Home Posts tagged ODISHA (Page 438)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୭ : ରାଜ୍ୟରେ ୧୪୭ଟି ବିଧାନସଭା ଆସନ ଥିବାବେଳେ ଜି.ଉଦୟଗିରି ଓ ଦାରିଙ୍ଗବାଡି ବିଧାନସଭା କ୍ଷେତ୍ରକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଜି.ଉଦୟଗିରି ବିଧାନସଭା କ୍ଷେତ୍ର ପୂର୍ବରୁ ଥିବାବେଳେ ଦାରିଙ୍ଗବାଡ଼ି କେବେଠାରୁ ବିଧାନସଭା କ୍ଷେତ୍ର ହେଲାଣି ତାହାକୁ ନେଇ ଏବେ କନ୍ଧମାଳ ଜିଲାରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ଏକଲବ୍ୟ ବିଦ୍ୟାଳୟ ସ୍ଥାପନା ନେଇ ୨୦୨୩ ମେ ୩୦ ତାରିଖରେ ଏକ ଫଳକ ଲଗାଯାଇଛି, Continue Reading
Top Stories
By Subrat Sarangi Bhubaneswar, July 27 : ArcelorMittal Nippon Steel India (AM/NS India), a joint venture between ArcelorMittal and Nippon Steel, two of the world’s leading steelmakers,has been conferred with the prestigious ASSOCHAM Odisha CSR & Sustainability Excellence Awards 2024 in the category of Community Impact (Cross-Sector Collaboration) for its exemplary work Continue Reading
Odisha News
ଭୁବନେଶ୍ବର, ୨୭/୭: ଓଡ଼ିଶା-ପଶ୍ଚିମବଙ୍ଗ ସୀମାରୁ ଆଳୁ ଟ୍ରକ୍ଗୁଡ଼ିକ ଫେରିଯିବା ପରେ ରାଜ୍ୟରେ ଦର ବୃଦ୍ଧି ହୋଇଛି। ବ୍ୟବସାୟୀମାନେ ମନମୁତାବକ ଆଳୁ ବିକ୍ରି କରୁଛନ୍ତି।ରାଜ୍ୟ ଯୋଗାଣମନ୍ତ୍ରୀ କିଲୋ ପିଛା ୩୨ଟଙ୍କାରେ ବିକ୍ରି କରିବାକୁ କହୁବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଗ୍ରାହକମାନେ ଆଳୁ କିଲୋ ୮୦ ଟଙ୍କା ପର‌୍ୟ୍ୟନ୍ତ କିଣୁଛନ୍ତି।ରୋଷେଇଶାଳ ଅନ୍ୟତମ ମୁଖ୍ୟ ପରିବା ଆଳୁ ଦର ବୃଦ୍ଧି ନେଇ ରାଜ୍ୟବାସୀ ଚିନ୍ତାରେ ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ Continue Reading
Feature
Writer Taraprasad Mishra JAJPUR,JULY 27 : Dignity is the quality of being honourable, noble, excellent or worthy. With a human regarded as the most supreme living creature, dignity, in its appealing sense, is better referred to as human dignity. It is the conceptual basis for the formulation and execution of human rights and is neither […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୭ : ଗଜପତି ଜିଲ୍ଲାର ଆକାଂକ୍ଷା ବ୍ଲକ୍ ଭାବେ ପରିଚିତ ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକ୍ । ଏହି ଆକାଂକ୍ଷା ବ୍ଲକରେ ସାକ୍ଷରତା ହାର କମ୍ ଥିବା ବେଳେ ଏଠାରେ ଅଧାରୁ ପାଠପଢ଼ା ଛାଡୁଥିବା ପିଲା ମଧ୍ୟ ରହିଥିବା ସହ ଏଠାରେ ଶିଶୁ ମାନଙ୍କ ସୁରକ୍ଷା ଓ ଯତ୍ନର ଆବଶ୍ୟକତା ରହିଛି ।