Home Posts tagged ODISHA (Page 431)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୭/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅଞ୍ଚଳରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଳ ଯୋଗାଣ କରାଯାଉଛି କ୍ଷ କିନ୍ତୁ ବର୍ତ୍ତମାନ କିଛି ଦିନ ହେଲା ଗୋଳି ପାଣି ଆସୁଥିବାରୁ ଏହା ବ୍ୟବହାର ହୋଇ ପାରୁ ନାହିଁ। ଯାହା ଫଳରେ ସାହି ବାସିନ୍ଦା ବାଧ୍ୟ ହୋଇ କୂଅ ଓ ନଳକୂପ ଉପରେ ଭରସା କରୁଛନ୍ତି। ଏହି ଗୋଳିଆ ପାଣି ପାନ କରି ୱାର୍ଡ଼ ବାସିନ୍ଦା ମାନେ ଥଣ୍ଡା,କାଶ, ଜ୍ଵର ଭଳି ବିଭିନ୍ନ ପ୍ରକାର […]Continue Reading
Odisha News
ଭୁବନେଶ୍ବର,୭/୮ : ପ୍ରାୟ ୧ ମାସ ଧରି ରାଜ୍ୟରେ ବର୍ଷା ଜାରି ରହିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଆହୁରି ୩ ଦିନ ଯାଏଁ ବର୍ଷା ଲାଗି ରହିବ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।ଫଳରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ଏହାର […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୭/୮ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଆନୁକୁଲ୍ୟରେ ଜିଲ୍ଲା ବନଖଣ୍ଡ ଅଧିକାରୀ, ବଲାଙ୍ଗୀର ବନ ଖଣ୍ଡଙ୍କ ସଭା ଗୃହଠାରେ ଜିଲ୍ଲାସ୍ତରୀୟ ପୃଷ୍ଠପୋଷକତା ରାଶି ଗ୍ରହଣ କରୁଥିବା ଶିଶୁ ମାନଙ୍କର ଯତ୍ନ,ସୁରକ୍ଷା, ବ୍ୟବସ୍ଥା ପାଇଁ ,ଦିଗଦର୍ଶନ ଓ ପରାମର୍ଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଉପସ୍ଥିତ ରହି ଶିଶୁ ମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୭/୮ : ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟା – ଲଛିପୁର ରାସ୍ତାର ହରଭଙ୍ଗା ଓ ଡୁଙ୍ଗୁରିପାଲି ମାଧ୍ୟ୍ୟରେ ଥିବା କୋଠିଯୋର ପୋଲ ଉପରେ ସୋମବାର ରାତିରୁ ୪ରୁ ୫ ଫୁଟ ଉଚ୍ଚରେ ବର୍ଷାପାଣି ପ୍ରବାହିତ ହେଉଛି ।ଫଳରେ ଯାତାୟାତ ଠପ ହୋଇଛି ।ଲଗାଣ ବର୍ଷାରେ ଅଙ୍ଗନଦୀ ଫୁଲୁଥିବାରୁ,ପୁଣି ଏହି ପୋଲ କମ ଉଚ୍ଚରେ ହୋଇଥିବାରୁ ପୋଲ ବୁଡ଼ିଯାଇଥିବା ଦେଖାଯାଇଛି ।ଏହି ପୋଲ ପାଇଁ କୁଟାସିଂହା, କଣ୍ଟା Continue Reading
Odisha News
ଭୁବନେଶ୍ୱର,୭/୮: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ରାଜ୍ୟର ସମସ୍ତ ବର୍ଗର କ, ଖ ଏବଂ ଗ କର୍ମଚାରୀଙ୍କ ପାଇଁ ଅଦ୍ୟ ବିଦ୍ୟମାନ ଥିବା ଚଇଜ/ଉଉଜ ଫରମାଟରୁ ୫ଟି ଚାର୍ଟର ପ୍ରତ୍ୟାହାର କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।ବିଜ୍ଞପ୍ତିରେ କୁହାଯାଇଛି ଯେ, ରାଜ୍ୟ ସରକାର ହୃଦୟଙ୍ଗମ କଲେ ଯେ, ବର୍ତ୍ତମାନ ପରିପ୍ରେକ୍ଷୀରେ ୫ଟି ଚାର୍ଟର ଓ ମୋ ସରକାରର କୌଣସି ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ନାହିଁ।ଏହି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରପୋର୍ଟବୌଦ୍ଧ, ୭/୮: ବୌଦ୍ଧ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ୩୬ ତମ ବିଦ୍ୟାଳୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଅଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଉଦ୍ଭିଦ ବିଭାଗର ବିଜ୍ଞାନ ଅଧ୍ୟାପକ ପ୍ରବୀର ଦାସ ଓ ବିଦ୍ୟାଳୟ ପରିଚାଳନା କମିଟିର ଯୁଗ୍ମ ସମ୍ପାଦକ ସନ୍ତୋଷ କୁମାର ପୁରୋହିତ ଯୋଗଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀବତ୍ସ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ Continue Reading
Odisha News
ଆଠଗଡ଼, ୭/୮: ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ତାଙ୍କ ଘରେ ଚଢ଼ଉ କରୁଥିବା ଜଣାଯାଇଛି।ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘର ସମେତ ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ରେ ଏକକାଳୀନ ୮ଟି ସ୍ଥାନରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ଏନେଇଅଧିକ ତ୍ଥ୍ୟକୁ ଅପେକ୍ଷା କରାଯାଇଛି।Continue Reading
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟରାୟଗଡା, ୬/୮ : ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ସାରକିମା ପଞ୍ଚାୟତ ସଭାଗୃହ ରେ ଗୋଷ୍ଠି ଉନ୍ନୟନ୍ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକ ଙ୍କ ଅଧ୍ୟକ୍ଷତାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି।ଏହି କାର୍ଯ୍ୟକ୍ରମରେ ସାରକିମା ସରପଞ୍ଚ ଫକୀର ମୋହନ ଗୋମିଡାଙ୍ଗା ସଭାପତିତ୍ଵ କଲାବେଳେ ନାଏବ ସରପଞ୍ଚ ମେକ ଡୁବୁରୁକା,ନିର୍ବାହୀ ଯନ୍ତ୍ରୀ ବିଶ୍ୱଜିତ୍ ମିଶ୍ର, ଭାର ପ୍ରାପ୍ତ ଜିପିଓ ରାଜେନ୍ଦ୍ର Continue Reading