Home Posts tagged ODISHA (Page 454)
Odisha News
ନୟାଗଡ଼ ,୩/୭ : ଆକ୍ସନ ମୁଡରେ ନୟାଗଡ଼ ଏସ୍ପି ରାହୁଲ ଜୈନ । କର୍ତ୍ତବ୍ୟରେ ଅବହେଳା କରିଥିବା ଅଭିଯୋଗ ହେବା ପରେ ୩ ପୁଲିସ କର୍ମଚାରୀଙ୍କୁ ତୁରନ୍ତ ନିଲମ୍ବିତ କରିଛନ୍ତି ଏସ୍ପି।ନିଲମ୍ବିତ ହୋଇଥିବା ପୁଲିସ୍ କର୍ମଚାରୀମାନେ ହେଲେ ନୟାଗଡ଼ ସଦର ଥାନାର ଝଓ ହାସିନା ପ୍ରଧାନ, ଇଝଓ ରାଜେଶ୍ୱରୀ ନାୟକ, କନେଷ୍ଟବଲ ପୂର୍ଣ୍ଣଚନ୍ଦ୍ର ମହାପାତ୍ର । ସେମାନେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗ ପରେ ଏଭଳି ଦୃଷ୍ଟାନ୍ତମୂଳକ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।ଗତ ସୋମବାର Continue Reading
Odisha News
ଭୁବନେଶ୍ୱର,୩/୭: ପୁଅଙ୍କ ଛୁରାମାଡରେ ବାପା ମୃତ। ଏଭଳି ଘଟଣା ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ରଙ୍ଗମାଟିଆର ଆପାର୍ଟମେଣ୍ଟରେ ଘଟିଥିବା ଅଭିଯୋଗ ହୋଇଛି। ଛୁରିରେ ବୀଭତ୍ସ ଭାବେ ପୁଅ ବାପାଙ୍କୁ ହତ୍ୟା କରିଛନ୍ତି। ହସ୍ପିଟାଲ ନେବା ବାଟରେ ବାପାଙ୍କର ମୃତ୍ୟୁ ଘଟିଛି। କୌଣସି କାରଣରୁ ବାପପୁଅଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ପୋଲିସ ମୃତଦେହ ଜବତକରି ଛାନଭିନ ଚଳାଇଥିବା ବେଳେ ଅଭିଯୁକ୍ତ ପୁଅଙ୍କୁ ଅଟକ ରଖିଛି।ମୃତକ ଜଣଙ୍କ ହେଉଛନ୍ତି Continue Reading
Odisha News
ଭୁବନେଶ୍ବର, ୩/୭: ‘ମୋ ବସ୍’ରେ ଯାତ୍ରା କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ସେ ମାଷ୍ଟର କ୍ୟାଣ୍ଟିନରୁ ଗାଡ଼କଣା ଯାଏ‘ମୋ ବସ୍’ରେ କରିଛନ୍ତି ଯାତ୍ରା। ତାଙ୍କ ସହ ସଚିବ ଅରୁଣ ବୋଥ୍ରା ।ଏହି ଯାତ୍ରା ସମୟରେ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ନିଜେ ଟିକେଟ କାଟିଛନ୍ତି। ଏଥିସହ ସେ ଲୋକଙ୍କ ସହ ସୁବିଧା ଅସୁବିଧା ବି ବୁଝିଛନ୍ତି। ଉକ୍ତ ବସ୍ ରେ ଭିଡ଼ଥିବା ଦେଖିବାକୁ ମିଳିଛି। ମନ୍ତ୍ରୀ ଡାକ୍ତର Continue Reading
Odisha News
