ଭୁବନେଶ୍ବର, ୧୧/୮: ଢେଙ୍କାନାଳ ଜିଲ୍ଲା ପୁଲିସକୁ ବଡ଼ ସଫଳତା ମିଳିଛି। ପୁଲିସ ୬ ଜଣିଆ କୁଖ୍ୟାତ ଆନ୍ତଃଜିଲ୍ଲା ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ଏମାନଙ୍କ ନିକଟରୁ ବହୁ ପରିମାଣର ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ, ଲାପଟପ, ମୋବାଇଲ ଫୋନ, କମ୍ପ୍ୟୁଟର, ପ୍ରିଣ୍ଟର, ଚାରୋଟି ସ୍କୁଟି, ଗୋଟିଏ ମୋଟର ସାଇକେଲ, ସୁନା କାନଫୁଲ, ସୁନା ଚୁଡ଼ି, ୧୩ଟି ଏଲଇଡି ଟିଭି, ୩ଟି ଲାପଟପ, ଇନଭର୍ଟର ବ୍ୟାଟେରୀ, ଇନଭର୍ଟର ମେସିନ ସମେତ ବିପୁଳ ପରିମାଣର ମାର୍ବଲ ଟାଇଲ ଜବତ କରିଛି। Continue Reading
ଓଡ଼ିଶା, ୧୧/୮ : ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ୍ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ କଥା ହୋଇଛନ୍ତି। ଆଳୁ ଯୋଗାଣ ସମସ୍ୟା ସ୍ୱଭାବିକ କରିବାକୁ ମମତାଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି।ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଦିଲ୍ଲୀରେ ଆଲୋଚନା ହେବା ପରେ ଓଡ଼ିଶାକୁ Continue Reading
ହରିଚନ୍ଦନପୁର, ୧୧/୮ : : କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ କୁଲାଢ଼ାଙ୍କୁଣି ଗାଁରେ ନିକଟରେ ପୁଲିସ ଉପରକୁ ଗୋରୁ ମାଫିଆଙ୍କ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଏଣେ ପୁଲିସ ପକ୍ଷରୁ ମଧ୍ୟ ପାଲଟା ଗୁଳିଚାଳନା କରାଯାଇଥିଲା। ଏଥିରେ ଆରିଫ ଖାନ୍ ନାମକ ଜଣେ ଗୋରୁ ମାଫିଆ ଗୁରୁତର ହୋଇଛନ୍ତି। ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି।ସୂଚନା ଅନୁଯାୟୀ, ଗତ ବିଳମ୍ବିତ ରାତିରେ କୁଲାଢ଼ାଙ୍କୁଣି ଗାଁରେ Continue Reading
BY AKSHYA ROUT JAJPUR, AUG 11: Dharamasala MLA Himanshu sekhar Sahoo on Saturday joined a programme at Jenapur Under Dharamasala In Jajpur District. Himanshu Said “On the call of Prime Minister Narendra Modi, the ‘Ek Paid Maa Ke Naam’ campaign is going on across the country. It calls for planting trees at individual levels and […]Continue Reading
ବାଲେଶ୍ୱର, ୧୦/୮ : ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଗୋପୀନାଥପୁର ପଞ୍ଚାୟତ ରାଇପୀତାମ୍ବର ଗାଁରେ ବଜ୍ରାଘାତରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଉଛନ୍ତି ରାଇପୀତାମ୍ବର ଗାଁର ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳ। ଆହତ ଜଣଙ୍କ ହେଉଛନ୍ତି ସେହି ଗାଁର ସୁରେନ୍ଦ୍ର ସାହୁ।ଏମାନେ ଆଜି ଅପରାହ୍ଣରେ ବିଲକୁ କାମ କରିବାକୁ ଯାଇଥିଲେ। ତେବେ ସେହି ସମୟରେ ପ୍ରବଳ ଘଡ଼ଘଡ଼ି ସହିତ ବିଜୁଳି ମାରିଥିଲା। ଆଉ ସେଥିରେ ବସନ୍ତ ଓ […]Continue Reading
