Home Posts tagged ODISHA (Page 423)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୮: ସ୍ଥାନୀୟ ପ୍ରଜାପିତା ବ୍ରହ୍ମାକୁମାରୀ କେନ୍ଦ୍ର ଠାରେ ବିଶ୍ଵଭାତୃତ୍ୱ ଓ଼ ସୁରକ୍ଷା ର ପର୍ବ ରାକ୍ଷୀ ବିଷୟ ନେଇ ଏକ ଆଧ୍ୟାତ୍ମିକ କାଯ୍ୟକ୍ରମ ହୋଇଥିଲା ।ଉକ୍ତ କାଯ୍ୟକ୍ରମ ରେ ମାନ୍ୟବର ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଓ଼ ଡ. ପ୍ରବୀର କୁମାର ଦାଶ ସମ୍ମାନୀୟ ଅତିଥି ରୂପେ ଯୋଗଦାନ ଦେଇଥିଲେ ।କେନ୍ଦ୍ର ସଂଚାଳିକା ବ୍ରହ୍ମାକୁମାରୀ ଗୌରୀ ଭଉଣୀ କାଯ୍ୟକ୍ରମ ର ବିଷୟ ଉପରେ ଆଲୋକପାତ କରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟମନମୁଣ୍ଡା, ୨୦/୮ : ମେହେର ( ଭୁଲିଆ ) ସମାଜ, ମନମୁଣ୍ଡା ତରଫରୁ ଆଜି ସ୍ଵଭାବକବି ଗଙ୍ଗାଧର ମେହେର ଙ୍କ ଜନ୍ମ ଜୟନ୍ତୀ ମହୋତ୍ସବ ମହାସମରୋହ ରେ ପାଳିତ ହୋଇଯାଇଛି।ସ୍ଥାନୀୟ ଶ୍ରୀ ଭାଗବତ ମନ୍ଦିର ପରିସରରେ ମନମୁଣ୍ଡା ଭୁଲିଆ ସମାଜ ସଭାପତି କୈଳାଶ ଚନ୍ଦ୍ର ମେହେର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବ ରେ ମୁଖ୍ୟ ଅତିଥିଭାବେ ରାଜ୍ୟ ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର, ମୁଖ୍ୟବକ୍ତା ଭାବେ ବୌଦ୍ଧ ଜିଲ୍ଲା ସାମ୍ବାଦିକ ସଂଘ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୨୦/୮ : ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକର ହନୁମନ୍ତପୁରୁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜୁବାଗୁଡ଼ି ଗ୍ରାମରେ ଗତ କିଛିଦିନ ମଧ୍ୟରେ ଅଜଣା ରୋଗରେ ଆକ୍ରାନ୍ତ ହୋଇ ପାଞ୍ଚଜଣ ଶିଶୁଙ୍କର ଅକାଳ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଶିଶୁ ଚିକିତ୍ସାଧୀନ ଅଛନ୍ତି ଏବଂ ଆଜି ଜଣେ ମହିଳା ଓ ଶିଶୁକୁ ଡାକ୍ତରଖାନା ନେବା ପାଇଁ ଆମୁଲାନସ କୁ ଖବର ଦିଆଯାଇଛି ବୋଲି ଗ୍ରାମବାସୀଙ୍କ ତରଫରୁ ସୂଚନା ମିଳିଛି ଏଥିପାଇଁ ଗ୍ରାମରେ ଆତଙ୍କ Continue Reading
Odisha News
ଭୁବନେଶ୍ବର, ୨୦/୮ : ଗତକାଲି ରାତିରେ ଗଞ୍ଜାମ ଜିଲ୍ଲା ଚିକିଟି ଅଞ୍ଚଳରେ ବିଷାକ୍ତ ମଦ ପିଇ ପାଖାପାଖି ୨୦ ଜଣ ଅସୁସ୍ଥ ହୋଇ ପଡ଼ିଥିବା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବେଆଇନ ମଦ କାରବାରରେ ଯେଉଁମାନେ ଲିପ୍ତ ଅଛନ୍ତି ସେମାନଙ୍କ ବିରୁଦ୍ଧରେ ଖୁବ୍ ଶୀଘ୍ର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।