Home Posts tagged ODISHA (Page 458)
Odisha News
ବାଲେଶ୍ୱର, ୨୭/୬: ପାରିବାରିକ କଳହର କରୁଣ ପରିଣତିର ସଦ୍ୟତମ ଉଦାହରଣ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଉତ୍ତରପଡା ଗ୍ରାମରେ ଦେଖିବାକୁ ମିଳିଛି। ପାରିବାରିକ କଳହ ଯୋଗୁ ଜଣେ ଯୁବକ ବିଷ ପିଇବା ସହ ଧାରୁଆ ଅସ୍ତ୍ରରେ ନିଜ ବେକ କାଟି ଦେଇଛନ୍ତି।ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ଅଧିକ ଚିକିତ୍ସା ପାଇଁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।ସୁଚନା ଅନୁଯାୟୀ Continue Reading
Odisha News
ଭୁବନେଶ୍ୱର, ୨୭/୬: ଏକାମ୍ର ପ୍ରକଳ୍ପ ନେଇ ଶାସକ ବିଜେପି ଏବଂ ବିରୋଧୀ ବିଜେଡ଼ି ମୁହାଁମୁହିଁ ହୋଇଛନ୍ତି। ପ୍ରକଳ୍ପର ସମୀକ୍ଷା ବିଧାୟକ ବାବୁ ସିଂ କରିଛନ୍ତି। ରାଜ୍ୟରେ ନୂଆ ସରକାର କ୍ଷମତାକୁ ଆସିବା ପରେ ବିଧାୟକ ବାବୁ ସିଂ ଓ ବିଜେପିର ଏକ ଟିମ ଏକାମ୍ର ପ୍ରକଳ୍ପର ସମୀକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଆ ଅସ୍ମିତାକୁ ଗୁରୁତ୍ବଦେଉଥିବା ବେଳେ, ପୂର୍ବ ସରକାର କଳା ପାହାଡ଼ ସାଜି ମଠ ମନ୍ଦିରକୁ ମାଟିରେ ମିଶେଇ ଦେଇଥିବା ବାବୁ ସିଂ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୭/୬: ବୌଦ୍ଧ ଏକ କୃଷି ପ୍ରଧାନ ଜିଲ୍ଲା ହୋଇଥିବା ବେଳେ ଜିଲ୍ଲାରେ ପର୍ଯ୍ୟାପ୍ତ ପରିମାଣର ଜଳଉତ୍ସ ରହିଛି । ହେଲେ ସରକାର ଓ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁଁ ଜିଲ୍ଲାର ଚାଷୀମାନେ ଜଳସେଚନର ସୁବିଧା ପାଇପାରୁ ବଞ୍ଚିତ ହେଉଛନ୍ତି । ପୂର୍ବରୁ ଜଳସେଚନ ପାଇଁ ଯାହାରହିଛି ତାହା ହିଁ ବର୍ତ୍ତମାନ ଚାଲିଛି । ସେଥିମଧ୍ୟରୁ ନୂଆଁପଡା ଡ୍ୟାମ(ଲଇଗାଁ ଜଳସେଚନ ପ୍ରକଳ୍ପ) ଅନ୍ୟତମ ।ଏହି ନୂଆପଡା ଡ୍ୟାମଟି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୭/୬: ଏଏନ୍ଏମ୍ ଙ୍କୁ ବିପିଏମଙ୍କ ଦୁର୍ବ୍ୟବହାର ଅଭିଯୋଗ । ଏନେଇ କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ ଏଏନ୍ଏମ୍ ।ଅଭିଯୋଗ ପ୍ରକାରେ କୋଟଗଡ଼ ଥାନା କେସ୍ ନଂ ୮୬/୨୦୨୪ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି କୋଟଗଡ଼ ପୋଲିସ୍ ।ଘଟଣା ପ୍ରକାରେ ବର୍ତ୍ତମାନ ବାଲିଗୁଡ଼ା ଅଞ୍ଚଳରେ କାର୍ଯ୍ୟରତ ଏଏନ୍ଏମ୍ ପୁଷ୍ପାଞ୍ଜଳି ଦିଗାଳ ଗତ ୨୪ ତାରିଖରେ ବ୍ୟକ୍ତିଗତ Continue Reading
Top Stories
By Our Correspondent Bhubaneswar, Jun 26 : As part of sensitization activities of CSIR-IMMT: InTEC is organizing a one-week National e-Workshop on Innovation and Intellectual Property Rights (NeW IPR-2024) with the theme IP for ALL from June 24-29, 2024 with a total of 24 lectures (4 sessions a day) delivered by experts from various fields […]Continue Reading
Top Stories
ଭୁବନେଶ୍ୱର,୨୬/୬: ଓଡ଼ିଶା ହେବ ମଦମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା ସରକାର ମଧ୍ୟ ମଦ ବନ୍ଦ କରିବାକୁ ଚେଷ୍ଟା କରିବେ ବୋଲି ସେ କହିଛନ୍ତି।ତେବେ ଓଡ଼ିଶାକୁ ମଦ ଓ ନିଶା ମୁକ୍ତ କରିବାକୁ ଭାଜପା ସରକାର ଯୋଜନା କରୁଛନ୍ତି। ଅବକାରୀ ସମେତ ବିଭିନ୍ନ ବିଭାଗ ସହ ଆଲୋଚନା Continue Reading
Odisha News
ପୁରୀ,୨୫/୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି ।ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ ନୀତି ତ୍ୱରାନ୍ବିତ କରିବାକୁ ହେଲେ ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତି ହୋଇଛି । ଏହାସହ ନୀତିର ଯଥେଷ୍ଟ ପୂର୍ବରୁ ସେବାୟତମାନେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି ।ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ Continue Reading
Odisha News
ନୀଳଗିରି, ୨୫/୬: ଶୌଚ କରିବାକୁ ଆସି ଗଲା ଜୀବନ। ୬୧ ବର୍ଷୀୟ ବୃଦ୍ଧାଙ୍କୁ ଶୁଣ୍ଢରେ କଚାଡ଼ି ମାରିଲା କୁଳଡିହା ହାତୀ। ବିଳମ୍ବିତ ରାତିରେ ହାତୀ ଉପଦ୍ରବ। ନୀଳଗିରି ଥାନା ଅଧୀନ ସନ୍ତରଗଡିଆ ପଞ୍ଚାୟତ ଶ୍ରୀଦେଇପୁର ଗ୍ରାମରେ ଘଟିଛି ଏଭଳି ଘଟଣା। ମୃତକ ଜଣକ ଉକ୍ତ ଗ୍ରାମର ପୁର୍ଣ୍ଣଚନ୍ଦ୍ର ଦେହୁରୀଙ୍କ ସ୍ତ୍ରୀ ପୁଣ୍ଟି ଦେହୁରୀ ବୋଲି ଜଣାପଡିଛି।ସୂଚନା ଅନୁଯାୟୀ ଭୋର ସମୟରେ ପୁଣ୍ଟି ପରିସ୍ରା ପାଇଁ ଘର ବାହାରକୁ ଆସିଥିବା ବେଳେ ହଠାତ ଏକ କୁଳଡିହା ହାତୀ ତାଙ୍କୁ Continue Reading