Home Posts tagged ODISHA (Page 456)
Odisha News
ଭୁବନେଶ୍ୱର, ୧/୭: ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ବଜ୍ରପାତ ରୋକିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି ଓଡିଶା ସରକାର। ବିନା ଅନୁମତିରେ ତାଳଗଛ କାଟିଲେ ନିଆଯିବ କାର‌୍ୟ୍ୟାନୁଷ୍ଠାନ। ବନ ବିଭାଗର ଅନୁମତି ନ ନେଇ ଲୋକେ ତାଳଗଛ କାଟିପାରିବେନି ।ଗତ ଏପ୍ରିଲ ମାସରେ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର Continue Reading
Odisha News
ଭୁବନେଶ୍ୱର,୧/୭: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ଫଳରେ ସେଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି।ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି।ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ।ଆଜିର ଜନ ଶୁଣାଣି ପାଇଁ ଏଯାଏଁ ୩୦୦ରୁ ଅଧିକ ଲୋକ ନାମ ପଞ୍ଜିକରଣ କରିସାରିଥିବା ସୂଚନା ରହିଛି ସକାଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୭: ରବିବାର ରାତି ୭.୩୦ ମିନିଟ ସମୟରେ ଡମ୍ବରୁଗଡ ନିକଟରୁ ବେଆଇନ୍ ବାଲି ଚାଲାଣ ଅଭିଯୋଗରେ ୧୩ ଗୋଟି ଟ୍ରାକ୍ଟରକୁ ବାଉଁଶୁଣୀ ପୋଲିସ ଅଟକ ରଖି ଥାନାକୁ ଆଣିଛି ।ମିଳିଥିବା ସୂଚନା ଅନୁଯାୟୀ ଆଜି ସନ୍ଧ୍ୟା ୫ ଘଣ୍ଟା ସମୟରେ ବାଉଁଶୁଣୀ ରାଜସ୍ୱ ସର୍କଲର ଡମ୍ବରୁଗଡ ମହାନଦୀ ବାଲି ଘାଟରୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନ ହେଉଥିବା ଖବର ପାଇ ଜିଲ୍ଲାପାଳ ଜେ ସୋନାଲ ଓ ଏସପି ରାଜ୍ ପ୍ରସାଦ ଅତର୍କିତ […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩୦/୬: ସରଳ ନିଷ୍ପାପ ଶିଶୁଙ୍କ ହସର ମୂଲ୍ୟ କଳନାର ବାହାରେ । ଭାଗ୍ୟ ସେମାନଙ୍କ ପାଇଁ ହୁଏତ ବଇରୀ ହୋଇଛି ହେଲେ ସେମାନଙ୍କୁ ସ୍ନେହ ଆଦର ଦେଇ ତାଙ୍କ ମୁହଁରେ ହସ ଫୁଟାଇବା ଆମ କର୍ତ୍ତବ୍ୟ ।ସେମାନେ ଆମ ଭବିଷ୍ୟତ । ସେମାନଙ୍କ ଭବିଷ୍ୟତ ଗଢିବା ବି ଆମ କର୍ତ୍ତବ୍ୟ । ସେମାନଙ୍କ ସହିତ ସମୟ କାଟିବା ଖୁସି ମଜା କରିବା ମତେ ବେଶ ଆତ୍ମତୃପ୍ତି ଦିଏ ।ସୁକିନ୍ଦାର ଆମ ଘର ସେମାନଙ୍କ […]Continue Reading
National News
By Our Correspondent Bhubaneswar, JULY 1: Witnessing young minds transform into arithmetic wizards was the awe-inspiring spectacle at the SIP Abacus Prodigy Competition held for the first time in Odisha. This state-level event, held at Bhubaneswar today, saw over 1100 participants from across Odisha converge in a celebration of mathematical excellence.All branch heads Continue Reading
Odisha News
ଭୁବନେଶ୍ବର, ୩୦/୬: ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ଫେରିଛନ୍ତି। ସେ ଆଜି ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଛନ୍ତି।କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ।ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏହାପରେ କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୯/୬: ଗଜପତି ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ମାନଙ୍କ ବିପଦ ସଙ୍କୁଳ କାର୍ଯ୍ୟରେ ନିରାକରଣ ନିମନ୍ତେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ Continue Reading
Odisha News
ଭୁବନେଶ୍ବର, ୨୯/୬: ଧାନ ମଣ୍ଡିରେ ଲାଗିବ ସିସିଟିଭି। ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ରାଜ୍ୟରେ ଦୁର୍ନୀତିକୁ ରୋକିବାକୁ କିଛି ଏଭଳି ଢଙ୍ଗରେ ତତ୍ପର ହେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ। ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କହିବା ମୁତାବକ, ଏଣିକି ମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଜିପିଏସ୍ ଲଗାଯିବ।ବୈଷୟିକ ଜ୍ଞାନକୌଶଳର ବ୍ୟବହାର କରାଯାଇ ଦୁର୍ନୀତିକୁ ରୋକାଯିବ ବୋଲି ସେ କହିଛନ୍ତି। ଖାଲି ସେତିକି ନୁହେଁ, ଏନେଇ ବିଭାଗୀୟ Continue Reading