ଭୁବନେଶ୍ୱର,୨/୮: ବିଜେଡିକୁ ଭାଜପା ନେତା ଅରବିନ୍ଦ ଢାଲିଙ୍କ ମନ୍ତବ୍ୟରେ ବିଜେଡି ପୂର୍ବତନ ବିଧାୟକ ଅମର ଶତପଥୀ ଘିଅ ଢାଳିଲା ଭଳି ଉତ୍ତର ରଖିଛନ୍ତି। ଦଳର ଆମୂଳଚୁଳ ସଂଗଠନ ଠିକ୍ ନକଲେ ଆଗକୁ ଅନେକ ଅଘଟଣ ଘଟିବ ବୋଲି ଅମର କହିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଆମ ସମସ୍ତଙ୍କର ଏ ଦିଗରେ ଅନୁଭବ ରହିଛି। ସଂଗଠନ ଠିକ୍ କରିବାକୁ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଦେଖାଯାଉ କଣ ହେଉଛି।ଅନ୍ୟପକ୍ଷେ ମମତା ମହାନ୍ତ ଭାଜପାରେ ମିଶିବାକୁ ନେଇ ବିଜେଡିକୁ ଟାର୍ଗେଟ […]Continue Reading
କଟକ,୨/୮ :କଟକ ତ୍ରିଶୁଳିଆ ବ୍ରିଜ୍ରୁ ପୁଣି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଉକ୍ତ ଯୁବକ ଜଣକ ଗୁଜୁରାଟୀ ବ୍ୟବସାୟୀ ତୁଷାର ଭଟ୍ଟ। ସେ ବ୍ରିଜ ଉପରେ କାର ଓ ଚପଲ ଥୋଇ ବ୍ରିଜ ଉପରୁ କାଠଯୋଡି ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛ। ତୁଷାର ଭୁବନେଶ୍ୱରରେ ରହୁଥିଲେ। ଗତ ବୁଧବାର ୨ଟା ସମୟରେ କୌଣସି କାମରେ କାର୍ ନେଇ ଘରୁ ବାହାରିଥିଲେ। ତା’ପରେ ସେ ଘରକୁ ଫେରି ନଥିଲେ। ତୁଷାର ନଦୀରୁ ଡେଇଁବା ପୂର୍ବରୁ ଘରକୁ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨/୮: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାନ୍ଦି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ତ ଉପଲଡା ସ୍ଥିତ ସ୍ୱାସ୍ଥ୍ୟ ଉପକେନ୍ଦ୍ର ତଥା ଆୟୁଷ୍ମାନ ସ୍ୱାସ୍ଥ୍ୟ ଆରୋଗ୍ୟ ମନ୍ଦିର ପକ୍ଷରୁ ଜାତୀୟ ସ୍ବାସ୍ଥ୍ୟ ମିଶନ ଅନ୍ତର୍ଗତ “ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ” ଏବଂ “ବିଶ୍ଵ ସ୍ତନ୍ୟପାନ ସପ୍ତାହ” କାର୍ଯ୍ୟକ୍ରମ ପାଳନ ଅବସରରେ ବିଭିନ୍ନ ସଚେତନତା ମୂଳକ କାର୍ୟ୍ୟକ୍ରମ Continue Reading
BY AKSHYA ROUT JAJPUR,AUG 2 : Dharamasala MLA Hiamsnhu sekhar sahoo spending time with Common People at Jenapur Under Dharamasala Block in Jajpur district on Friday.Continue Reading
ଭବାନୀପାଟଣା,୨/୮: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଶୁକ୍ରବାର ଗିରଫ ହୋଇଛନ୍ତି। ଗୁରୁବାର ଅପରାହ୍ନରେ ସରକାରୀ ଗାଡ଼ିରେ ସେ ପ୍ରାୟ ୫ ଲକ୍ଷ ଟଙ୍କା ନେଇ ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ବାଟରେ କୋଣସି ସୂତ୍ରରୁ ଖବର ପାଇ ଜୁନାଗଡ଼ ବ୍ଲକ ଜାରିଙ୍ଗ ଛକ ନିକଟରେ ଭିଜିଲାନ୍ସ ବିଭାଗ ମାଡ଼ି ବସିଥିଲା। ଏହି ସମୟରେ ବିଡିଓଙ୍କ ସରକାରୀ ଗାଡ଼ିରୁ ନଗଦ ୪.