Home Posts tagged ODISHA (Page 47)
Odisha News
ଭୁବନେଶ୍ୱର, ୨୩/୧୧ : ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତି ମଲ୍ଲକା ଉପସାଗର ମଧ୍ୟଭାଗ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି ।ଏହି ଲଘୁଚାପ ଆସନ୍ତା ୨୪ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଦକ୍ଷିଣ-ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବ । ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ , ତାହା ୨୭ ତାରିଖରେ ହିଁ ସ୍ପଷ୍ଟ ହେବ ।ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୧୧ : ବୌଦ୍ଧ ଜିଲ୍ଲାପାଲଙ୍କ ସଦଭାବନା ସଭାଗୃହରେ ଚଳିତ ଖରିଫ ବର୍ଷ ୨୫-୨୬ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆସନ୍ତା ଡ଼ିସେମ୍ବର ୧୬ ତାରିଖ ତାରିଖରେ କଣ୍ଟାମାଲ୍ ବ୍ଳକ୍ ଓ ୨୩ ତାରିଖରେ ବୌଦ୍ଧ ଓ ହରଭଙ୍ଗା ବ୍ଳକ୍ ରେ ଧାନମଣ୍ଡି ଖୋଲିବା ନେଇ ଏହି କମିଟିରେ ଆଲୋଚନା ହୋଇଯାଇଛି ।ଏହି ଅବସରରେ ଜିଲ୍ଲାପାଲ ଶ୍ରୀଯୁକ୍ତ ବିଭୂତି ଭୂଷଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading
Odisha News
ପୁରୀ,୨୨/୧୧: ହେ ମହାବାହୁ ମୋ ପୁଅକୁ ଭଲ କରି ଦିଅ। ମୁଁ ତୁମ ସିଂହଦ୍ୱାର ସାମ୍ନାରେ ବସିଛି। ନିଜ ପୁଅର ମଙ୍ଗଳ କାମନା କରି ରାଜସ୍ଥାନରୁ ଦୌଡ଼ି ଆସିଥିବା ଜଣେ ଶ୍ରଦ୍ଧାଳୁ କାଳିଆ ଶରଣରେ ପଶି ଏପରି କହିଛନ୍ତି। ଗତ ୮ ତାରିଖରେ ରାଜସ୍ଥାନରୁ କୋମା ଅବସ୍ଥାରେ ଛୁଆକୁ ବାପା ପ୍ରକାଶ ଭୋଇ ଶ୍ରୀମନ୍ଦିର ଆଣିଥିଲେ । ସେଠାରେ ବାଇଶି ପାହାଚ ପାଖେ ପୁଅ ନିଖିଲକୁ ଗଡାଇ ଦେଇଥିଲେ। ମହାପ୍ରଭୁଙ୍କ ଠାରେ ଶରଣ ପଶିବା ପରେ ଏବେ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୧୧ : ଗୁରୁବାର ପ୍ରାୟ ସକାଳ ୧୧ ଘଣ୍ଟା ସମୟରେ , କୃଷ୍ଣମୋହନପୁର ନଦୀ ଘାଟ ନିକଟ ମହାନଦୀ ନଦୀ ମଧ୍ୟରେ ଥିବା ଏକ ଇଲେକ୍ଟ୍ରିକ୍ ପୋଲ୍ ପିଟ୍ ଭିତରୁ ଗୋଟିଏ ଅଜଣା ପୁରୁଷ ମୃତଦେହ ମିଳିଥିବା ସମ୍ପର୍କରେ ସ୍ଥାନୀୟ ଲୋକମାନେ ପୋଲିସ୍‌କୁ ସୂଚନା ଦେଇଥିଲେ ।ଏ ସମ୍ବନ୍ଧରେ ପୋଲିସ୍ ଏକ ଅପମୃତ୍ୟୁ ମାମଲା ନମ୍ବର – ୫୫ /୨୦୨୫ ରୁଜ୍ଜୁ କରି ଘଟଣାସ୍ଥଳରେ ପହଞ୍ଚି ଦେଖିବାକୁ ପାଇଥିଲେ ଯେ ମୃତକଙ୍କ ବୟସ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୧/୧୧ : ରାଜ୍ୟ ସୁଚନା କମିଶନଙ୍କ ମନମୁଖୀ ଓ ଆଇନ ବିରୋଧୀ କାର୍ଯ୍ୟ ବିରୁଦ୍ଧରେ ପ୍ରତିବାଦରେ ଓଡ଼ିଶା ସୁଚନା ଅଧିକାର ଅଭିଯାନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।ରାଜ୍ୟ ଆବାହକ ପ୍ରଦୀପ ପ୍ରଧାନଙ୍କ ନେତୃତ୍ୱରେ ଜିଲ୍ଲାର ବିଭିନ୍ନ ବ୍ଲକର ସୂଚନା ଅଧିକାର କର୍ମୀ ମାନେ ଏହି ବିକ୍ଷୋଭରେ ସାମିଲ ହୋଇଥିଲେ।ସୁଚନା ଅଧିକାର ଆଇନର ୨୦ ବର୍ଷ କାର୍ଯ୍ୟକାରିତାରେ Continue Reading
