Home Posts tagged ODISHA (Page 439)
Odisha News
ଭୁବନେଶ୍ବର, ୨୬/୭: ବିଧାନସଭା ଶୂନ୍ୟକାଳରେ ଉଠିଲା ଭୂତ ରାସନ କାର୍ଡ ହିତାଧିକାରୀ ପ୍ରସଙ୍ଗ। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଛନ୍ତି।ରାଜ୍ୟରେ ୨୫ ଲକ୍ଷ ଭୂତ କାର୍ଡ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ, ଯୋଗାଣ ମନ୍ତ୍ରୀ କହିଥିଲେ ରାସନ କାର୍ଡ ପାଇଁ ୬ ଲକ୍ଷ ୭୦ ହଜାର ନୂଆ ଆବେଦନ କରିଥିଲେ, ତାଙ୍କୁ ସାମିଲ କରିବେ କି ? ଯଦି ୨୫ ଲକ୍ଷ ଭୂତ କାର୍ଡ […]Continue Reading
Top Stories
By Our Correspondent Bhubaneswar, July 26 : To eliminate Sickle Cell Anaemia and Thalassemia disease from Odisha, capacity development and sensitization programme for district-baseddoctors, managers of Noncommunicable Diseases (NCD) and programme assistants sickle cell programme, was organized by the National Health Mission (NHM), Odisha, in collaboration with UNICEF. Continue Reading
Odisha News
ଭୁବନେଶ୍ୱର,୨୬/୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର ଅନେକ ଜିଲାରେ ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୫/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ସୁବର୍ଣ୍ଣଗିରି ପଞ୍ଚାୟତର ପାଜୀକିରି ଓ ସିନ୍ଦିଗୁଡ଼ା ଗ୍ରାମରେ ଦୁର୍ନୀତିର ଗନ୍ଧ ବାରି ହୋଇଛି।ଜଳ ସଂଗୃହୀତ ଓ ମୃତ୍ତିକା ସଂରକ୍ଷଣ ବାବଦକୁ ଆସିଥିବା ଏକ କୋଟିରୁ ଅଧିକ ଟଙ୍କା ମହାତ୍ମାଗାନ୍ଧୀ କର୍ମନିଯୁକ୍ତି ଯୋଜନାରେ ଅପବ୍ୟବହାର କରାଯିବା ସହ ନିମ୍ନମାନର କାମ କରି ଲକ୍ଷାଧିକ ଟଙ୍କା ଆତ୍ମସାତ କରିଥିବା ଦେଖିବାକୁ Continue Reading
Odisha News
ଭୁବନେଶ୍ବର, ୨୫/୭: ଡବଲ ଇଂଜିନ ସରକାର ଡବଲ ନିରାଶ କରିଛି। ଆମେ ଏହି ବଜେଟ୍ ନେଇ ଖୁସି ନାହୁଁ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହା କହିଛନ୍ତି।ସେହିପରି କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କହିଛନ୍ତି, ଚାଷୀ ଓ ମହିଳାଙ୍କ ପାଇଁ କିଛି ନାହିଁ। ଯାହା ଆଗରୁ ଥିଲା, ସେଥିରେ ୧୦ରୁ ୧୫ ପ୍ରତିଶତ ଟଙ୍କା ବଢ଼ିଛି। ଏହା ଏକ ହାୱା। ମୋହନ ସରକାରଙ୍କ ବଜେଟ୍ରେ କେବଳ ନାମ ପରିବର୍ତ୍ତନ ହୋଇଛି। […]Continue Reading
Odisha News
ଭୁବନେଶ୍ବର, ୨୫/୭ : ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ମୁଖମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି । ସାମାଜିକ ସୁରକ୍ଷା ଭତ୍ତାକୁ ମାସିକ ୩୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।ପ୍ରଥମ ପର୍ଯ୍ୟାୟରେ ଏହା ୮୦ ବର୍ଷରୁ ଅଧକ ବୟସର ବରିଷ୍ଠ ନାଗରିକ ଓ ୮୦ପ୍ରତିଶତରୁ କମ ହୋଇନଥିବା ଦିବ୍ୟାଙ୍ଗମାନଙ୍କୁ ମିଳିବ ।ଉଭୟ ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧିନରେ ଏହି ଭତ୍ତା ମିଳିବ । ଭିନ୍ନକ୍ଷମଙ୍କ ସୁରକ୍ଷା […]Continue Reading
Top Stories
BY AKSHYA ROUT JAJPUR, JULY 25 : Dharamasala MLA Himanshu Sekhar Sahoo condoled the unfortunate deaths of two college students in Damadamani Dam in Choudwar of Cuttack district on Wednesday. Apart from condoling the students’ deaths, Himanshu expressed his consolation to the bereaved families .He Said Our Chief Minister announces ex-gratia amount of Rs 4 […]Continue Reading
Odisha News
ଭୁବନେଶ୍ବର, ୨୫/୭ : ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇଥିବା ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ମୃତ୍ୟୁ ମାମଲାରେ ତାଙ୍କ ସ୍ୱାମୀ ଶ୍ରୀଧର ଜେନାଙ୍କୁ ପୁଲିସ୍ ବାନ୍ଧିଛି। ଶ୍ରୀଧରଙ୍କ ବିରୋଧରେ ମୃତ ମଧୁମିତାଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବା ବେଳେ ଭୁବନେଶ୍ୱରର ଧଉଳି ଥାନା ପୁଲିସ ତାଙ୍କୁ ଗିରଫ କରିଛି ।ମଧୁମିତାଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୁଲିସ୍ ଶ୍ରୀଧରଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ବେଳେ ତାଙ୍କ ଭାଇଙ୍କୁ ପଚରାଉଚରା Continue Reading
Odisha News
ବଲାଙ୍ଗୀର,୨୫/୭: ବଲାଙ୍ଗୀର ଜିଲା ସଇଁତଳା ଥାନା ଜାମପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ରାତିରେ ମା’-ବାପାଙ୍କ ସହ ଶୋଇଥିବା ବେଳେ ଭଉଣୀ-ଭାଇ ଅସୁସ୍ଥ ହୋଇପଡ଼ିଥିଲେ। ଉଭୟଙ୍କୁ ସଇଁତଳାରୁ ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା।ତେବେ ଚିକିତ୍ସା ଚାଲିଥିବା ବେଳେ ମେଡିକାଲରେ ଡାକ୍ତର ଭଉଣୀ-ଭାଇଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ଘର ଭିତରୁ ସାପ ବାହାରିବାରୁ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର Continue Reading