ପ୍ରମୋଦ ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା, ୧୦/୮ : ରାୟଗଡା ଜିଲ୍ଲା ମୁନିଗୁଡା ବ୍ଲକ୍ ପୂର୍ତ୍ତ ବିଭାଗ ଅତିଥି ଭବନ ପରିସରରେ ବିଷମକଟକ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ନୀଳମାଧବ ହିକକା ମୁନିଗୁଡ଼ା ଅଞ୍ଚଳର ଉନ୍ନୟନକୁ ନେଇ ମୁନିଗୁଡ଼ା ବିଶିଷ୍ଟ ବ୍ୟକ୍ତି ବିଶେଷ,ସାମାଜିକ ସଂଗଠନ ମାନଙ୍କ ସହ ବିଶଦ ଆଲୋଚନା କରିଥିଲେ।ମୁନିଗୁଡ଼ା ଯୁବନେତା ନୀଳାମ୍ବର ବିଭାରଙ୍କ ସଭାପତିତ୍ବ ଓ ସାଂସଦ ପ୍ରତିନିଧି ମାନସ କୁମାର ବେହେରାଙ୍କ ସଂଯୋଜନାରେ ଆୟୋଜିତ ଏହି ସମାବେଶରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୮: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ନୂଆ କେରାଣ୍ଡି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ସୌମ୍ୟାରାଣୀ ଗୌଡଙ୍କ ପୌରହିତ୍ୟରେ ଜିଲ୍ଲାବ୍ୟାପୀ କୃମିନାଶକ କାର୍ଯ୍ୟକ୍ରମର ଅନୁଷ୍ଠିତ ଶୁଭାରମ୍ଭ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡା ପଞ୍ଚାୟତ ର ବିଲାବାଡି ଠାରେ ଥିବା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଦୀର୍ଘ ବର୍ଷ ହେବ ବନ୍ଦ ରହିଛି ।ଗ୍ରାମବାସୀ ଅଭିଯୋଗ ମୁତାବକ ବିଲାବାଡି ଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ବନ୍ଦ ରହିଥିବା ରୁ ଅଞ୍ଚଳ ବାସୀ ବହୁତ ଅସୁବିଧା ସମୁଖୀନ ହେଉଥିବା କହିଛନ୍ତି ।ଅନ୍ୟ ପଟେ ସରକାର Continue Reading
ଭୁବନେଶ୍ବର, ୧୦/୮ : ଓଡିଶାରେ ୬ଟି ରେଳ ପ୍ରକଳ୍ପ ଆରମ୍ଭ ହେବ। ଏଥି ପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। କେନ୍ଦ୍ର ସରକାର ଦକ୍ଷିଣ ଓଡ଼ିଶା ସହ ପଶ୍ଚିମ ଓଡିଶାର ସଂଯୋଗ ଓ ଉତ୍ତର ଓଡିଶାରେ କେନ୍ଦୁଝର ମୟୂରଭଞ୍ଜ ସହ ଝାଡଖଣ୍ଡକୁ ସଂଯୋଗ କରିବାକୁ ନିଆଯାଇଛି ବଡ ପଦକ୍ଷେପ ନେଇଛନ୍ତି।ଏହା ଓଡିଶାରେ ରେଳ ଭିତ୍ତିଭୂମିକୁ ସୁଦୃଢ କରିବ। ବିଶେଷ କରି କଳାହାଣ୍ଡି, ନବରଙ୍ଗପୁର, ମାଲକାନିଗରି, ରାୟଗଡା, କୋରାପୁଟ କେନ୍ଦୁଝର ଏବଂ ମୟୂରଭଞ୍ଜର ଆର୍ଥିକ Continue Reading
କଟକ, ୧୦/୮ : କାଠଯୋଡ଼ି ପୋଲ ଉପରେ ମୋବାଇଲ୍ ଓ ଆଧାରକାର୍ଡ ରଖି ପାଣିକୁ ଡେଇଁ ନିଖୋଜ ହୋଇଥିବା ଦୁଇଜଣଙ୍କୁ ଉଦ୍ଧାର କରାଯାଇଛି। ଉଭୟଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଥିବା ଜଣାଯାଇଛି। ଏହାପରେ ଉଭୟଙ୍କୁ ପୁରୀଘାଟ ଥାନାରେ ହାଜର କରାଯାଇଥିଲା ଏବଂ ଏବେ ମେଡିକାଲରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି। ସେଦୁହେଁ ସଂପର୍କରେ ଶଳାଭାଉଜ ଓ ନଣନ୍ଦେଇ ବୋଲି କୁହାଯାଉଛି।ଗତକାଲି ସନ୍ଧ୍ୟାରେ କଟକ ଜିଲ୍ଲା ବାରଙ୍ଗ ଥାନା ଅଧୀନ ତ୍ରିଶୁଳିଆ ନିକଟ କାଠଯୋଡ଼ିରେ Continue Reading