୯୨ ଲକ୍ଷ ଟଙ୍କା ଭିଜିଲାନ୍ସ ଜବତ କରିଥିବା ବେଳେ ଟଙ୍କାର ସଠିକ୍ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୭: ବୌଦ୍ଧଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଡେଙ୍ଗୁ ନିବାରଣ ମାସ ପାଳନ ଓ ଅନ୍ତଃବିଭାଗୀୟ ଏକାଭିମୁଖୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଡେଙ୍ଗୁ,ମେଲେରିଆ ଜ୍ୱର ସଂପର୍କରେ ଲକ୍ଷଣ,ପ୍ରତିକା. ପ୍ରତିରୋଧ ବ୍ୟବସ୍ଥା ଏବଂ ସଚେତନତା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ସମସ୍ତ ଟିଆରଏସ ବିଦ୍ୟାଳୟ ରେ ମଶାରୀ ବ୍ୟବହାର, Continue Reading
ପାରଳାଖେମୁଣ୍ଡି,୧/୮: ୨୦୦୯ରେ ପାରଳାଖେମୁଣ୍ଡିର ୧ନମ୍ବର ୱାର୍ଡରେ ଘଟିଥିବା ବହୁ ଚର୍ଚ୍ଚିତ ହତ୍ୟା କାଣ୍ଡର ଗୁରୁବାର ରାୟ ପ୍ରକାଶ ପାଇଛି। ପାରଳାଖେମୁଣ୍ଡି ଏଡିଜେ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭତ୍ତି କରି ହତ୍ୟାକାଣ୍ଡ ସମ୍ପୃକ୍ତ ୧୪ଜଣ ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।ମିଳିଥିବା ସୂଚନା ମୁତାବକ, ୨୦୦୯ରେ ପାରଳାଖେମୁଣ୍ଡି ୧ନମ୍ବର ୱାର୍ଡରେ ହୋଲି ପାଇଁ ସମସ୍ତେ ଖୁସି ମନାଉଥିଳେ। ସେତିକିବେଳେ କେତେଜଣ ଯୁବକ ଘରେ ପଶି ଜଣଙ୍କୁ ସଂଘବଦ୍ଧ Continue Reading
ଭୁବନେଶ୍ୱର,୧/୮: ସାମ୍ବାଦିକା ମଧୁମିତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ଦିନିକିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି ପୋଲିସ। ଶ୍ରୀଧରଙ୍କୁ ଧଉଳି ଥାନା ଇନ୍ଦିରା କଲୋନୀସ୍ଥିତ ଭଡ଼ାଘରକୁ ନେଇ ପୋଲିସ୍ ଛାନ୍ଭିନ୍ ଚଳାଇଛି। ତେବେଭଡ଼ା ଘରୁ ମଧୁମିତାଙ୍କ ହାତଲେଖା ସୁଇସାଇଡ୍ ନୋଟ୍ ଜବତ ହୋଇଛି। ଡାଏରୀ ଜବତ କରି ପୋଲିସ ତନାଘନା ଚଳାଇଛି।ଭୁବନେଶ୍ୱରରେ ଏକ ୱେବ ଚ୍ୟାନେଲରେ କାମ କରୁଥିବା ମଧୁମିତା ଭୁବନେଶ୍ୱରର ସାମନ୍ତରାପୁରରେ ରହୁଥିବା ଭଞ୍ଜନଗରର ଶ୍ରୀଧରଙ୍କୁ Continue Reading
ଭୁବନେଶ୍ୱର,୧/୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ Continue Reading
ଭୁବନେଶ୍ୱର,୧/୮:ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କେଉଁଠି ଝିପିଝିପି ତ ଆଉ କେଉଁଠି ମୂଷଳଧାରରେ ବର୍ଷୁଛି। ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ଲାଗି ରହିଛି ବର୍ଷା। ଆଜି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, Continue Reading