Odisha News
ଭୁବନେଶ୍ୱର, ୨୧/୧୧ : ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ।ଏଥିରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି। ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ଗଠନ ପାଇଁ ମଞ୍ଜୁରୀ ମିଳିଛି।ସେହିପରି ପୋଲିସ, ବନ, ଅବକାରୀ ବିଭାଗର ନିଯୁକ୍ତି କରିବ ଆୟୋଗ। ଏଥିରେ ଜଣେ ଅଧ୍ୟକ୍ଷ, ୨ ଜଣ ସଦସ୍ୟ ରହିବେ।Continue Reading
Odisha News
ଭୁବନେଶ୍ୱର, ୨୧/୧୧ : ବିହାର ନିର୍ବାଚନରେ ବିଜେପିର ମଙ୍ଗ ଧରିଥିବା ବିଜୟୀ କରାଇଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଦଳର ବହୁ ବରିଷ୍ଠ ନେତା, ମନ୍ତ୍ରୀ ଓ ବିଧାୟକ ଏବଂ ଶହ ଶହ କର୍ମକର୍ତ୍ତା ଧର୍ମେନ୍ଦ୍ରଙ୍କୁ ସ୍ୱାଗତ କରିଛନ୍ତି । ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୂରଜ, ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ ।ବିହାର ନିର୍ବାଚନ ପରେ Continue Reading
Odisha News
ଭୁବନେଶ୍ୱର, ୨୧/୧୧ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଗୁରୁବାର ସନ୍ଧ୍ୟା ସୁଦ୍ଧା ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍ ଅଫ୍ ମଲାକ୍କା (ଇଣ୍ଡୋନେସିଆ ଦେଇ ଆଣ୍ଡାମାନ ସାଗରକୁ ସଂଯୋଗ କରୁଥିବା ଜଳପଥ)ର ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ନଭେମ୍ବର ୨୨ରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି।ତେବେ ଏହାକୁ ନେଇ ବାତ୍ୟା ଆଶଙ୍କା ପ୍ରକାଶ ପାଇଥିଲେ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୧/୧୧: ଗୁରୁବାର ରୋଟାରୀ କ୍ଲବ ନୟାଗଡ଼ ତରଫରୁ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ର ଇକୋନୋମିକ୍ସ ବିଭାଗ ର ଦ୍ବିତୀୟ ବର୍ଷର ମେଧାବୀ ଛାତ୍ରୀ ରଶ୍ମିତା ପରିଡ଼ା ଙ୍କୁ ୧୦ ହଜାର ଟଙ୍କା ର ସହାୟତା ପ୍ରଦାନ କରାଯାଇଛି।ଆଗାମୀ ଦିନରେ ରଶ୍ମିତା ଙ୍କ ପାଠପଢ଼ା ର ଦାୟିତ୍ଵ ରୋଟାରୀ କ୍ଲବ, ନୟାଗଡ଼ ନେବା ପାଇଁ ପ୍ରସ୍ତୁତ ଅଛି ବୋଲି ସଭାପତି ବସିରନ ବିବି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ ରଶ୍ମିତା ଙ୍କ […]Continue Reading