Home Posts tagged ODISHA (Page 478)
Odisha News
ଓଡ଼ିଶା,୨୬/୫:ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଏଭଳି ସ୍ଥିତିରେ ୨ ରାଜ୍ୟ ପ୍ରଶାସନ ବାତ୍ୟା ମୁକାବିଲା ନିମନ୍ତେ ଜରୁରୀକାଳୀନ ଭିତ୍ତିରେ ବ୍ୟାପକ ପ୍ରସ୍ତୁତି କରିଛି।ଏହି ବାତ୍ୟା ଓଡିଶାକୁ ବିଶେଷ ପ୍ରଭାବିତ କରି ନ ପାରେ ବୋଲି ଜଳବାୟୁ ବୈଜ୍ଞାନିକମାନେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୫: ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ତଥା ଅନ୍ୟତମ କର୍ଣ୍ଣଧାର ଓ ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ ଏବଂ ଉତ୍କଳବାସୀଙ୍କ ପାଇଁ ଗୌରବର ସ୍ବାକ୍ଷର ବହନ କରୁଥିବା ଓଡିଶାର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୫୧ ତମ ଶ୍ରାଦ୍ଧୋତ୍ସବ ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଓ ସମାଜ ସେବା ଅନୁଷ୍ଠାନ \”ପ୍ରଗତି ମହିଳା Continue Reading
Odisha News
ଖୋର୍ଦ୍ଧା,୨୫/୫: ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍ରେ ଇଭିଏମ୍ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ।ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର ବୁଥ୍ରେ ପଶି ପ୍ରଶାନ୍ତ ଭଙ୍ଗାରୁଜା କରିଛନ୍ତି। ଭୋଟିଂ ସମୟରେ ଇଭିଏମ୍ ଭାଙ୍ଗିଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତଙ୍କୁ ଖୋଜୁଛି ପୋଲିସ। ଖାଲି ଏତିକି ନୁହେଁ ପ୍ରିଜାଇଡିଂ ଓ Continue Reading
Odisha News
ଭୁବନେଶ୍ବର, ୨୫/୫ : ଓଡ଼ିଶାର ଲୋକ ଚାହାଁନ୍ତି ମୋଦୀଙ୍କ ଗ୍ୟାରେଣ୍ଟି। ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଏଠୁ ବିଜେଡିକୁ ହଟାଇବୁ। ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ଆୟୋଜିତ ବିଜେପିର ସଙ୍କଳ୍ପ ସମାବେଶରେ ଏଭଳି ଦୃଢ଼ୋକ୍ତି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ।ସ୍ମୃତି ଇରାନୀ ଆହୁରି କହିଛନ୍ତି, ଓଡ଼ିଶାରେ ରିମୋଟ୍ କଣ୍ଟ୍ରୋଲରେ ସରକାର ଚାଲିଛି। ରିମୋଟ୍ ଧରି ତାମିଲ ବାବୁ ଓଡ଼ିଶାକୁ ଲୁଟୁଛନ୍ତି। ଓଡ଼ିଶାକୁ କବଜା କରି ରଖିଛନ୍ତି ତାମିଲ ବାବୁ। Continue Reading
Odisha News
ପୁରୀ,୨୫।୫: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି। ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ।Continue Reading
Odisha News
ଭୁବନେଶ୍ୱର,୨୪/୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ଗୋଟିଏ ସୀମା ଥାଏ। ଭାଜପା ମିଛ କହିବାର ସବୁ ସୀମା ଟପି ଯାଇଛି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମାସେ ହେଲା ରାଜ୍ୟ ସାରା ପ୍ରଚାର କରୁଛି।ଅନ୍ୟପଟେ, ପୋଲିସ ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଛି ରାଜ୍ୟ ଭାଜପା। କାର୍ତ୍ତିକ ପାଣ୍ଡିଆନଙ୍କ କବଳରୁ ମୁଖ୍ୟମନ୍ତ୍ରୀଙ୍କୁ ମୁକ୍ତ କରିବାକୁ ଭାଜପା ଅପିଲ କରିଛି। Continue Reading