Home Posts tagged ODISHA (Page 441)
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୩/୭ : ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ଶ୍ରମିକ ଓ କର୍ମଚାରୀଙ୍କ ହକ ପାଈଁ ମୁ ସମର୍ପିତ । ସେମାନଙ୍କ ହକର ଲଢେଇରେ ମୁଁ ସାମିଲ ଅଛି ଓ ସେମାନଙ୍କ ସହିତ ରହିଛି । ଆବଶ୍ୟକ ପଡ଼ିଲେ ମୁଁ ଆମରଣ ଅନଶନ କରିବି ।ଏହା କହିଛନ୍ତି ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ତଥା ସୁକିନ୍ଦା ରିଜିୟନ କ୍ରୋମାଇଟ୍ ଖଦାନ ମଜଦୁର୍ ସଂଘର ସଭାପତି ଇଂ ପ୍ରୀତିରଞ୍ଜନ ଘଡ଼ାଇ।ଡେକୋ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୩/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ଜଣେ ଅତିରିକ୍ତ ତହସିଲଦାରଙ୍କୁ ନିଯୁକ୍ତ କରିବା ପାଇଁ ଦାରିଙ୍ଗବାଡି ବ୍ଲକ ୧୧ନମ୍ବର ଜୋନ ଅନ୍ତର୍ଗତ ୮ଟି ପଞ୍ଚାୟତ ଜନପ୍ରତିନିଧି ମାନେ ମଙ୍ଗଳବାର ଦିନ କନ୍ଧମାଳ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ସାକ୍ଷାତ କରି ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି।ସୂଚନା ମୁତାବକ ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ Continue Reading
Odisha News
ଭୁବନେଶ୍ୱର, ୨୩/୭ :ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ସୋମବାର ପୁରୀରେ ସର୍ବାଧିକ ୪୬ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଅଧିକାଂଶ ଜିଲାରେ ପ୍ରବଳ ବର୍ଷିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଜାରି ରହିବ। ଦୁଇଦିନ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଫଳରେ ଏସବୁ ଜିଲାଗୁଡ଼ିକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୭: ଭାରତ ସରକାରଙ୍କ ପ୍ରାୟୋଜିତ ଜାତୀୟ ଶିକ୍ଷାନୀତି:-୨୦୨୦ ର ଚତୁର୍ଥ ବାର୍ଷିକ ଉତ୍ସବ ଅବସରରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ସହାୟତାରେ ଆଜି ଗଜପତି ଜିଲ୍ଲାର ୯୧୮ ଗୋଟି ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳନ ଅବସରରେ ଶିକ୍ଷଣ ସାମଗ୍ରୀ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଏହି ଅବସରରେ ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ Continue Reading
Odisha News
ସମ୍ୱଲପୁର, ୨୨/୭ : “୪ ବର୍ଷ ହେଲା ମୋତେ କନ୍ଦାଇ କନ୍ଦାଇ ରଖିଲେ। ଆଜି ସକାଳେ ମୋତେ ଖରାପ ଭାଷାରେ ଗାଳି ଦେଇଥିଲେ। ମୋତେ ପିଟିବାକୁ ଆସିଥିଲେ। ନିଜ ଜୀବନ ବଞ୍ଚାଇବାକୁ ଯାଇ ଶାଶୁ ଓ ସ୍ତ୍ରୀଙ୍କ ପେଟରେ ଶାବଳ ଭୁଷିଦେଲି।”ଶାଶୁ ଓ ସ୍ତ୍ରୀଙ୍କୁ ହତ୍ୟା ପରେ ଦେଢ଼ ବର୍ଷର ପୁଅକୁ ଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି ଜ୍ୱାଇଁ। ଆଜି ଏପରି ବୀଭତ୍ସ ହତ୍ୟାକାଣ୍ଡ ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳରେ ଘଟିଛି।ପୋଡାବଲଣ୍ଡା ଗାଁ ଗାୟତ୍ରୀ ସାହୁଙ୍କୁ […]Continue Reading
Odisha News
ଭୁବନେଶ୍ୱର, ୨୨/୭: ଭିକେ ପାଣ୍ଡିଆନଙ୍କ ସପକ୍ଷରେ ପୁଣି ବାହାରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଇଂରାଜୀ ଖବରକାଗଜରେ ପାଣ୍ଡିଆନ ଓ ବିଜେଡିକୁ ନେଇ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ନବୀନ ।ଗତ କେଇ ସପ୍ତାହ ଧରି ଜଣେ କେନ୍ଦ୍ରମନ୍ତ୍ରୀଙ୍କ ସହାୟତାରେ ଅମିତ ଶାହାଙ୍କୁ ଭେଟିବାକୁ ପାଣ୍ଡିଆନ ଉଦ୍ୟମ କରୁଥିବା ନେଇ ଖବର ପ୍ରକାଶ ପାଇଥିଲା।କେବଳ ଏତିକି ନୁହେଁ, ବରଂ ବିଜେଡିରେ ଫାଟ ସୃଷ୍ଟି କରିବା ସହ ରାଜ୍ୟରେ ବିଜେପି ସଙ୍ଗଠନକୁ ଶକ୍ତିଶାଳୀ କରିବାରେ Continue Reading
Odisha News
ଭୁବନେଶ୍ବର, ୨୨/୭ : ନୂଆ ମିଡିଆ ଟିମ୍ ଘୋଷଣା କରିଛି ବିଜେଡି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି।ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ […]Continue Reading