ଭୁବନେଶ୍ବର,୧୬/୮: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ଓଡ଼ିଆ ହକି ଖେଳାଳି ଅମିତ ରୋହିଦାସ। ଭୁବନେଶ୍ବର ମଧ୍ୟ ବିଧାୟକ ବାବୁ ସିଂ ଅମିତଙ୍କୁ ସ୍ବାଗତ କରିଛନ୍ତି।ଏଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ସମୟରେ ଅମିତ ନିଜର ବ୍ରୋଞ୍ଜ ପଦକ ଦେଖାଇଛନ୍ତି। ଅମିତ ରୋହିଦାସ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଉଭୟଙ୍କର ପ୍ରୟାସ ଯୋଗୁ ଓଡ଼ିଶାରେ Continue Reading
ଭୁବନେଶ୍ୱର,୧୬/୮: କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। କେନ୍ଦ୍ରାପଡ଼ାରେ ତାଙ୍କ କାର୍ୟ୍ୟାଳୟ, କଟକସ୍ଥିତ କଲ୍ୟାଣୀନଗର ଏବଂ ଭୁବନେଶ୍ୱରର ଲିଙ୍ଗିପୁର ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।ଚଢ଼ାଉ ଜାରି ରହିଥିବାରୁ ପ୍ରଦୀପଙ୍କର କେତେ ଟଙ୍କାର ସମ୍ପତ୍ତି ରହିଛି ତାହା Continue Reading
ଭୁବନେଶ୍ୱର,୧୫/୮: ପୁଣି ବର୍ଷା ବଢ଼ିବ । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ପ୍ରବଳ ବର୍ଷା ନେଇ ଶୁକ୍ରବାର ପାଇଁ ୧୨ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି । ସେସବୁ ଜିଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ୭୮ତମ ସ୍ବାଧିନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଏହି ସମାରୋହ କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ଜେନା ଗଜପତି ମୁଖ୍ୟଅତିଥି ଭାବେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୮ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ବେତାଗୁଡ଼ା ଠାରେ ଥିବା ଭାରତ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଓ ପିଏମଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ \”ଦେଶ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ ଅବସରରେ ଏକ ମେଗା ଫଟୋଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଭାରତ ସ୍ୱାଧୀନ ହେବା ତଥା ଅଖଣ୍ଡ ଭାରତ ପୂର୍ବରୁ ଯେଉଁ କିଛି ଦିନ ମଧ୍ୟରେ ଯେଉଁ ସବୁ Continue Reading
ମାଲକାନଗିରି, ୧୫/୮: ସ୍ୱାଧୀନତା ଦିବସରେ ମାଓବାଦୀଙ୍କ ବର୍ବରକାଣ୍ଡ। ୧୬ ବର୍ଷର ସ୍କୁଲ ଛାତ୍ରଙ୍କୁ ନିର୍ମମ ହତ୍ୟା। ପୁଲିସ ଇନଫର୍ମର ସନ୍ଦେହରେ ସ୍କୁଲ ଛାତ୍ରକୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଛତିଶଗଡ ସୁକମା ଅଞ୍ଚଳ ପୁବର୍ତି ଗାଁର ସୋୟମ ଶଙ୍କରଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଥିବା ଜଣାପଡ଼ିଛି।ସ୍କୁଲରୁ ଘରକୁ ଫେରୁଥିଲେ ସୋୟମ। ଗତକାଲି ବଳମ୍ବିତ ରାତିରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୋୟମଙ୍କ ଦେହରେ ସ୍କୁଲ ୟୁନିଫର୍ମ ରହିଛି। Continue Reading
ଭୁବନେଶ୍ୱର,୧୫/୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି।ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ସମାରୋହରେ ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।ଏ ଅବସରରେ Continue Reading
By Akshya Rout Jajpur , Aug 15 : Block level 78th Independence Day was celebrated on Thursday at Jaraka In Jajpur district . Independence Day is a memorable day for every Indian. A day of glory for our nation and country.said Dharamasala MLA Himanshu Sekhar Sahoo Hosting the national flag and first paid tribute to […]Continue Reading
By Our Correspondent Paradeep, Aug 15 : ArcelorMittal Nippon Steel India (AM/NS India), a leading steel manufacturer, continues to champion diversity and inclusion (D&I)with the launch of a new initiative at its Paradeep pellet plant. Beginning August 14, 2024, the plant has introduced A and B shifts, running from 6:00 am to 10:00 pm for […]Continue Reading
କଟକ, ୧୫/୮ : ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକଠାରେ ସ୍ବାଧୀନତା ଦିବସ ପାଳନ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କରିଛନ୍ତି ଏହି ବଡ଼ ଘୋଷଣା। ଏଣିତି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାଙ୍କୁ ମିଳିବ ଦିନେ ଛୁଟି ।Continue Reading




