ଭଞ୍ଜନଗର/ ଭୁବନେଶ୍ୱର, ୪/୬: ଓଡ଼ିଶାରେ ଏଥର ବିଜେଡି ଯାହା ଆଶା କରିଥିଲା ତାହା ଧୂଳିସାତ ହୋଇଯାଇଛି । ବିଜେଡିର ଟାଣୁଆ ନେତା ତଥା ଭଞ୍ଜନଗରରୁ ବିଧାୟକ ଥିବା ବିକ୍ରମ ଆରୁଖ ପରାସ୍ତ ହୋଇଛନ୍ତି ।କେବଳ ଏତିକି ନୁହେଁ ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଭୁବନେଶ୍ୱର ଏକାମ୍ରରୁ ପରାସ୍ତ ହୋଇଛନ୍ତି । ବିଜେପିର ପ୍ରଦ୍ୟୁମ୍ନ ନାୟକ ବିଜେଡିର ବିକ୍ରମ ଆରୁଖଙ୍କୁ ପରାସ୍ତ କରିଛନ୍ତି ।ସେହିପରି ଭୁବନେଶ୍ୱର ଏକାମ୍ର ଆସନରୁ ପ୍ରାର୍ଥୀ ହୋଇଥିବା ଅଶୋକ ପଣ୍ଡାଙ୍କୁ ପରାସ୍ତ Continue Reading
By A Iswar Rao Bhubaneswar, June 3: The Odisha police has intensified its effort to trace out a doctor who was on Saturday evening “abducted” by suspected Maoists from his official residence at Kalimela in Malkangiri district, nearly 650 km from here. Doctor Alman Bhoi, who serves at Kalimela Community Health Centre (CHC), was allegedly […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୬: କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡାରେ ୨ଟି ସ୍ଥାନରେ ଭୋଟ ଗଣତି କରାଯିବ ବୋଲି ଉପଖଣ୍ଡ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏବଂ ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ପରିସରରେ ୪ ତାରିଖ ସକାଳ ୮ ଟାରୁ ଭୋଟ ଗଣତି ଆରମ୍ଭ ହେବ ବୋଲି ସୂଚନା Continue Reading
ଭୁବନେଶ୍ୱର, ୩/୬: ଆସନ୍ତାକାଲି ଭୋଟ ଗଣତି ପାଇଁ ସାରା ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ଓଡିଶା ପୁଲିସ । ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଠାରୁ ଆରମ୍ଭ କରି ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପର୍ଯ୍ୟନ୍ତ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛି ପୁଲିସ । ୬୯ଟି ଷ୍ଟ୍ରଙ୍ଗରୁମ ଓ ଗୋଟିଏ ପୋଷ୍ଟାଲ ବାଲାଟ କାଉଁଟିଙ୍ଗ ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା ଗ୍ରହଣ କରାଯାଇଛି ।ଷ୍ଟ୍ରଙ୍ଗ ରୁମରେ ସିଆରପିଏଫ ମୁତୟନ ହୋଇଥିବାବେଳେ ଷ୍ଟ୍ରଙ୍ଗ ରୁମ ବାହାରେ Continue Reading
ଭୁବନେଶ୍ୱର, ୩/୬: ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ ଜ୍ଝ ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କିଛି ସମୟ ଆଗରୁ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ରାଜ୍ୟ କ୍ୟାବିନେଟ ବୈଠକ ହୋଇଥିଲା ।ଆସନ୍ତାକାଲି ଭୋଟ ଗଣତି ରହିଛି । ଏହା ପୁବରୁ ଓଡିଶା ବିଧାନସଭା ଭଙ୍ଗ କରାଯାଇଛି । ବାସ୍ତବରେ ଆଜି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା ।ଏଥିରେ ବିଧାନସଭା ଭଙ୍ଗ ପାଇଁ […]Continue Reading
ଭଦ୍ରକ/ଧାମରା, ୩/୬: ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୁଲିସ ବିଳମ୍ବିତ ରାତିରେ ଆଉ ୫ ଜଣଙ୍କୁ ଗିରଫ କରିଥିବା ଜଣାଯାଇଛି। ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି।ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ ନାୟକଙ୍କୁ ଏଯାଏ ପୁଲିସ ଧରିବାରେ ସକ୍ଷମ ହୋଇନଥିବା ହେତୁ ବିଜେପି ପକ୍ଷରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।ସୂଚନାଯୋଗ୍ୟ, ନିର୍ବାଚନ ପ୍ରଚାରର Continue Reading
ଭୁବନେଶ୍ୱର, ୩/୬: ଆସନ୍ତାକାଲି ଭୋଟ ଗଣତି। ସାମନାକୁ ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ। କାହାକୁ ଜନତା ମୁକୁଟ ପିନ୍ଧାଇବେ ଓ କାହାର ଆଶା ଆଶାରେ ରହିଯିବ ତାହା କାଲି ସ୍ପଷ୍ଟ ହୋଇଯିବ ।ଏହା ପୂର୍ବରୁ ରାଜ୍ୟର ୬୯ଟି ସ୍ଥାନରେ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାରେ ରହିଛି ଇଭିଏମ୍ ଓ ଭିଭିପାଟ୍। ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍। ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୬: ବୌଦ୍ଧରେ ଭୋଟ ଗଣତି ପାଇଁ ସମସ୍ତ ପ୍ରସ୍ତୁତି ପ୍ରକ୍ରିୟା ଚୁଡାନ୍ତ ହୋଇସାରିଛି । ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ପରିସରରେ ଏହି ଭୋଟ୍ ଗଣତି କାର୍ଯ୍ୟ ୪ ତାରିଖ ସକାଳ ୮ ଘଣ୍ଟା ସମୟରେ ଆରମ୍ଭ ହେବ ବୋଲି ରବିବାର ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।ଗୋଟିଏ ଭୋଟ୍ ଗଣତି କେନ୍ଦ୍ରରେ ୮୫ କଣ୍ଟାମାଳ,୮୬ ବୌଦ୍ଧ ବିଧାନସଭା ଓ କନ୍ଧମାଳ ଲୋକସଭା ପାଇଁ ଏକ ସଙ୍ଗରେ Continue Reading
ପୁରୀ, ୨/୬: ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି। ମୃତକଙ୍କ ପରିବାରକୁ ଜିଲ୍ଲାପାଳ୪ Continue Reading
ବାଲେଶ୍ୱର,୨/୬ : ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଟ୍ରାଜେଡିକୁ ବର୍ଷେ ପୂରିଛି। ୨୦୨୩ ଜୁନ୍ ୨ ତାରିଖ ଶୁକ୍ରବାର ଅପରାହ୍ନ ୫ଟା ୪୦ ମିନିଟ୍। ଏହି ସମୟରେ ଘଟିଥିଲା ଭୟଙ୍କର ରେଳ ଦୁର୍ଘଟଣା। ସ୍ତବ୍ଧ ହୋଇ ଯାଇଥିଲା ସାରା ଭାରତ। ସେହି କାଳ ରାତିରେ ଉଚ୍ଛନ୍ନ ହୋଇଥିଲା ଅନେକ ସଂସାର। ରକ୍ତରଞ୍ଜିତ ହୋଇଥିଲା ଦୁର୍ଘଟଣାସ୍ଥଳ। ଯାତ୍ରୀଙ୍କ ଖଣ୍ଡ ବିଖଣ୍ଡିତ ଶରୀର ଏଣେତେଣେ ପଡିଥିବା ଦେଖାଯାଇଥିଲା। ୨୯୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଊର୍ଦ୍ଧ୍ୱ ଆହତ Continue Reading




