ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୮ : ଆଜି ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଜପତି ଜିଲ୍ଲା ଗ୍ରସ୍ତରେ ଆସି ପାରଳାଖେମୁଣ୍ଡି ଠାରେ ପହଞ୍ଚିଥିଲେ । କୋରାପୁଟ ଏବଂ ରାୟଗଡା ଜିଲ୍ଲା ଗ୍ରସ୍ତ ସାରି ନିର୍ବାଚନ ପରେ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କ ଗଜପତି ଜିଲ୍ଲାକୁ ଏହା ତାଙ୍କର ପ୍ରଥମ ଗ୍ରସ୍ତ ।ପାରଳାଖେମୁଣ୍ଡି ସର୍କିଟ ହାଉସ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ରାଜ୍ୟ ସଭାପତି ଶ୍ରୀ ସାମଲ ସାମ୍ବାଦିକ ମାନଙ୍କୁ […]Continue Reading
By Dr Nihar ranjan Kar Jajpur,Aug 5: Organ donation has proved to be a miracle for the society. Organs such as kidneys, heart, eyes, liver, small intestine, bone tissues, skin tissues and veins are donated for the purpose of transplantation. The donor gives a new life to the recipient by the way of this noble […]Continue Reading
By Ayushman Priyadarshan,Social Worker Jajpur, Aug 5 : Organ donation is a noble act of transplanting healthy organs from a donor to a patient receiver. Human body organs and tissues that function properly are collected and transplanted into patients’ bodies to save their lives. In most cases, organ donations are performed after the donor’s death. […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୮: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଅନେକ ଗ୍ରାମକୁ ରାସ୍ତା ନାହିଁ । ଆଉ ଦିନ କେଇଟା ପରେ ସାରା ଦେଶ ୭୭ ତମ ସ୍ବାଧୀନତା ଦିବସ ପାଳିବ; କିନ୍ତୁ ଏମିତି ଗ୍ରାମ ରହିଛି ଯେଉଁଠି ବିକାଶ ପହଞ୍ଚି ନାହିଁ କି କେହି ପାଠ ପଢିନାହାନ୍ତି, ଏପରିକି ଅଙ୍ଗନବାଡି କି ସ୍କୁଲ ପିଣ୍ଡା ମଧ୍ୟ ମାଡ଼ି ନାହାନ୍ତି। ଗାଁରେ କେତେକ ବୟସ୍କ ଅଛନ୍ତି ଯେଉଁମାନେ ଆଜି ପର୍ୟ୍ୟନ୍ତ ବସ୍ କି ଗାଡିରେ ବସିନାହାନ୍ତି […]Continue Reading
କେନ୍ଦୁଝର, ୪/୮: ପ୍ରସିଦ୍ଧ ଶୈବପୀଠ କେଦାରନାଥରେ ୪ଦିନ ଧରି ଫସିଥିବା ୪ ଜଣ ଓଡ଼ିଆ ଶ୍ରଦ୍ଧାଳୁ ରବିବାର ସୁରକ୍ଷିତ ଉଦ୍ଧାର ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ତେଲକୋଇ ଅଞ୍ଚଳର ଏହି ୪ ଜଣ ଶିବଭକ୍ତଙ୍କୁ ଭୀମତାଲରୁ ହେଲିକପ୍ଟର ଯୋଗେ ସେନାର ଯବାନମାନେ ଉଦ୍ଧାର କରିଛନ୍ତି। ଉଦ୍ଧାର ବ୍ୟକ୍ତିମାନେ ହେଲେ କାର୍ତ୍ତିକେଶ୍ବର ଖିଲାର, ସଦାନନ୍ଦ ସାହୁ, ମହେଶ୍ୱର ପ୍ରଧାନ ଓ ଋଷିନାଥ ମହାନ୍ତ।ସୂଚନା ଅନୁସାରେ ଉତ୍ତରାଖଣ୍ଡର ପ୍ରସିଦ୍ଧ ଶୈବପୀଠ କେଦାରନାଥରେ ଜଳାଭିଷେକ Continue Reading
