ଅକ୍ଷୟ ରାଉତଙ୍କୁ ରିପୋର୍ଟଯାଜପୁର, ୩/୮ : ନିର୍ବାଚନ ପରେ ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅଶାନ୍ତ ହୋଇ ଉଠିଛି । ବିଜେଡିର ଅଭିଯୋଗ ଅନୁଯାୟୀ ବିଜେପିର ଅସାମାଜିକ ବ୍ୟକ୍ତି ଗୁଣ୍ଡାରାଜ କରି ସୁକିନ୍ଦାରେ ରକ୍ତ ପାତ କରୁଛନ୍ତି ।ନିର୍ବଚନ ପରଠାରୁ ବିଜେପି କର୍ମୀଙ୍କ ଆକ୍ରମଣରେ ଜଣେ ଶ୍ରମିକ ସଂଗଠନର କର୍ମକର୍ତ୍ତା, ଜଣେ ଆଇନଜୀବି ଓ ବହୁ ସାଧାରଣ ଲୋକ ଗୁରୁତର ଆହତ ହୋଇଛନ୍ତି ।କିଛି ସ୍ଥାନୀୟ ମେଡିକାଲରେ ଚିକିତ୍ସିତ ହେବା ବେଳେ ଅନ୍ୟ କିଛି କଟକ ସ୍ଥାନାନ୍ତର Continue Reading
ଭୁବନେଶ୍ବର, ୩/୮: ପୂର୍ବତନ ସରକାରଙ୍କ ଅନ୍ୟତମ ଲୋକପ୍ରିୟ ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ) ଆସନ୍ତା ମାସ (ସେପ୍ଟେମ୍ବର) ୧୦ ତାରିଖ ଯାଏଁ ଚାଲିବ। ଏହା ପରଠାରୁ ବିଏସ୍କେୱାଇ ବଦଳରେ ଲୋକଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ସ୍ବାସ୍ଥ୍ୟ ସୁବିଧା ମିଳିବ। ବିଏସ୍କେୱାଇରେ ଯେତିକି ସୁବିଧା ମିଳୁଛି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସମାନ ପ୍ରକାରର ସୁବିଧା ରହିବ। ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ Continue Reading
ସୁବର୍ଣ୍ଣପୁର, ୩/୮: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ମୃତ୍ତିକା ସଂରକ୍ଷଣ ପରିଦର୍ଶକ ସୁଧାଂଶୁ ଶେଖର ରଣା ଆଜି ୧୧ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।ଏକ କାମର ବିଲ୍ କରି ଦେବା ପାଇଁ ରାମଚନ୍ଦ୍ର ମହାକୁଡ଼ ନାମକ ଜଣେ ବ୍ୟକ୍ତିଙ୍କୁ ସେ ୧୧ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ରାମଚନ୍ଦ୍ର ସୋନପୁର ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ।ଯୋଜନା ମୁତାବକ ଆଜି ରାମଚନ୍ଦ୍ରଙ୍କଠାରୁ ମୃତ୍ତିକା ସଂରକ୍ଷଣ ପରିଦର୍ଶକ ସୁଧାଂଶୁ ଶେଖର Continue Reading
ଭୁବନେଶ୍ୱର,୩/୮: ରାଜଧାନୀରେ ୫ ସ୍ତ୍ରୀଙ୍କ ସ୍ବାମୀ ବନ୍ଧା ହୋଇଛନ୍ତି। ତେବେ ତାଙ୍କ ଲାଇନ୍ରେ ଆଉ ୪୯ ଜଣ ଥିବା ଜଣାପଡ଼ିଛି। ଏହି ଘଟଣାର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରେସମିଟ କରି ପର୍ଦ୍ଦାଫାସ କରିଛନ୍ତି। ଗିରଫ ହୋଇଥିବା ବ୍ୟକ୍ତି ଜଣଙ୍କ ଯାଜପୁର ଭିଙ୍ଗାରପୁରର ସତ୍ୟଜିତ ବୋଲି ଜଣାପଡ଼ିଛି। ସତ୍ୟଜିତ ନିଜକୁ ଗୁଇନ୍ଦା ଇନ୍ସପେକ୍ଟର କହି ବାୟୋଡାଟାରେ ଦର୍ଶାଇ ମହିଳାଙ୍କୁ ଠକୁଥିଲେ।ଅନ୍ୟପକ୍ଷେ ମହିଳା ପୋଲିସଙ୍କ ଚାଟିଂ କରି ଦୁବାଇରୁ ଭୁବନେଶ୍ବର Continue Reading
