Home Posts tagged ODISHA (Page 437)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୭: ବାଲିଗୁଡା ଏନଏସିର ଜଣେ ସଫେଇ କର୍ମଚାରୀଙ୍କୁ ଜଳଖିଆ ଦୋକାନୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ବାଲିଗୁଡା ଥାନାରେ ।ସୁଚନା ପ୍ରକାରେ ଜଣେ ସଫେଇ କର୍ମଚାରୀ ଆକାଶ ନାୟକ ବାଲିଗୁଡାମେଡିକାଲ ସମ୍ମୁଖରେ ଥିବା ଜଳଖିଆ ଦୋକାନର ମାଲିକ ପ୍ରଶନ ସାବତଙ୍କୁ କହିଥିଲେ ଯେ ଜଳଖିଆ ପତ୍ର ଗୁଡାକ ଡଷ୍ଟପିନରେ ନପକାଇ ବାହାରେ ପକାଉଛୁ କହି ବାରଣ କରିଥିବାରୁ ତାଙ୍କ ଉପରେ ଗରମ ତେଲ ପକାଇଦେଇଥିଲେ ଯାହାଫଳରେ ତାଙ୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୭ : ସ୍ଵଳ୍ପକାଳୀନ ପ୍ରଶିକ୍ଷଣ ର ମାନ୍ୟତା ପତ୍ର ୨୩ଜଣ ପ୍ରଶୀକ୍ଷାର୍ଥୀଙ୍କୁ ଦେବା ସଂଗେ ସଂଗେ ନିଯୁକ୍ତି ପତ୍ର ମଧ୍ୟ ପାଇଛନ୍ତି ।ଏହି ସଭା ରେ ଅତିରିକ୍ତ ଜ଼ିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଉପ ଜ଼ିଲ୍ଲାପାଳ, ସାଧାରଣ ପରିଚାଳକ, ଜିଲ୍ଲା ଶିଳ୍ପ କେନ୍ଦ୍ର ଏବଂ ଜିଲ୍ଲା କଲ୍ୟାଣ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ଉପସ୍ଥିତ ଥିଲେ। ବୌଦ୍ଧ ଜ଼ିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ଅଧିକାରୀ ଶ୍ରୀ ଅଜୟ କୁମାର ଦାଶ ସଭା Continue Reading
Odisha News
କେନ୍ଦୁଝର,୩୦/୭ କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଡିଆରପଲ୍ଲୀ ପଞ୍ଚାୟତ ଆତ୍ରୁକଣା ଗ୍ରାମ ଡାହିସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋରମ୍ ଗାଡିଆରେ ବୁଡି ୩ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସେମାନେ ସମସ୍ତେ ନାବାଳିକା ବୋଲି ଜଣାପଡିଛି।ମିଳିଥିବା ସୂଚନା ମୁତାବକ, ୩ଜଣ ଶିଶୁ ଘର ପାଖେ ଖେଳୁ ଥିଲେ। ସେତିକିବେଳେ ଘର ପାଖ ମୋରମ୍ ଗାଡିଆକୁ ଚାଲିଯାଇ ପାଣିରେ ବୁଡ଼ି ଯାଇଥିଲେ। ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରି Continue Reading
Odisha News
ଭୁବନେଶ୍ୱର, ୨୭/୭ : ଆସନ୍ତା ଜୁଲାଇ ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଜି ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀ ସୂଚନା ଦେଇଛନ୍ତି।ତାଙ୍କ କହିବା କଥା ଯେ ୩ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ୩୧ରୁ ୨ ଯାଏ ଛତିଶଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।ଏହାବାଦ ଆସନ୍ତା ୨୪ ଘଣ୍ଟା ଯାଏ ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା […]Continue Reading
Odisha News
ଭୁବନେଶ୍ବର, ୨୮/୭: ହୀରାକୁଦ ଗେଟ୍ ଖୋଲିଲା, ସତର୍କ ସୂଚନା ଜାରି ହେଲା। ୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ୍ କମିସନର( ଏସଆରସି)। ହୀରାକୁଦ ଗେଟ୍ ଖୋଲିବା ଏବଂ ତାପରେ ନଦୀମାନଙ୍କରେ ନିଷ୍କାସିତ ବନ୍ୟାଜଳର ପରିମାଣ ବୃଦ୍ଧି ନେଇ ସତର୍କ ସୂଚନା ଜାରି କରାଯାଇଛି। ତେବେ ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ, ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି।ତେବେ Continue Reading
Odisha News
ସମ୍ବଲପୁର, ୨୮/୭: ଆଜି ସକାଳ ୯ଟା ବେଳେ ଖୋଲିଛି ହୀରାକୁଦ ଡ୍ୟାମ ଗେଟ୍। ୭ନଂ ସ୍ଲୁଇସ୍ ଗେଟ୍ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଛି।ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପାଇଁ ରବିବାର ପୂର୍ବାହ୍ଣ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷ ପ୍ରଥମ ଥର ପାଇଁ ଗେଟ୍ ଖୋଲିଛି।ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୬.୯୩ ଫୁଟ୍ଥିଲା। ପ୍ରତି ସେକେଣ୍ଡରେ Continue Reading
Business News Top Stories
By Pravakar Sahoo Paradip, July 27: On his maiden visit to Paradip Port Authority, Shri T.K. Ramachandran, IAS, Secretary, MoPSW was accorded Guard of Honour by the CISF, PPA contingent at the Wet Basin. Later, Shri Ramachandran reviewed the functioning of the PPA in the Board Room of the Administrative Building and interacted with HoDs […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୭ : ରାଜ୍ୟରେ ୧୪୭ଟି ବିଧାନସଭା ଆସନ ଥିବାବେଳେ ଜି.ଉଦୟଗିରି ଓ ଦାରିଙ୍ଗବାଡି ବିଧାନସଭା କ୍ଷେତ୍ରକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଜି.ଉଦୟଗିରି ବିଧାନସଭା କ୍ଷେତ୍ର ପୂର୍ବରୁ ଥିବାବେଳେ ଦାରିଙ୍ଗବାଡ଼ି କେବେଠାରୁ ବିଧାନସଭା କ୍ଷେତ୍ର ହେଲାଣି ତାହାକୁ ନେଇ ଏବେ କନ୍ଧମାଳ ଜିଲାରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ଏକଲବ୍ୟ ବିଦ୍ୟାଳୟ ସ୍ଥାପନା ନେଇ ୨୦୨୩ ମେ ୩୦ ତାରିଖରେ ଏକ ଫଳକ ଲଗାଯାଇଛି, Continue Reading