ଭୁବନେଶ୍ୱର, ୪/୮ : ମାନବ ଜୀବନରେ ଏକ ସୁନ୍ଦର ଉପହାର ହେଉଛି ବନ୍ଧୁ। ଏହି ଉପହାରକୁ ଉପଭୋଗ କରିବା ପାଇଁ ଦେବତା ବି ନର ରୂପ ଧାରଣ କରିଛନ୍ତି। ‘ନିର୍ବାସିତର ବିଳାପ’ରେ ମଧୁସୂଦନ ରାଓ ଲେଖିଥିଲେ,’କାହିଁ ବନ୍ଧୁତା କାହିଁ ପ୍ରେମ ସୁନ୍ଦର, ଯା’ର ପ୍ରାପତ ଲାଗି ଦେବତା ନର।’ମର୍ତ୍ତ୍ୟ ମଣ୍ଡଳରେ ବନ୍ଧୁତାର ଏ ଅମୃତକୁ ଆସ୍ୱାଦନ ପାଇଁ ଯେତେବେଳ ଦେବତା ନର ରୂପ ଧାରଣ କରିଛନ୍ତି ଛାର ମଣିଷ ଏଥିରୁ ବାଦ୍ ପଡିବ ବା କିପରି। Continue Reading
ପିପିଲି, ୪/୮: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ବରାଗଡ଼ ଗ୍ରାମ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏଠାରେ କାର ଏକ ସ୍କୁଟିକୁ ପିଟିଲା ପରେ ଭାରସାମ୍ୟ ହରାଇ ୨୦ ଫୁଟ ତଳକୁ ଖସିପଡ଼ିଛି କାର୍।ଦୁର୍ଘଟଣାରେ ଜଳି ଯାଇଛି କାର୍। ପିପିଲି ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଉଛି। ଏହି ଦୁର୍ଘଟଣାରେ ୬ଜଣ ଆହତ ହୋଇଛନ୍ତି। ଏକ ଷଣ୍ଢକୁ ରକ୍ଷା କରିବାକୁ ଯାଇ କାର୍ ଟି ସ୍କୁଟିକୁ ଧକ୍କା ଦେଇ ଏଭଳି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାଯାଇଛି।Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ୍ କାର୍ଯ୍ୟାଳୟରେ ସ୍ଥାୟୀ ବି. ଡ଼ି.ଓ. ନ ଥିବା ଯୋଗୁଁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଥିବା ଦେଖୁବାକୁ ମିଳିଛି ।ପୂର୍ବରୁ ଥିବା ବିଡ଼ିଓ ମନୋଜ କୁମାର ପାଢ଼ୀ ଗତ ମେ ମାସ ୩୧ ତାରିଖରେ ଅବସର ଗ୍ରହଣ କରିବା ପରେ ଏଠାରେ ନୂତନ ବିଡ଼ିଓ ନିଯୁକ୍ତି ହୋଇ ନାହାନ୍ତି, ଯାହା ଫଳରେ ଦୀର୍ଘ ୩ ମାସ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୮: ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ବୌଦ୍ଧ ପକ୍ଷରୁ ରାମକୃଷ୍ଣବାଳାଶ୍ରମ ଶିଶୁ ଗୃହ, ବିରନରସିଂହପୁର ଓ ପର୍ଯ୍ୟବେକ୍ଷଣ ଗୃହ, କେଲାକଟା ଠାରେ ଭାରତୀୟ ଅଙ୍ଗଦାନ ଦିବସ ପାଳନ ହୋଇ ଯାଇଛି ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଡ. କିଶୋର ଚନ୍ଦ୍ର ପଟ୍ଟନାୟକ ଯୋଗଦେଇ ପଟ୍ଟଚିତ୍ର ଓ ପାୱାର ପଏନ୍ଟ ମାଧ୍ୟମରେ ଅଙ୍ଗଦାନ ଓ ପ୍ରତିରୋପଣ ର ସରକାରୀ ନିୟମ ଓ କାଯ୍ୟକାରିତା ବିଷୟରେ ବୁଝାଇଥିଲେ ।ମଣିଷ ଶରିରରେ କେଉଁ ଅଙ୍ଗ ସବୁ Continue Reading
ଅକ୍ଷୟ ରାଉତଙ୍କୁ ରିପୋର୍ଟଯାଜପୁର, ୩/୮ : ନିର୍ବାଚନ ପରେ ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅଶାନ୍ତ ହୋଇ ଉଠିଛି । ବିଜେଡିର ଅଭିଯୋଗ ଅନୁଯାୟୀ ବିଜେପିର ଅସାମାଜିକ ବ୍ୟକ୍ତି ଗୁଣ୍ଡାରାଜ କରି ସୁକିନ୍ଦାରେ ରକ୍ତ ପାତ କରୁଛନ୍ତି ।ନିର୍ବଚନ ପରଠାରୁ ବିଜେପି କର୍ମୀଙ୍କ ଆକ୍ରମଣରେ ଜଣେ ଶ୍ରମିକ ସଂଗଠନର କର୍ମକର୍ତ୍ତା, ଜଣେ ଆଇନଜୀବି ଓ ବହୁ ସାଧାରଣ ଲୋକ ଗୁରୁତର ଆହତ ହୋଇଛନ୍ତି ।କିଛି ସ୍ଥାନୀୟ ମେଡିକାଲରେ ଚିକିତ୍ସିତ ହେବା ବେଳେ ଅନ୍ୟ କିଛି କଟକ ସ୍ଥାନାନ୍ତର Continue Reading