By Our Correspondent Bhubaneswar, Aug 3 : Leading institutiondedicated to nurturing and developing the next generation of fashion and interior design professionals, NIFD GlobalBhubaneswar recently hosted its highly anticipated annual event, Navyata 2024, a dazzling showcase of design innovation and creativity in the presence of Chief Guest Ashley Rebello, the Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୮: ଗଜପତି ଜିଲ୍ଲାରେ ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ୧୫ ଜୁଲାଇ ଠାରୁ ଆରମ୍ଭ ହେଉଛି।ଧାନ ସଂଗ୍ରହ ବର୍ଷ ୨୦୨୪-୨୫ ପାଇଁ ଜିଲ୍ଲାରେ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ କରିବା ଲାଗି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକ ପ୍ରଚାର ରଥକୁ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଓ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ୍ରୀଡା ସଙ୍ଘ ର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି । ଏଥିରେ ସର୍ବ ସମ୍ମତି କ୍ରମେ ସ୍ଥାୟୀ ସଭାପତି ଭାବେ ବାଲିଗୁଡା ଉପଜିଲ୍ଲାପାଳ ରହିଥିବା ଥିବା ବେଳେ ଉପସଭାପତି ଭାବେ ପ୍ରଶାନ୍ତ କୁମାର ସାହୁ, ଉପଦେଷ୍ଟା ଭାବେ ଗଙ୍ଗାଧର ପଣ୍ଡା, ସୁରେନ୍ଦ୍ର କୁମାର ପାତ୍ର, ସମ୍ପାଦକ ଭାବେ ତିର୍ଥବାସି ଘଡାଇ, ଯୁଗ୍ମ ସମ୍ପାଦକ ଭାବେ ଏ.ଶ୍ରୀନିବାସ ଦୋରା, କୋଷାଧ୍ୟକ୍ଷ ଭାବେ Continue Reading
By Our Correspondent Bhubaneswar, Aug 2 : The Council of Scientific and Industrial Research-Institute of Minerals and Materials Technology (CSIR-IMMT) has successfully concluded a one-month professional training program on “Recent Trends in Mineral Characterization, Beneficiation, Metallurgy, and Materials Development” for Graduate Engineer Trainees Continue Reading
ଭୁବନେଶ୍ୱର,୨/୮: ବିଜେଡିକୁ ଭାଜପା ନେତା ଅରବିନ୍ଦ ଢାଲିଙ୍କ ମନ୍ତବ୍ୟରେ ବିଜେଡି ପୂର୍ବତନ ବିଧାୟକ ଅମର ଶତପଥୀ ଘିଅ ଢାଳିଲା ଭଳି ଉତ୍ତର ରଖିଛନ୍ତି। ଦଳର ଆମୂଳଚୁଳ ସଂଗଠନ ଠିକ୍ ନକଲେ ଆଗକୁ ଅନେକ ଅଘଟଣ ଘଟିବ ବୋଲି ଅମର କହିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଆମ ସମସ୍ତଙ୍କର ଏ ଦିଗରେ ଅନୁଭବ ରହିଛି। ସଂଗଠନ ଠିକ୍ କରିବାକୁ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଦେଖାଯାଉ କଣ ହେଉଛି।ଅନ୍ୟପକ୍ଷେ ମମତା ମହାନ୍ତ ଭାଜପାରେ ମିଶିବାକୁ ନେଇ ବିଜେଡିକୁ ଟାର୍ଗେଟ […]Continue Reading
କଟକ,୨/୮ :କଟକ ତ୍ରିଶୁଳିଆ ବ୍ରିଜ୍ରୁ ପୁଣି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଉକ୍ତ ଯୁବକ ଜଣକ ଗୁଜୁରାଟୀ ବ୍ୟବସାୟୀ ତୁଷାର ଭଟ୍ଟ। ସେ ବ୍ରିଜ ଉପରେ କାର ଓ ଚପଲ ଥୋଇ ବ୍ରିଜ ଉପରୁ କାଠଯୋଡି ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛ। ତୁଷାର ଭୁବନେଶ୍ୱରରେ ରହୁଥିଲେ। ଗତ ବୁଧବାର ୨ଟା ସମୟରେ କୌଣସି କାମରେ କାର୍ ନେଇ ଘରୁ ବାହାରିଥିଲେ। ତା’ପରେ ସେ ଘରକୁ ଫେରି ନଥିଲେ। ତୁଷାର ନଦୀରୁ ଡେଇଁବା ପୂର୍ବରୁ ଘରକୁ […]Continue Reading




