ଭୁବନେଶ୍ୱର,୫/୭ : ବିଭିନ୍ନ ରାଜ୍ୟ ପାଇଁ ଆଜି ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କରିଛି ବିଜେପି। ବିଜୟପାଲ ସିଂ ତୋମାରଙ୍କୁ ଦଳ ଓଡ଼ିଶାର ପ୍ରଭାରୀ ଦାୟିତ୍ୱ ଦେଇଛି।ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶାର ସହପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ବିଜୟପାଲ ସିଂ ତୋମାର ପୂର୍ବରୁ ଓଡ଼ିଶାର ନିର୍ବାଚନ ପ୍ରଭାରୀ ଥିଲେ। ଡି. ପୂରନ୍ଦେଶ୍ୱରୀ ରାଜ୍ୟ ବିଜେପି ପ୍ରଭାରୀ ଥିଲେ।ପୂରନ୍ଦେଶ୍ୱରୀଙ୍କ ବଦଳରେ ଦଳ ବିଜୟପାଲ ସିଂ ତୋମାରଙ୍କୁ ଦଳ ପ୍ରଭାରୀ ନିଯୁକ୍ତ କରିଛି। ସେହିପରି Continue Reading
ଭୁବନେଶ୍ୱର,୫/୭: ରାଜ୍ୟରେ ୫ କୋଟି ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ବୃକ୍ଷରୋପଣରେ ଓଡ଼ିଶା ଦେଶରେ ଏକ ନମ୍ବର ହେବ। ‘ଏକ୍ ପେଡ୍ ମାଆ କେ ନାମ୍’ କାର୍ୟ୍ୟକ୍ରମରେ ୧ ଲକ୍ଷ ୪୫ ହଜାର ଗଛ ଲାଗିଛି। ଓଡ଼ିଶା ଦେଶରେ ୧ ନଂ ହୋଇଥିବା ବେଳେ ୪୮ ହଜାର ଗଛ ଲଗାଇ କେରଳ ଦ୍ୱିତୀୟ ସ୍ଥାନରେ ରହିଛି।ରାଜ୍ୟରେ ୫ କୋଟି ଗଛ ଲାଗିବାକୁ ଥିବା ବେଳେ ସରକାର ୨.୨୦ କୋଟି ଗଛ ଲଗାଇବେ। […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୭ : ବାଲିଗୁଡା ବନଖଣ୍ଡ ଦ୍ୱାରା ୭୫ତମ ବନମହୋତ୍ସବ କାର୍ଯ୍ୟକ୍ରମ ଚାଲିଛି । ଆଜି ବାଲିଗୁଡା ବନାଂଚଳ ଅନ୍ତର୍ଗତ ବାଟାଗୁଡା ପଂଚାୟତର ଡାପାକିଆ ଗ୍ରାମର ଜଙ୍ଗଲରେ ଚାରା ରୋପଣ କରାଯାଇଛି ।ଏଥିରେ ମୁଖ୍ୟ ଅତିଥୀ ଭାବେ ବିଧାୟକ ଚକ୍ରମଣି କହଁର ଯୋଦଗ ଦେଇଥିବା ବେଳେ ଜିଲ୍ଲାପରିଷଦ ଅଧକ୍ଷା ନନ୍ଦିନୀ ମଳିକ ,ବାଟାଗୁଡାସରପଂଚ ପ୍ରତାପ ମଲ୍ଲିକ,ବାଲିଗୁଡା ଏନଏସି ଅଧକ୍ଷ ଗୋବିନ୍ଦ ପ୍ରଧାନ,ଜିଲ୍ଲା ପରିଷଦ ସଭ୍ୟ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୭: ଗୁରୁବାର ଦିନ ୧୦.୩୦ ଘଣ୍ଟା ସମୟରେ ବୌଦ୍ଧ କଲ୍ୟାଣ ମଣ୍ଡପ ଠାରେ ଓଡିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଓଡିଆ,ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ସଂସ୍କୃତି ଅଧିକାରୀ ବବିତା ମିଶ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଉକ୍ତ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ବ୍ଲକ୍ ଓ ଏ.ନ.ଏସି ସ୍ତରରୁ କୃତକାର୍ଯ୍ୟ ହୋଇ Continue Reading
ଭୁବନେଶ୍ବର, ୫/୭: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇ ଯାଇଛି। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥ ନାୟକଙ୍କର ଗତକାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ ସୁରେନ୍ଦ୍ରନାଥ ନାୟକ । Continue Reading
ଭୁବନେଶ୍ୱର, ୪/୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ‘ମିସନ ଶକ୍ତି’କୁ ଓଡ଼ିଶାରେ କାର୍ୟ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିରେ ୱାନ୍ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ୍, ବେଟି ବଚାଓ ବେଟି ପଢାଓ, ମହିଳା ସଶକ୍ତୀକରଣ ପାଇଁ ହବ୍ ନିର୍ମାଣ, ସଖୀ ନିବାସ, ଶକ୍ତି ସଦନ, ଶିଶୁଗୃହ Continue Reading
BY AKSHYA ROUT JAJPUR, JULY 4 : Every year, India observes Swami Vivekananda’s death anniversary on July 4. Born on January 12, 1863, he was one of India’s greatest spiritual leaders and intellectuals. Born as Narendranath Datta, he was the chief disciple of the Indian mystic Ramakrishna. The credit for introducing yoga and Vedanta to […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୭: ଗୁରୁବାର ଦିନ ୧୧ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ଟୁଟୁସିଙ୍ଗା ପଞ୍ଚାୟତ ହାଇସ୍କୁଲ ଠାରେ ବନ ମହୋତ୍ସବ ସପ୍ତାହ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ଦୌରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ବିକ୍ରମ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଓ ସଚିବ ଶ୍ରୀମତୀ ଶାଶ୍ୱତି ମିଶ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଦଣ୍ଡାଧୀଶ Continue Reading
BY AKSHYA ROUT JAJPUR,JULY 4 : Dharamasala MLA Himanshu Sekhar Sahoo hearing to a Old Woman on his problems at the Jaraka Party Office In Jajpur District .Continue Reading
ଭୁବନେଶ୍ବର, ୪/୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରରେ ପୁଣି ଏକ ବଦଳି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ (ସିଏମ୍ଓ)ରେ କାର୍ଯ୍ୟରତ ୪ ଅଧିକାରୀଙ୍କୁ ସାଧାରଣ ପ୍ରଶାସନ (ଜିଏ) ବିଭାଗକୁ ଫେରାଇ ଦିଆଯାଇଛି।ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍ଓରେ କାର୍ଯ୍ୟରତ ଥିଲେ ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର ଏବଂ ମନୋଜ କୁମାର ସ୍ବାଇଁଙ୍କୁ ଜିଏକୁ ଫେରାଇ ଦିଆଯାଇଛି।Continue Reading




