କେନ୍ଦ୍ରାପଡା, ୨୮/୫: ମହିଳାଙ୍କ ଉପରେ ମାଡ଼ିଗଲା OSRTC ବସ୍। ଦୁର୍ଘଟଣାରେ ମହିଳାଙ୍କର ମୃତ୍ୟୁ ଘଟିଛି। କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାସ୍ତାର ଚାନ୍ଦୋଳ ଖରିଦା ସାହି ଠାରେ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।ଆଜି ସକାଳେ OSRTC ବସ୍ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଯାଉଥିଲା। ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ସ୍କୁଟି ଆରୋହୀ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା। ପରେ ସ୍କୁଟିରେ ଥିବା ମହିଳା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୭/୫ : ବୌଦ୍ଧ ସହର ବାପୁଜୀନଗର ବସ୍ତିର ସୁଜିତ ଦେହୁରୀଙ୍କ ମୃତଦେହ ଗତ ଶୁକ୍ରବାର ମାଉଲସିଙ୍ଗା ଗ୍ରାମର ଏକ ବନ୍ଧହୁଡାରେ ଥିବା ପଲଶା ଗଛ ନିକଟରୁ ଝୁଲନ୍ତା ଅବସ୍ଥାରେ ପୁଲିସ ଉଦ୍ଧାର କରିଥିଲା । ପୁଅକୁ ଶ୍ୱଶୁର ଘର ଲୋକ ହତ୍ୟା କରିଥିବା ନେଇ ମୃତ ସୁଜିତର ପିତା ଯୋଗିନ୍ଦ୍ର ଦେହୁରୀ ବୌଦ୍ଧ ଥାନାରେ ଅଭିଯୋଗ କରିଥିଲେ ।ଅଭିଯୋଗକୁ ଭିତି କରି ପୁଲିସ ଏକ ହତ୍ୟା ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ […]Continue Reading
BY AKSHYA ROUT JAJPUR, MAY 27 : The Odisha ruling Biju Janata Dal (BJD) conducted a high voltage campaign At Sukinda constituency In Jajpur District for the upcoming election. Minster & MLA Pritiranjan ghadei visited different places of under Sukinda constituency and sought votes. Ghadei urged the voters to vote in a double conch and […]Continue Reading
କେନ୍ଦ୍ରାପଡ଼ା,୨୭/୫: କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ର ପାଟକୁରାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ବିଜେଡି ଉପରେ ବର୍ଷିଛନ୍ତି। ବିଶ୍ବଶର୍ମା ତାଙ୍କ ବକ୍ତବ୍ୟରେ କହିଛନ୍ତି, ଓଡ଼ିଶାରେ ପ୍ରାୟତଃ ଆମ ସରକାର ହୋଇସାରିଲାଣି। ଆଉ ଯାହା କିଛି ବାକି ଅଛି, ଚତୁର୍ଥ ପର୍ଯ୍ୟାୟ ପରେ ହୋଇଯିବ।୪ ତାରିଖ ପରେ ପାଣ୍ଡିଆନଙ୍କୁ ତାମିଲନାଡୁ ପଠାଇ ଦିଆଯିବ ଆମକୁ ଯୋଡି ଶଙ୍ଖ ନୁହେଁ, ଆମକୁ ଯୋଡ଼ା ପଦ୍ମ ଦରକାର। ଏତେ ଖରାପ ବୁଦ୍ଧି ପାଇଁ ପାଣ୍ଡିଆନ୍ଙ୍କୁ Continue Reading
By Our Correspondent Cannes/Bhubaneswar, Mey 27 : For more than a decade, internationally acclaimed writer-director Biswanath Rath and his short films, documentaries, music videos are known for representing Odisha/India and even Asia in International Film Festivals as well as OTT platforms across the globe. This time, he has created history by presenting, Continue Reading