ଭୁବନେଶ୍ୱର,୩/୭: ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ଘରେ ରେଡ ହୋଇଥିବା ସୂଚନା ମିଳିଛି। ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ତହସିଲ କର୍ମଚାରୀ ଧରାପଡ଼ିଛନ୍ତି। ନୟାଗଡ଼ ଭାପୁର ଓ ଭୁବନେଶ୍ବର ସ୍ଥିତ ବାସଭବନରେ ରେଡ ଚାଲିଛି।Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୭: ଦେଶରେ ଆଜି ନୂତନ ଅପରାଧିକ ଆଇନ କାର୍ଯ୍ୟକାରି ହୋଇଥିବାରୁ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତାକୁ ନେଇ ଆଜି ବୌଦ୍ଧ ଜିଲ୍ଲା ପୁଲିସ କାର୍ଯ୍ୟାଳୟ ପରିସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବୌଦ୍ଧ ରିଜର୍ଭ ଇନ୍ସିପେକ୍ଟର କୁଳମଣୀ ଗିରି ସମସ୍ତଙ୍କୁ ସ୍ୱାଗତ କରିଥିଲେ ।ଡିଏସପି ସଂଯୁକ୍ତା ବାର୍ଲା ମହିଳା ଓ ଶିଶୁ ନିର୍ଯ୍ୟାତନା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ଦେବଗିରି ବନ ରେଞ୍ଜ ଆନୁକୂଲ୍ୟରେ ଭୋୟା ପାହାଡ ପରିସରରେ ଜିଲ୍ଲାସ୍ତରୀୟ ବନ ମହୋତ୍ସବ ୨୦୨୪ ପାଳନ ଅବସରରେ ସଚେତନତା ସଭା , ସମୂହ ଶପଥ ପାଠ , ଚାରା ବଣ୍ଟନ ଯାନ ଶୁଭାରମ୍ଭ ଏବଂ ମେଗା ସମୂହ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟଅତିଥି ଭାବେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୭: ଭାରତ ସରକାରଙ୍କ ପକ୍ଷରୁ ୩ ଟି ନୂତନ ଅପରାଧିକ ଆଇନ ଅଣାଯାଇଛି । ବ୍ରିଟିଶ ଅମଳରୁ ଚଳି ଆସୁଥିବା ଆଇନ ବ୍ୟବସ୍ଥାରେ ପୂର୍ଣ୍ଣଛେଦ ପଡ଼ି ଏବେ ତାହାର ସ୍ଥାନ ନେଇଛି ସମ୍ପୂର୍ଣ ନୂତନ ସ୍ୱଦେଶୀ ନ୍ୟାୟ ବ୍ୟବସ୍ଥା ।ଏହି ୩ଟି ନୂତନ ଅପରାଧିକ ଆଇନ ହେଉଛି (୧):- ଭାରତୀୟ ନ୍ୟାୟ ସଂହିତା (୨):- ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ(୩):- ଭାରତୀୟ ସାକ୍ଷ୍ୟ ଅଧିନିୟମ ।ଏହି ୩ଟି ନୂତନ ଅପରାଧିକ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୭: ଗଜପତି ଜିଲ୍ଲା ବ୍ୟାପୀ ଦୀର୍ଘ ୨ ମାସ ଧରି ଜିଲ୍ଲାବ୍ୟାପୀ ସମନ୍ୱିତ ସ୍ୱାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ -୨୦୨୪ ପ୍ରଚାର ରଥର ଶୁଭାରମ୍ଭ ଆଜି ସିଡିଏମଓ: ଡ଼ାଃ ଏମ: ମୁବାରକ ଅଲ୍ଲୀଙ୍କ ଦ୍ଵାରା ଅନୁଷ୍ଠିତ ହୋଇଯାଇଛି ।ବର୍ଷା ମାସରେ ଅଧିକାଂଶରେ ଲୋକଙ୍କୁ ଡେଙ୍ଗୁ , ଡାଇରିଆ ଓ ମ୍ୟାଲେରିଆ ରୋଗ ହୋଇଥାଏ । ନାଳ ଓ ପରିବେଶ ସଫାସୁତୁରା ନ ରହିବା ଫଳରେ ସେଠାରେ ମଶା ମାଛିଙ୍କ ବଂଶ ବୃଦ୍ଧି ହେବାରେ […]Continue Reading