ଖାଲି ସେତିକି ନୁହେଁ, ରାଜ୍ୟରେ ଚୋରା ମଦ କାରବାରକୁ କିପରି ରୋକିହେବ ସେ ନେଇ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୮: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ମଥୁରା ପଂଚାୟତ ଦନ୍ତାପାଳି ସ୍ଥିତ ମାହେଶ୍ୱରୀ ଗୋଶାଳା ଓ ଜରା ଆଶ୍ରମ ଠାରେ ପବିତ୍ର ଶ୍ରାଵଣ ପୁର୍ଣିମା ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମାହେଶ୍ୱରୀ ଗୋଶାଳା ର ଅଧକ୍ଷ ନିର୍ଗୁଣ ମହାକୁଡ଼ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବଳରାମ ଜୟନ୍ତୀ, ଗୋଶାଳା ପରିସରରେ ବୃକ୍ଷ ରୋପଣ ଓ ବୃକ୍ଷ ରକ୍ଷା ବନ୍ଧନ, ଗୋପୁଜନ, ଗୋ ରକ୍ଷ୍ୟା ବନ୍ଧନ ପରେ ଏକ ସାଧାରଣ ସଭା ଅନୁଷ୍ଠିତ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର,୨୦/୮ : ରକ୍ଷାବନ୍ଧନ ଦିନ ସାମ୍ବାଦିକ ଭବନରେ ଜିଲ୍ଲା ଲେଖକ ପରିଷଦ ପକ୍ଷରୁ ବିଶିଷ୍ଟ କବି,ଗୀତିକାର,ନାଟ୍ୟକାର ଓ ଲେଖକ କୃଷ୍ଣଚନ୍ଦ୍ର ବାରିକଙ୍କର ଦୁଇଟି କୋଶଳୀ ପୁସ୍ତକ ଉନ୍ମୋଚିତ ହୋଇଯାଇଛି ।ପରିଷଦର ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉନ୍ମୋଚନ ଉତ୍ସବରେ ସର୍ବପ୍ରଥମେ ଦିବଂଗତ କୋଶଳ ଗୌରବ ବିଶିଷ୍ଟ କବି ରାମଭକ୍ତ ଫରିକାର ଓ ସଦ୍ୟତମ କୋଶଳୀ କବି ତଥା ଗବେଷକ ନିମେଇଁ ଚରଣ ପାଣିଗ୍ରାହୀଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୮: ଦେଶବ୍ୟାପୀ ସହର ଠାରୁ ଆରମ୍ଭ କରି ପୁରପଲ୍ଲୀ ପର୍ଯ୍ୟନ୍ତ ଭାଇଭଉଣୀଙ୍କ ଅତୁଟ ସ୍ନେହର ପ୍ରତୀକ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ ହେଉଥିବା ବେଳେ ଓଡ଼ିଶା ଆନ୍ଧ୍ର ସୀମାନ୍ତ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସମେତ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ମଧ୍ୟ ଏହିପର୍ବ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି ।ରକ୍ଷାବନ୍ଧନ ହେଉଛି , ଭାଇଭଉଣୀଙ୍କ ଅନନ୍ୟ ସ୍ନେହ- ମମତା ବନ୍ଧନର ପ୍ରତୀକ Continue Reading
Odisha News
ଭୁବନେଶ୍ୱର,୧୯/ ୮: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନୁଦାନ ବୃଦ୍ଧି ହେବ। ଏନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ କହିବାନୁଯାୟୀ, ପିଏମ ଆବାସ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶିର ପରିମାଣ ବୃଦ୍ଧି ହେବ। ଅନୁଦାନ ୧ ଲକ୍ଷ ୨୦ ହଜାରରୁ ବଢ଼ି ୧ ଲକ୍ଷ ୮୦ ହଜାର ହେବ । ଏଥିପାଇଁ ଖୁବ ଶୀଘ୍ର ଗାଇଡଲାଇନ ଆସିବ।ମନ୍ତ୍ରୀ ଆହୁରି କହିଛନ୍ତି, ଶୌଚାଳୟ ନିର୍ମାଣ ଅନୁଦାନ ବି ବୃଦ୍ଧି […]Continue Reading