କଳାହାଣ୍ଡି,୨୭/୫ : ଗାଁ ସାଥୀଙ୍କଠାରୁ ୧୦ ହଜାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଲାହାଣ୍ଡି ଜିଲ୍ଲା ଥୁ. ରାମପୁର ବ୍ଲକ କାଣୀଗୁମ୍ମା ପଞ୍ଚାୟତର ପିଇଓ ସଂଜୟ ନାୟକ। ପୁଲିସ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛି।କାଗଜପତ୍ର କାମ ପାଇଁ ଗାଁ ସାଥୀଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ସଂଜୟ। ଏନେଇ ଗାଁ ସାଥୀ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ସଂଜୟ ଆଜି ସକାଳେ ଜଳେଶ୍ଵର ମନ୍ଦିର ପଡା ନିଜ ବାସଭବନରେ ଲାଞ୍ଚ ଟଙ୍କା […]Continue Reading
ନୂଆପଡ଼ା,୨୬/୫: ଗ୍ରାହକ ହୋଇ ଯାଇଥିଲେ। ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲେ। କଲରାପତରିଆ ବାଘ ଛାଲ ଜବତ କରିଥିବା ବେଳେ ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ବନ ବିଭାଗ। ନୂଆପଡ଼ା ଜିଲ୍ଲାରୁ ଆସିଛି ଏପରି ଖବର।ଖଡିଆଳ ବନଖଣ୍ଡ ବିଭାଗ ଅଧିନସ୍ଥ ସାନ ମହେଶ୍ୱର ସେକ୍ସନ ହରିପୁର ଗାଁରେ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିଲା। ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇ ଗ୍ରାହକ ସାଜି ସେଠାକୁ ଯାଇଥିଲା। ଡିଲ୍ […]Continue Reading
ଭୁବନେଶ୍ବର,୨୬/୫: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୪ ଫଳ ରବିବାର ଅପରାହ୍ଣରେ ପ୍ରକାଶିତ ହୋଇଛି।କଳାରେ ପାସ୍ ହାର ୮୦.୯୫%, ବିଜ୍ଞାନର ପାସ୍ ହାର ୮୬.୯୩%, ବାଣିଜ୍ୟର ପାସ୍ ହାର ୮୨.୨୭% ଓ ଧନ୍ଦାମୂଳକ ଶିକ୍ଷାରେ ପାସ୍ ହାର ୬୮.୦୨ ପ୍ରତିଶତ ରହିଛି। ଏହି ୪ ବିଷୟରେ ପରୀକ୍ଷାର ଫଳ ଙ୍ଗଙ୍ଗଙ୍ଗ.କ୍ଟକ୍ସସଗ୍ଦଗ୍ଦବକ୍ସରଗ୍ଦଙ୍କକ୍ଷଗ୍ଧଗ୍ଦ.ଦ୍ଭସମ.ସଦ୍ଭରେ ଉପଲବ୍ଧ Continue Reading
କଟକ, ୨୬/୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ (ମାଟ୍ରିକ୍) ପରୀକ୍ଷାଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ପାସ୍ ହାର ରହିଛି ୯୬.୦୭ ପ୍ରତିଶତ। ଏଥର ପୁଅମାନଙ୍କ ତୁଳନାରେ ଝିଅମାନେ ଭଲ କରିଛନ୍ତି। ଏଥିର ଛାତ୍ରମାନଙ୍କ ପାସ୍ ହାର ରହିଛି ୯୫.୩୯ ପ୍ରତିଶତ। ଏଣେ ଛାତ୍ରୀମାନଙ୍କ ପାସ୍ ହାର ହେଲା ୯୬.୭୩ ପ୍ରତିଶତ। ରବିବାର ସକାଳ ସାଢେ ୧୦ଟାରେ କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇଛି।ମାଟ୍ରିକ୍ ସହ Continue Reading
ଖୋର୍ଦ୍ଧା, ୨୬/୫ : ଗିରଫ ହୋଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରିଛି ପୁଲିସ। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି।ଗତକାଲି ଅପରାହ୍ନରେ Continue Reading




