ଭୁବନେଶ୍ବର, ୧୫/୬: ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି।ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ସରକାର ତାଗିଦ୍ କରିଛନ୍ତି। ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ନୋଡାଲ୍ ଅଧିକାରୀ ଏନେଇ Continue Reading
BY AKSHYA ROUT JAJPUR, JUN 15: Dharmasala MLA Himanshu Sekhar Sahoo took to social media to express their deep sorrow and condolences over the tragic fire incident in Kuwait that has claimed the lives of at least 49 people, including around 40 Indian nationals. In a post on the social media Himanshu described the “fire […]Continue Reading
BY AKSHYA ROUT JAJPUR, JUN 15 : After Narendra Modi was sworn in as the Prime Minister of India for the third consecutive term on June 9, leaders from the BJP-led NDA coalition voiced confidence and enthusiasm for the formation of the Modi 3.0 government, highlighting ambitious goals for India’s future. Maharashtra Chief Minister Eknath […]Continue Reading
ପାରାଦୀପ, ୧୫/୬: ୬୧ ଦିନର କଟକଣା ପରେ ଆଜି ହଟିଛି ନଦୀ, ସମୁଦ୍ର ମୁହାଣରୁ ମାଛଧରା କଟକଣା। ଆଜିଠାରୁ ଆରମ୍ଭ ହୋଇଛି ମାଛଧରା।ସୂଚନାଯୋଗ୍ୟ, ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ୟ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିଥିଲା। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଥିଲା।ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ସାଢ଼େ ୮ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୬: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହ ଠାରେ ଆଜି ସନ୍ଧ୍ୟାରେ ପାରଳାଖେମୁଣ୍ଡି ସମ୍ବାଦ ସାହିତ୍ୟ ଘରର ଦ୍ୱାଦଶ ବାର୍ଷିକୋତ୍ସବ ଏବଂ ରଜୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠାନର ସଭାପତି ଉପାନ୍ତପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ଏଡିସନ୍ \”ସମ୍ବାଦ\” ର ବାର୍ତ୍ତା ବିଭାଗ ସହ ସମ୍ପାଦକ ଶ୍ରୀ ମନୋଜ ସାମଲ Continue Reading
କଟକ,୧୪/୬: ଜବତ ବୋମା ନିଷ୍କ୍ରିୟ କଲା ବେଳେ ନିଷ୍କ୍ରିୟକାରୀ ପୁଲିସ ଟିମ୍ରେ ଥିବା ଜଣେ ହାବିଲଦାରଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଅଞ୍ଚଳରେ ଘଟିଛି ଏହି ଅଘଟଣ। ପୁଲିସ ଜବତ କରିଥିବା କିଛି ବୋମା ପାଣିରେ ନିଷ୍କ୍ରିୟ କରିବା ସମୟରେ ହଠାତ୍ ବୋମା ଫୁଟିଯାଇଥିଲା। ଫଳରେ ବୋମା ନିଷ୍କ୍ରିୟ କରୁଥିବା ହାବିଲଦାର ଗୁରୁତର ଆହତ ହୋଇଥିଲେ। ତାଙ୍କୁ କଟକ ଏସସିବି ନିଆଯାଇଥିଲେ ବି ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା Continue Reading
ଭୁବନେଶ୍ବର, ୧୩/୬: ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍ ଆଇଡି ଖୋଲା ହୋଇଛି। ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ହେବାର ୨୪ ଘଣ୍ଟା ନପୁରୁଣୁ ତାଙ୍କ ନାମରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ଫେକ୍ ଆକାଉଣ୍ଟ ଖୋଲାଯାଇ ତାଙ୍କୁ ବଦ୍ନାମ କରିବାକୁ ଉଦ୍ୟମ କରାଯାଇଛି।ସେହି ଫେକ୍ ଆକାଉଣ୍ଟରେ ଫେକ୍ ନ୍ୟୁଜ୍ ପୋଷ୍ଟ ହେଉଛି, ଯାହାକି ଅନେକଗୁଡ଼ିଏ ଡିଜିଟାଲ ଓ ଟେଲିଭିଜନରେ ପ୍ରକାଶ ପାଇଛି। ଏଘଟଣା ସଂର୍ପରେ ସରକାର ଜାଣିବା ପରେ ସ୍ପଷ୍ଟୀକରଣ Continue Reading
ଭୁବନେଶ୍ୱର,୧୩/୬: ରାଜ୍ୟରେ କ୍ଷମତାକୁ ଆସିବା ପରେ ୫ଟି ଓ ମୋ ସରକାର ବନ୍ଦ କରିଛନ୍ତି ଭାଜପା ସରକାର। ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ କୁହାଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସଚିବଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।ଓଡ଼ିଶାରେ ସରକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀଙ୍କ ମଧ୍ୟରେ ବୃତ୍ତିଗତ ଓ ବ୍ୟାବହାରିକ ପରିବର୍ତନ ପାଇଁ ନବୀନ ସରକାର ଆରମ୍ଭ କରିଥିଲେ ‘ମୋ ସରକାର’।୫-ଟି ଭଳି ‘ମୋ ସରକାର’ Continue Reading
By Subrat Sarangi Bhubaneswar, June 13: ArcelorMittal Nippon Steel India (AM/NS India), a joint venture between ArcelorMittal and Nippon Steel, two of the world’s leading steel makers, has observed Sustainability Week with a series of impactful events across its Odisha locations, with the theme of “Land Restoration, Desertification, and Drought Resilience” Continue Reading
ସୁଆଣ୍ଡୋ, ୧୩/୬: ଗୁରୁବାର ସକାଳେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ ପରେ ସତ୍ୟବାଦୀ ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚିଥିଲେ।ସୁଆଣ୍ଡୋରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଷଠୀଘର ପରିଦର୍ଶନ କରିବା ସହ ସେ ଗୋପବନ୍ଧୁଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସତ୍ୟବାଦୀ ବିଧାୟକ ଓଁପ୍ରକାଶ ମିଶ୍ର, ସାଂସଦ ସମ୍ବିତ ପାତ୍ର, ସାଂସଦ ପ୍ରତାପ ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।ସୁଆଣ୍ଡୋରେ Continue Reading




