ଭୁବନେଶ୍ୱର,୧୯/୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ।ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହାତରେ ରାଖୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ମୁଖ୍ୟମନ୍ତ୍ରୀ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ Continue Reading
ଭୁମନେଶ୍ୱର, ୧୯/୮: ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ ରାକ୍ଷୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ। ଆଉ ବଦଳରେ ଭାଇ, ତା\’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ଭାଇ ହାତରେ ରାକ୍ଷୀଟିଏ ବାନ୍ଧିବା ଲାଗି ଭଉଣୀ ବର୍ଷ ସାରା ଅପେକ୍ଷା କରି ରହିଥାଏ ଆଜିର ଦିନକୁ।ରକ୍ଷା ବନ୍ଧନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ପରିବେଶ। ଘରେ ଘରେ ପିଠାପଣାର ମହକ। […]Continue Reading
ଭୁବନେଶ୍ବର, ୧୮/୮ : ଆଦ୍ୟ ଦେବତା ଶ୍ରୀ ଗଣେଶଙ୍କ ପୂଜା ଆସନ୍ତା ୭ ତାରିଖ ଦିନ ଠାରୁ ଆରମ୍ଭ ହେବ। ଦେଶବ୍ୟାପୀ ଗଣେଶ ପୂଜା ଉତ୍ସାହର ସହିତ ପାଳନ କରାଯିବ।ଓଡ଼ିଶାରେ ପ୍ରସିଦ୍ଧ ଜଟଣୀ, ତାଳଚେର, ଦେବଗଡ଼ ସମେତ କଟକ ଓ ଭୁବନେଶ୍ବରରେ ମଧ୍ୟ ଧୁମଧାମ୍ରେ ଗଣେଶ ପୂଜାର ଆୟୋଜନ ହେବ। ରାଜଧାନୀ ଭୁବନେଶ୍ବରରେ ଗଣେଶ ପୂଜାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୂର୍ତ୍ତି ଗଢ଼ା କାମ ଜୋରସୋରରେ ଚାଲିଛି।ଟେଣ୍ଟ କାମ ଅଳ୍ପ ଦିନ ମଧ୍ୟରେ ଆରମ୍ଭ ହୋଇଯିବ। […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୮/୮ : ଆଗଲପୁର (ଡୁଡୁକା )ବ୍ଲକ ରେ ଜଳ ସଂପଦ ବିଭାଗ କିଭଳି ନିମ୍ନମାନର ରାସ୍ତା କାମ କରିଛି ତାର ବାସ୍ତବ ଚିତ୍ର ଦେଖିବାକୁ ମିଳିଛି କୁଟାସିଂହା ଓ ଛୋକରମାଲ ପଂଚାୟତରେ ।ରାସ୍ତା ନିର୍ମାଣ ର ମାସେ ନ ପୂରୁଣୁ ପିଚୁ ଉଠିଯାଇଥିବା ଦେଖା ଯାଇଛି।ଅଙ୍ଗ ଶାଖା କେନାଲ ବଲାଙ୍ଗୀର -ସୋନପୁର ଜଊ-୯୮୦ପାଣିଛତ୍ର ଛକ ବାଲପୁର ଡିଷ୍ଟ୍ରିବୁଟର ଠାରୁ କୁଟାସିଂହା ଡିଷ୍ଟ୍ରିବ୍ୟୁଟର ପର୍ଯ୍ୟନ୍ତ ୪ କି. ମି ୪୦୩ ମିଟର ଏହି Continue Reading
ଭୁବନେଶ୍ୱର,୧୮/୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡିକାଲରେ ଶନିବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ସେ ୯ ଦିନ ଧରି ମେଡିକାଲରେ ଚିକିତ୍ସିତ ହେଉଥିଲେ।ତାଙ୍କ ବିୟୋଗରେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ସ୍ବାମୀ ଜୁଏଲ। ସେ କାନ୍ଦି କାନ୍ଦି କହିଛନ୍ତି, ହଠାତ୍ ତାଙ୍କର ରକ୍ତବାନ୍ତି ହେଲା। Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୮/୮ : ଗଜପତି ଜିଲ୍ଲାରେ ଚଳାଚଳ ହେଉଥିବା ବସ୍ ସେବାର ବ୍ୟବସ୍ଥା ନେଇ ଆଜି ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲାସ୍ତରୀୟ ଓଏସଆରଟିସି ନୋଡାଲ କମିଟି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଶ୍ରୀ ଲକ୍ଷ୍ମୀକାନ୍ତ ସେଠୀ ଯୋଗ ଦେଇ ଗଜପତି ଜିଲ୍ଲାରେ ବସ୍ ସେବା ଚଳପ୍ରଚଳ ନେଇ ରହିଥିବା ସ୍ଥିତି ସମ୍ପର୍କରେ Continue Reading
Accused officer allegedly collected bribes from various transporters, suppliers By Prabhat Kumar Singh Bhubaneswar, Aug. 17: The Odisha Vigilance department sleuths on Saturday launched massive searches at five locations linked to Binay Bhusan Tripathy, assistant commissioner CT & GST Enforcement Unit, Jajpur. The raids were conducted on the allegation of siphoning off Continue Reading
ଭୁବନେଶ଼୍ବର, ୧୭/୮: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର । ଏଣିକି ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି । ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ମନ୍ତ୍ରୀ ଦାବି କରିଛନ୍ତି। ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ ରଖି ଏହି ଦାବି କରାଯାଇଛି ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ବିଜେଡି ସରକରା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିଗୁଡା ନୁଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଶନିବାର ଅଚାନକ ଚଢ଼ାଉ କରି ୬ କ୍ୱିଣ୍ଟାଲ ସରକାରୀ କଣ୍ଟ୍ରୋଲ ଚାଉଳ ଦେଖିବାକୁ ପାଇଥିଲେ ।ଉକ୍ତ ଚାଉଳ ବିଷୟରେ ସୂର୍ଯ୍ୟ ପ୍ରସାଦ ପଣ୍ଡା ଅଧିକାରୀ ମାନଙ୍କୁ କୌଣସି ପ୍ରକାରେ ସନ୍ତୋଷ ଜନକ ଉତ୍ତର ଦେଇ ପାରି ନ ଥିଲେ । Continue Reading
ଭୁବନେଶ୍ୱର,୧୭/୮: ରାଜଧାନୀ ଭୁବନେଶ୍ୱରରେ ୭ଟି ସିମ୍ ବକ୍ସ ଠାବ ହୋଇଛି। ଯାହାକୁ ନେଇ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ପୋଲିସ କମିଶନର ସଞ୍ଜୀବ ପଣ୍ଡା ସିମ ବକ୍ସ ଜବତ ଘଟଣାରେ ବାଂଲାଦେଶ ଲିଙ୍କ ରହିଥିବା ସ୍ପଷ୍ଟ କରିଛନ୍ତି। ଏଥିରେ ଗିରଫ ହୋଇଥିବା ରାଜୁ ମଣ୍ଡଳଙ୍କ ଏହି ମାମଲାରେ ବାଂଲାଦେଶ ଲିଙ୍କ୍ ରହିଛି। ସିମ ବକ୍ସ ବାଂଲାଦେଶ ସୀମା ଦେଇ ପଶ୍ଚିମବଙ୍ଗ ପରେ ଭୁବନେଶ୍ବରରେ ପହଞ୍ଚୁଛି। ପଶ୍ଚିମବଙ୍ଗର ରାଜୁ ମଣ୍ଡଳ ଜରିଆରେ ବାଂଲାଦେଶର ଆଶାଦୂର ଜମାନ Continue Reading




