କୋରାପୁଟ,୨୮/୬: ଡିପ୍ଥେରିଆ, ଜଣ୍ଡିସ୍ ପରେ ରାଜ୍ୟରେ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହେବା ସ୍ବାସ୍ଥ୍ୟ ବିଭାଗର ମୁଣ୍ଡବିନ୍ଧାର କାରଣ ହୋଇଛି। ଶୁକ୍ରବାର କୋରାପୁଟ ଜିଲା ପଡ଼େଇଗୁଡ଼ା ଗାଁରେ ୨ ଆନ୍ଥ୍ରାକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସିଡିଏମ୍ଓଙ୍କ ଅଫିସ ପକ୍ଷରୁ ସୂଚନା ମିଳିଛି।ମିଳିଥିବା ସୂଚନା ମୁତାବକ, ମେଡିକାଲ ଟିମ୍ ପକ୍ଷରୁ ୬ ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ଜଣ ଆନ୍ଥ୍ରାକ୍ସରେ ଆକ୍ରାନ୍ତ ଥିବା ଚିହ୍ନଟ Continue Reading
ଭୁବନେଶ୍ବର,୨୮/୬: ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ହୋଇଛନ୍ତି। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ।କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ୟ୍ୟ Continue Reading
ଝାରସୁଗୁଡ଼ା, ୨୮/୬ : ମାଆ ଓ ଦୁଇ ବଢ଼ିଲା ଝିଅ ଛାତରୁ ଡେଇଁ ପଡ଼ିଲେ। ହେଲେ ଡେଇଁବାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ମାନସିକ ପୂରଣ ପାଇଁ ସେମାନେ ଛାତରୁ ଡେଇଁ ପଡ଼ିଥିବା ଚର୍ଚ୍ଚା ହେଉଛି। ସେମାନଙ୍କୁ ଝାରସୁଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି।ଝାରସୁଗୁଡା ସହରରେ ଭଡ଼ାରେ ରହୁଥିଲେ ଗୋଟିଏ ପରିବାର। ଅଭିଯୋଗ ଅନୁସାରେ ଗୁରୁବାର ରାତିରେ ସେମାନଙ୍କ ଘରେ ପୂଜା କରାଯାଇଥିଲା। ମାନସିକ ପୂରଣ ପାଇଁ ଏହି ପୂଜା ଆୟୋଜନ କରାଯାଇଥିବା ଚର୍ଚ୍ଚା ହେଉଛି।ରାତିରେ ପୂଜା Continue Reading
ଭୁବନେଶ୍ବର,୨୮/୬: ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ। ଏନେଇ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ମେକ୍ ଇନ୍ ଓଡ଼ିଶା ନାଁ ବଦଳାଇ ଉତ୍କଳ ଇନଭେଷ୍ଟ ସମ୍ମିଟ ହୋଇପାରେ।ଯାହା ଜରିଆରେ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ସରକାର ଲକ୍ଷ୍ୟ ରଖିଥିବା କହିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ।ସେ କହିଛନ୍ତି, ଓଡ଼ିଶାକୁ କିଭଳି ନୂଆ ଶିଳ୍ପ ଆସିବ। ଓଡ଼ିଶାକୁ ଶିଳ୍ପକ୍ଷେତ୍ରରେ କିଭଳି ଆଗକୁ ନିଆଯିବ ସେନେଇ ଆଲୋଚନା ହୋଇଛି। ୨୦୨୭ ସୁଦ୍ଧା Continue Reading
ବାଲେଶ୍ଵର, ୨୮/୬: ଚାନ୍ଦିପୁର ଥାନା ପଦ୍ମପୁରସ୍ଥିତ ବାଞ୍ଛାନିଧି ଇଂରାଜୀ ମିଡିୟମ ଘରୋଇ ସ୍କୁଲର ଜଣେ ଅନ୍ତେବାସୀ ଉପରେ ପକ୍କା ପାଣିଟାଙ୍କି ପଡ଼ିବା ଫଳରେ ତାର ମୃତ୍ୟୁ ହୋଇଯାଇଛି।ମୃତ ଅନ୍ତେବାସୀ ହେଲେ ନାରାୟଣ ଟୁଡୁ(୧୦)। ଖୋର୍ଦ୍ଧା ଜିଲ୍ଲା ଅଧୀନ ବାରଙ୍ଗ ଅଞ୍ଚଳର ବାଗରାଇ ଟୁଡୁଙ୍କ ପୁତ୍ର ନାରାୟଣ ଚତୁର୍ଥ ଶ୍ରେଣୀରେ ପଢୁଥିଲେ।ସକାଳେ ଜଳଖିଆ ଖାଇ ସେ ହାତ ଧୋଇବାକୁ ଅନ୍ୟ ଅନ୍ତେବାସୀଙ୍କ ସହ ଯାଇଥିଲେ। ହାତ ଧୋଇବା ସମୟରେ ହଠାତ୍ ସିମେଣ୍ଟ ତିଆରି Continue Reading
