ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୭/୧: ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ମଧୁସୂଦନ ପାଢ଼ୀ, ଆଇଏଏସ ଯାଜପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳ ଏବଂ ବିଭାଗୀୟ ଅଧିକାରୀଙ୍କ ସହ ଆଗାମୀ ପଞ୍ଚାୟତ ନିର୍ବାଚନ-୨୦୨୭ କୁ ନେଇ ସମୀକ୍ଷା କରିଛନ୍ତି।ଏହି ସମୀକ୍ଷା ବୈଠକରେ ଯାଜପୁର ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ Continue Reading