ଏସବୁକୁ ଦୃଷ୍ଟିରେ ରଖି ଆଜି ଏହି ଆକାଂକ୍ଷା ବ୍ଲକ୍ ଗୁମ୍ମା ଅନ୍ତର୍ଗତ ଜୀବା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ […]Continue Reading
Odisha News
ଭୁବନେଶ୍ୱର,୨୬/୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି ।ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ପ୍ରତିଶତ ପର‌୍ୟ୍ୟନ୍ତ ସଂରକ୍ଷଣ ଓ ବୟସସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୬/୭: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଏବଂ କଣ୍ଟାବାଞ୍ଜି ପୋଲିସ କୁ ମିଳିଲା ବଡ଼ ସଫଳତା। ଲଗାତାର ଗଂଜେଇ ଚୋରା ଚାଲାଣ ବେଳେ କାବୁ କଲା ପୋଲିସ ବିଭାଗ।ଗାଡି ସହ ଡ୍ରାଇଭର ସମେତ ପାଞ୍ଚ ଜଣ କୁ ଗିରଫ କରିଛି ପୋଲିସ । ଏନେଇ ଏକ ବୋଲେରୋ ଗାଡି, ଏକ ପିକଅପ ଭ୍ୟାନ ସହ ପାଞ୍ଚ ଗୋଟି ମୋବାଇଲ ଫୋନ ବି ଜବତ କରିଛି।ଗଂଜେଇ ଚୋରା ଚାଲାଣ ରେ ଜଣେ ସରକାରୀ ପ୍ରାଥମିକ […]Continue Reading
Odisha News
ଭୁବନେଶ୍ୱର, ୨୬/୭: ଆଳୁ ଫେରାଇ ନେଇଗଲେ ମମତା । ପଶ୍ଚିମବଙ୍ଗରୁ ଓଡିଶାକୁ ଆସୁନି ଆଳୁ। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା କହିଛନ୍ତି ବ୍ୟବସାୟୀ। ସୀମାନ୍ତ ଲକ୍ଷ୍ମଣନାଥ ଟୋଲ ଗେଟ୍ ନିକଟରେ ଅଟକି ଥିବା ଶହ ଶହ ଆଳୁ ଟ୍ରକ ଫେରି ଯାଇଛି।ପଶ୍ଚିମବଙ୍ଗ ପଟୁ ଆଳୁ ଟ୍ରକକୁ ଛାଡ଼ିବା ପାଇଁ ନିର୍ଦ୍ଦେଶ ମିଳି ନଥିବାରୁ ଟ୍ରକ୍ ଫେରି ଯାଇଛି। ଆଉ ଏହାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ […]Continue Reading
Odisha News
ଭୁବନେଶ୍ୱର,୨୬/୭: ଆଳୁ ଗାଡ଼ି ଫେରିଯିବା ଦୁର୍ଭାଗ୍ୟଜନକ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଆଳୁ ନ ଦେଲେ ଆମେ ଉତ୍ତର ପ୍ରଦେଶରୁ ଆଣିବ।ପଶ୍ଚିମବଙ୍ଗ ସରକାରଙ୍କ ଏଭଳି ନିଷ୍ପତ୍ତି ନେଇ ତାଙ୍କ ସହ ଆଲୋଚନା କରିବୁ। ପଶ୍ଚିମବଙ୍ଗ ଯଦି ଆଳୁ ନ ଦିଏ, ଖୁବ ଶୀଘ୍ର ୟୁପିରୁ ଆଳୁ ଆଣିବୁ। ଅନ୍ୟପଟେ ୩୨ ଟଙ୍କାରୁ ଅଧିକରେ ଆଳୁ ବିକିଲେ କାର‌୍ୟ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି।ସୂଚନାଯୋଗ୍ୟ, ଓଡ଼ିଶା ସୀମାରେ Continue Reading