କଟକ, ୨୮/୬ : ହୁତୁହୁତୁ ହୋଇ ରାସ୍ତା ଉପରେ ଜଳିଗଲା ମୋ ବସ୍। କଟକ ସିଡିଏ ସେକ୍ଟର-୯ ଅଞ୍ଚଳରେ ‘ମୋ ବସ୍’ରେ ନିଆଁ ଲାଗିଯାଇଛି। ବସ୍ରେ ଥିବା ଯାତ୍ରୀମାନେ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ହେଲେ ନିଆଁ ଲାଗି ବସ୍ଟି ଜଳିଯାଇଛି।ଆଜି ସକାଳେ ମୋ ବସଟି ପୁରୀରୁ ଯାତ୍ରୀଙ୍କୁ ନେଇ କଟକ ଆସୁଥିଲା। କଟକ ସିଡିଏ ସେକ୍ଟର-୯ ନିକଟରେ ବସରୁ ଧୂଆଁ ବାହାରିଥିଲା। ଡ୍ରାଇଭର ଏହା ଜାଣିପାରି ଯାତ୍ରୀମାନଙ୍କୁ ତଳକୁ ଓହ୍ଲାଇ ଦେଇଥିଲା। ପରେ ବସ୍ଟି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କରିପୋର୍ଟବାଲିଗୁଡା,୨୭/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ କାର୍ଯ୍ୟ କରୁଥିବା ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବ୍ଲକର ମହିଳାଙ୍କୁ ନେଇ ଦୁଇଟି ସ୍ଥାନରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇ ଥିଲା। ଉକ୍ତ କାର୍ଯ୍ୟକ୍ରମ ବ୍ଲକର ସାରଙ୍ଗଗଡ଼ ପଞ୍ଚାୟତର ଦାସିଗୁଡା ଓ ସାଇନ୍ ପଡା ପଞ୍ଚାୟତର ପାଦେରିପଡା ଠାରେ ଜୀବିକା ସୁରକ୍ଷା ମଞ୍ଚ ଆୟୋଜନ କରିଥିଲା।ଏହି ଅବସରରେ ସଂଗଠନର କର୍ମକର୍ତ୍ତା ମହିଳା Continue Reading
ଭୁବନେଶ୍ୱର,୨୭/୬: କଟକ ସହରରେ ଟ୍ରାଫିକ ସମସ୍ୟାରେ ସୁଧାର ଆଣିବାକୁ ନୂଆ ଟ୍ରାଫିକ କଟକଣା ଲାଗୁ ହୋଇଛି। କଟକ ସହରର ପ୍ରମୁଖ ୧୯ଟି ରୁଟକୁ କମିଶନରେଟ ପୋଲିସ ନୋ ପାର୍କିଂ ଜୋନ ଘୋଷଣା କରିଛି ।ନୋ ପାର୍କିଂ ରୁଟରେ ବେଆଇନ ଭାବେ ପାର୍କିଂ ହୋଇଥିବା ଗାଡି ଗୁଡିକ ଉପରେ ଫାଇନ ଲଗାଇବା ସହ ଗାଡିକୁ ଉଠାଇ ପୋଲିସ ନେଉଛି। ତେବେ ସବୁ ଜାଗା କରାଯାଇନାହିଁ, ସମସ୍ୟା ଦେଖାଯାଉଥିବା ସ୍ଥାନ ଗୁଡିକରେ ନୋ ପାର୍କିଂ ଜୋନ କରାଯାଇଥିବାବେଳେ ପାର୍କିଂ ବ୍ୟବସ୍ଥା […]Continue Reading
ଭୁବନେଶ୍ୱର,୨୭/୬ : ରାଜ୍ୟରେ ଜାରି ରହିଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି।ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ବିଶେଷ କରି ଆସନ୍ତାକାଲି କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ମନୋରମା Continue Reading
BY AKSHYA ROUT JAJPUR,JUN 27 : MLA Himanshu sekhar Sahoo Reviews Medical Facilities of Dharmsala Medical in jajpur District on Wednesday.Continue Reading




