ୍ଗଜମି ପଟ୍ଟା ବଣ୍୍ଟନ କରାଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧକ୍ଷା ନନ୍ଦିନୀ ମଳିକ,ତହସିଲଦାର ଦୀପ୍ରତି ପ୍ରକାଶ ବେହେରା,ଡେପୁଟି କଲେକ୍ଟର ଧିରଜ ପାତ୍ର,ରାଜେନ୍ଦ୍ର ନାରାୟଣ ସେନାପତି, ରାଉତ,ଏବିଡିଓ ପ୍ରଦୀପ କୁମାର ବାଘ,ବନାଂଚଳ ଅଧିକାରୀ ଅତୁଲ୍ୟ ମହାନ୍ତୀ Continue Reading




