ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୫/୬: ଚଳିତ ନିର୍ବାଚନରେ ସୁକିନ୍ଦାବାସୀଙ୍କ ଜନାଦେଶକୁ ମଥାପାତି ସମ୍ମାନର ସହିତ ଗ୍ରହଣ କରିଛି । ବିଜୟ ପରାଜୟ ରାଜନୀତିର ଦୁଇଟି ଅଂଗ । ବିଜୟରେ ଉତଫୁଲ୍ଲିତ ହୋଇ ହିଂସାକାଣ୍ଡ ଘଟାଇ ଆତଙ୍କ ସୃଷ୍ଟି କରିବାକୁ ସୁକିନ୍ଦାବାସୀ ଗ୍ରହଣ କରିବେ ନାହିଁ । ସୁକିନ୍ଦାବାସୀ ଶାନ୍ତି ପ୍ରିୟ ।ସୁକିନ୍ଦାକୁ ସୁନାର ସୁକିନ୍ଦା କରିବା ପଛରେ ଆପଣଙ୍କ ଆଶିର୍ବାଦ ଓ ସମର୍ଥନ ରହିଛି । ନିର୍ବାଚନ ଫଳ ପ୍ରକାଶ ପରେ ସୁକିନ୍ଦାରେ ଓଲଟା ଚିତ୍ର Continue Reading
ଭୁବନେଶ୍ୱର,୨୪/୬: ଲକ୍ଷ୍ମୀ ବସ୍ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ ନାମରେ ହେଉ ପଛେ ଲୋକଙ୍କୁ ବସ୍ ସେବା ଦିଆଯିବ।ରାଜ୍ୟରେ ଅଧିକରୁ ଅଧିକ ଇଲେକ୍ଟ୍ରିକ ବସ୍ ଚାଲିବ। ଲୋକଙ୍କୁ ଅଧିକ ବସ୍ ସେବା ପାଇଁ ପ୍ରାରମ୍ଭିକ ଭାବେ ୧୦୦ ବସ କିଣାଯିବ। ରଥଯାତ୍ରାରେ ପ୍ରତି ବ୍ଲକରୁ […]Continue Reading
ପୁରୀ,୨୪/୬: ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ପହଣ୍ଡି ସରିବ ବୋଲି ସମୟ ଧାର୍ଯ୍ୟ କରାଯାଇଛି।ଅପରାହ୍ନ ୪ଟାରେ ଗଜପତିଙ୍କ ଦ୍ୱାରା ଛେରାପହଁରା, ୪ଟା ୩୦ରେ ରଥରୁ ଚାର ଫିଟା, ଘୋଡ଼ା ସାରଥି ଲାଗିବେ। ଏହା ପରେ ଅପରାହ୍ନ ୫ଟାରେ ରଥଟଣା ଆରମ୍ଭ ହେବ।ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ବୈଠକ ପରେ ସୂଚନା ଦେଇଛନ୍ତି। Continue Reading
ବୀରମହାରାଜପୁର,୨୪/୬: ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ । ବିଷଧର ନାଗ ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ପରିସରରେ ଘଟିଛି ଅଘଟଣ ।ସୁଚନା ଅନୁସାରେ ଚମ୍ପାମଳ ଗାଁର ଜଣଙ୍କ ଘରୁ ଏକ ନାଗ ସାପ ବାହାରିଥିବାବେଳେ ସାପ ଧରିବା ପାଇଁ ମେଣ୍ଡାମାଳ ଗାଁର ଗୌର କୁମ୍ଭାରକୁ ସେ ଖବର ଦେଇଥିଲେ । ଗୌର ସେଠାକୁ ଯାଇ ସାପକୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ଜାରରେ ଧରି […]Continue Reading
ଭୁବନେଶ୍ୱର,୨୪/୬: ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ଦରଦାମ୍ ବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ସମୀକ୍ଷା ବୈଠକ କରିଛନ୍ତ।ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଭି. ଭି. ଯାଦବ ଓ ମାର୍କେଟ ଇନ୍ଟେଲିଜେନ୍ସ ଅଫିସର ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।ବୈଠକରେ ରାଜ୍ୟର ସମସ୍ତ ଜିଲାରୁ ଯୋଗାଣ ଓ ମାର୍କେଟ ସମ୍ବନ୍ଧୀୟ ତଥ୍ୟ Continue Reading
