Home Posts tagged ODISHA (Page 472)
Odisha News
ଭୁବନେଶ୍ବର, ୭/୬: ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ। ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ।ଜୁଲାଇ ୧୮ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୯ରୁ ୨୩ ମଧ୍ୟରେ Continue Reading
Odisha News
ଭୁବନେଶ୍ୱର,୬/ ୬ : ରାଜ୍ୟରେ ଉଭୟ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଗୁରୁବାର ହଟାଯାଇଛି। ଏନେଇ ନିର୍ବାଚନ ଆୟୋଗ ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।ସୂଚନାଯୋଗ୍ୟ, ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ଗତ ମାର୍ଚ୍ଚ ୧୬ତାରିଖରୁ ଲାଗୁ କରାଯାଇଥିଲା। ରାଜ୍ୟରେ ୪ଟି ପର‌୍ୟ୍ୟାୟରେ ବିଧାନସଭା ଓ ଲୋକ ସଭା ନିର୍ବାଚନ ଶେଷ ହୋଇଥିବା ବେଳେ ଜୁନ୍ ୪ରେ ଫଳାଫଳ […]Continue Reading
Odisha News
ଭୁବନେଶ୍ୱର,୬/୬: ରାଜ୍ୟରେ ବିଜେଡି ପରାଜୟ ପରେ ପାଣ୍ଡିଆନ୍ଙ୍କ ଦେଖା ମିଳୁନାହିଁ। ସେ କେଉଁ ଆଡେ ଯାଇଛନ୍ତି ବୋଲି ଚାରିଆଡେ ଚର୍ଚ୍ଚା ଜୋର ଧରିଥିବା ବେଳେ ପାଣ୍ଡିଆନ୍ଙ୍କ ସମ୍ପର୍କରେ ଏକ ଖବର ସାମ୍ନାକୁ ଆସିଛି। ସେ ବୁଧବାର ରାତିରେ ଦିଲ୍ଲୀ ଚାଲିଯାଇଥିବା ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଏପରିକି ଦିଲ୍ଲୀର ଏକ ପଞ୍ଚ ତାରକା ହୋଟେଲରେ ରହୁଥିବା ସୂଚନା ମିଳିଛି।ଅନ୍ୟପଟେ, ପୂର୍ବରୁ ନିଲମ୍ବିତ ହୋଇଥିବା ଆଇପିଏସ ଡିଏସ କୁଟ୍ଟେ ଦିଲ୍ଲୀରେ ଥିବା ବେଳେ ପାଣ୍ଡିଆନ୍ Continue Reading
Odisha News
ଭୁବନେଶ୍ୱର, ୬/୬: ଚଳିତ ସାଧାରଣ ନିର୍ବାଚନରେ ବିଜେଡି ହାରିବା ପରେ ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ୫ ତାରିଖରେ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ଏବେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଯୁକ୍ତ ଅନେକ ବରିଷ୍ଠ ଅଫିସର ଇସ୍ତଫା ଦେବା ଆରମ୍ଭ କରିଛନ୍ତି। କେତେକଙ୍କ କାର୍ଯ୍ୟକାଳ ଅତିବେଶୀରେ ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟକାଳ ସହ ସମାନ ଥିବାରୁ ସେମାନେ ଇସ୍ତଫା ଦେବାକୁ ବାଧ୍ୟ ହୋଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଅଫିସର ମୁଖ୍ୟ ପରାମର୍ଶଦାତା ଭାବେ ଗତ ନଭେମ୍ବର Continue Reading
Odisha News
ଭୁବନେଶ୍ୱର,୫/୬: ରାଜ୍ୟରେ ଭାଜପାକୁ ବହୁମତ ମିଳିବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY)କୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKYକାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ ନଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ।ଗତ କାଲି ଫଳାଫଳ ପ୍ରକାଶ ପାଇବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (BSKY)କୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି। ରାଜ୍ୟର କିଛି ଘରୋଇ Continue Reading
Odisha News
ଭୁବନେଶ୍ୱର,୫/୬: ଚଳିତ ନିର୍ବାଚନର ଫଳାଫଳ ବଦଳାଇ ଦେଇଛି ରାଜ୍ୟ ରାଜନୀତିର ଦୃଶ୍ୟପଟ । ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ ଅଢେଇ ଦଶନ୍ଧିର ଶାସନ କ୍ଷମତା ଆଖି ପିଛୁଳାକେ ଖସିଗଲା। ଭୁଶୁଡ଼ିଗଲା ବିଜେଡ଼ି ଦୁର୍ଗ। ଶେଷରେ ଆଜି ଇସ୍ତଫା ଦେଇଛନ୍ତି ୫ ଥରର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ସାଢେ୧୧ଟାରେ ନବୀନ ନିବାସରୁ ବାହାରି ରାଜଭବନ ଅଭିମୁଖେ ବାହାରିଥିଲେ। ସେଠାରେ ସେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୫/୬: କନ୍ଧମାଳ ଲୋକସଭା ଅନ୍ତର୍ଗତ ବାଲିଗୁଡାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ସମାପ୍ତ ହୋଇଛି । ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁର ୧୬୭୧ ଟି ଭୋଟ ବ୍ୟବଧାନ ରେ ବିଜୟୀ ହୋଇ ଦ୍ୱିତୀୟ ଥର ପାଇଁ ନିଜ ବିଧାୟକ ପଦ ବଜାୟ ରଖିଛନ୍ତି।ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁର ୪୩ ହଜାର ୫୮୬ଖଣ୍ତ ଭୋଟ ପାଇ ବିଜୟୀ ଲାଭ କରିଥିବା ବେଳେ ତାଙ୍କ ନିକଟତମ Continue Reading
Top Stories
BY AKSHYA ROUT JAJPUR, JUN 5:  People in Dharmasala feliciating Himanshu Sekhar Sahoo who as an Independent candidate defeating BJD stalwart Pranab Balabantaray . After  victory Thousands of Dharamasala  workers, supporters and general people thronged Chandikhol toJaraka  In Jajpur on Tuesday  cheer Himanshu sekhar Sahoo as he conducted the Mega Continue Reading
Odisha News
ଭୁବନେଶ୍ୱର,୪।୬: ଓଡ଼ିଶା ବିଧାନସଭା ନିର୍ବାଚନ ୨୦୨୪ରେ ଇତିହାସ ରଚିଛି ଭାଜପା। ଦୀର୍ଘ ୨୫ ବର୍ଷର ବିଜେଡି ଶାସନର ଦୁର୍ଗକୁ ଭେଦ କରିଛି ଦଳ। ୧୪୭ ଆସନରେ ହୋଇଥିବା ମତଦାନର ଗଣନା ଜାରି ରହିଥିବା ବେଳେ ଭାଜପା ବିଜେଡିକୁ ପଛରେ ପକାଇ ଲଗାତର ବହୁମତ ହାସଲ ଦିଗକୁ ଅଗ୍ରସର ହେଉଛି। ଫଳରେ ପ୍ରଥମ ଥର ଲାଗି ରାଜ୍ୟରେ ଭାଜପା ସରକାର ହେବାକୁ ଯାଉଥିବା ସ୍ପଷ୍ଟ ହୋଇଛି। ବିଶେଷକରି ଉତ୍ତର ଓଡ଼ିଶାରେ ଦଳ ଭୋଟରଙ୍କ ମନ ଜିଣିବାରେ ସଫଳ ହୋଇଛି। […]Continue Reading