ଭୁବନେଶ୍ୱର,୨୪/୬: ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ଫଳରେ ସେସବୁ ଅଞ୍ଚଳରେ ବର୍ଷା ଲାଗି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୩୧.୨ ମି.ମି. ବର୍ଷା ହୋଇଥିବା ବେଳେ ବାରିପଦାରେ ୧୫.୨, ରାୟଗଡ଼ା ୧୨.୬, ହୀରାକୁଦ ୧୨.୨, ଦାରିଙ୍ଗବାଡ଼ି ୧୨, ଫୁଲବାଣୀ ୬.୮, ସୋନପୁର ୬.୪ ମିମି ବର୍ଷା ରେକର୍ଡ କରାଯାଇଛି।ତେବେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୬ ତାରିଖରେ Continue Reading
ଢେଙ୍କାନାଳ,୨୪/୬: ଢେଙ୍କାନାଳ ଜିଲ୍ଲାର ଝାଡ଼ବନ୍ଧରେ ଥିବା ରୁଙ୍ଗଟା ମାଇନ୍ସ କାରଖାନାରେ ଆଜି ସକାଳେ ଅଘଟଣ ଘଟିଛି। ମେକାନିକାଲ ଷ୍ଟ୍ରକଚର୍ ଭୁଶୁଡ଼ି ପଡ଼ିବାରୁ ଘଟଣାସ୍ଥଳରେ ୨ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ୬ରୁ ୭ ଜଣ ଗୁରୁତର ଆହତ ହୋଇଛକଂପାନୀ କର୍ତୁପକ୍ଷ ଓ ପୋଲିସ୍ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣା ସ୍ଥଳରେ ଆମୁଲାନ୍ସ୍ ପହଞ୍ଚିଛି। ତେବେ ଦୁର୍ଘଟଣାର କେଉଁ କାରଣରୁ ଘଟିଲା ତାହା ଅସ୍ପଷ୍ଟ ରହିଛି।Continue Reading
ବାଲେଶ୍ୱର, ୨୩/୬ : ଗୋଷ୍ଠୀ ସଂଘର୍ଷକୁ ନେଇ ବାଲେଶ୍ୱର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି। ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ରହିବ।ସେହିପରି ଟାଉନ ଥାନା ଅଞ୍ଚଳରେ ସକାଳ ୫ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ କୋହଳ ରହିବ କର୍ଫ୍ୟୁ। ଆସନ୍ତାକାଲି ପୌରାଞ୍ଚଳରେ ସମସ୍ତ ସ୍କୁଲ କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ। ଅନ୍ୟପଟେ ଲାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆସନ୍ତାକାଲି ଠାରୁ Continue Reading
By Our Correspondent Bhubaneswar, Jun 23 :Rotary Club of Bhubaneswar Kalinga with its highly inspired professional members is dedicated to serve the society as per the motto of Rotary i.e. “Service above Self”. As a part of its community service and for the accomplishment of Rotary vision, Rotary club of Bhubaneswar Kalinga, is committed to […]Continue Reading
ରାଜ କିଶୋର ପର୍ଡିଆଙ୍କ ରିପୋର୍ଟବଲାଙ୍ଗୀର, ୨୩/୬: ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓ ନିର୍ବାଚନ ପୂର୍ବରୁ ଏକ ସଂକଳ୍ପ ପତ୍ର ବଣ୍ଟନ କରି ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛନ୍ତି।ସଂକଳ୍ପ ପତ୍ରରେ ଅନେକ ସମସ୍ୟାର ସମାଧାନ କରିବା ପାଇଁ ଲିଖିତ ପ୍ରତିଶ୍ରୁତି ଦେଇ ଯାଇଛନ୍ତି।ବର୍ତ୍ତମାନ ସମୟ ଆସି ଯାଇଛି।ସଂକଳ୍ପ ପତ୍ରରେ ଲେଖାଯାଇଥିବା ଅନେକ ସମସ୍ୟା ମଧ୍ୟରେ ସେ କେଉଁ କେଉଁ ସମସ୍ୟା ଉପରେ ସର୍ବପ୍ରଥମେ ଗୁରୁତ୍ଵ ଦେବେ ଏବଂ ଦେଇଥିବା ପ୍ରତିଶ୍ରୁତି Continue Reading




