Home Posts tagged ODISHA (Page 479)
Odisha News
କଟକ,୨୪/୫:ଆସନ୍ତା ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ୨୬ ତାରିଖ ସକାଳ ୧୦.୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧.୩୦ ସୁଦ୍ଧା ଓ୍ବେବ୍ସାଇଟ୍ରେ ରେଜଲ୍ଟ ମିଳିବ। www.bseodisha.ac.inରେ ଲଗ ଇନ କରି ରେଜଲ୍ଟ ଜାଣିପାରିବେ। ସେହିପରି ଇଣ୍ଟରନେଟ ସୁବିଧା ନ ଥିଲେ ଏସଏମଏସ ଜରିଆରେ ବି ରେଜଲ୍ଟ ଜାଣିପାରିବେ ପରୀକ୍ଷାର୍ଥୀ।ଏମଏସଏସରେ ରେଜଲ୍ଟ ଜାଣିବାକୁ ମୋବାଇଲରେ OR10 ପରେ ସ୍ପେସ ଦେଇ ରୋଲ ନମ୍ବର ଲେଖି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୪/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟଖଣ୍ଡା ସାହିରେ ଗୋଟିଏ ରୂପା ବ୍ୟବସାୟୀଙ୍କ ଠାରୁ କିଛି ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଥିବା ଖବର ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।ଅଞ୍ଚଳର ପାଟଖଣ୍ଡା ସାହିର ପୁରୁଖା ରୂପା ବ୍ୟବସାୟୀ ସନ୍ୟାସୀ ନାୟକଙ୍କ କହିବା ଅନୁଯାୟୀ ପ୍ରତିଦିନ ଭଳି ଶୁକ୍ରବାର ଦିନ ମଧ୍ୟ ୧୦ ଘଣ୍ଟ ସମୟରେ ନିଜ ସାଇକେଲ ରେ ସେ ଘରୁ ବାହାରି ବେପାର କରିବା […]Continue Reading
Top Stories
BY AKSHYA ROUT JAJPUR,MAY 24: The popularity of Sukinda BJD candidate and minister Priti Ranjan Ghadai is increasing as he steps up his campaign across the constituency. Thousands of Danagadi &Sukinda  BJD  workers, supporters and general people thronged Duburi toTamaka In Jajpur on Sunday to cheer Minster & Sukinda MLA Pritiranjan Ghadei  as he Continue Reading
Odisha News
ପିପିଲି, ୨୪/୫: ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ହିଂସା ଯୋଗୁ ସମିତି ସଭ୍ୟ ଗୁରୁତର ହୋଇଥିବାର ଖବର ମିଳିଛି। ଏହି ମାମଲାରେ ପୁଲିସ ଏଯାଏ ୩ଜଣଙ୍କୁ ଥାନାରେ ଅଟକ ରଖିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଧରିବାରେ ଅସଫଳ ହୋଇଥିବା ହେତୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି।ସୂଚନା ଅନୁଯାୟୀ, ପିପିଲି ବ୍ଲକ ସହଜପୁରରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପଞ୍ଚାୟତର ସମିତି ସଭ୍ୟ ଗଦାଧର ପରିଡ଼ା ଗୁରୁତର ହୋଇଥିବା ବେଳେ ଅନ୍ୟ ୨ଜଣ ଆହତ ଜଣ ଆହତ Continue Reading
Odisha News
ଭୁବନେଶ୍ୱର,୨୪/୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ସକ୍ରିୟ ରହିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି।ଅବପାତ ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଓ ପଶ୍ଚିମବଙ୍ଗ ଉପକୂଳରୁ ୮୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଆହୁରି ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୪/୫ : କନ୍ଧମାଳ ସଂସଦୀୟ କ୍ଷେତ୍ର ବୌଦ୍ଧ ଜିଲ୍ଲା କଂଟାମାଳ ବିଧାନସଭା ମଣ୍ଡଳୀ ଅନ୍ତର୍ଗତ ରକ୍ସା ( ଦହ୍ୟା ) ପଞ୍ଚାୟତର କିରସିରା ଓ ମହେଶ୍ୱରପିଣ୍ଡା ବୁଥରେ ଗତ ୨୦ ତାରିଖରେ ଭୋଟ ଗ୍ରହଣ ବେଳେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ପରେ ପୁର୍ନବାର ଗୁରୁବାର ଦିନ ଉକ୍ତ ଦୁଇ ବୁଥରେ ସାନି ମତଦାନ ଗ୍ରହଣ କରାଯାଉଛି । ଉଭୟ ବୁଥ ପାଇଁ ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଶାନ୍ତି […]Continue Reading
Odisha News
ଭୁବନେଶ୍ବର, ୨୩/୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଅନ୍ତିମ ଦିନରେ ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ଜୋରଦାର ପ୍ରଚାର କରିଛନ୍ତି। ଏହି ପର୍ଯ୍ୟାୟ ରେ ରାଜ୍ୟର ଭୁବନେଶ୍ବର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା କ୍ଷେତ୍ର ଓ ଏହାର ଅଧୀନ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖ ସକାଳ ୭ଟାରୁ ମତଦାନ ହେବ। ଏଥି ପାଇଁ ୯୪ଲକ୍ଷ […]Continue Reading
Odisha News
ଭୁବନେଶ୍ୱର,୨୩/୫: ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ତେବେ ଭାଜପାରେ ମିଶିବା ପରେ ସେ କହିଛନ୍ତି, ଭାଜପା ବିପୁଳ ଜନସମର୍ଥନ ପାଉଛି। ଆଉ ଓଡ଼ିଶା ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ସେହି ପରିବର୍ତ୍ତନ ନାରାରେ ମୁଁ ସାମିଲ ହୋଇଛି। ଭାଜପା ଏକମାତ୍ର ଦଳ, ଯିଏ ବିକାଶ କାର‌୍ୟ୍ୟକୁ ଆଗକୁ ନେଇପାରିବ।ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପ୍ରଚାର ସମୟରେ ଜିତୁ ଭାଜପାରେସାମିଲ ହୋଇଛନ୍ତି। ଆଉ ମିଶିବା ମାତ୍ରେ ପ୍ରଚାର Continue Reading
Odisha News
ବାଣପୁର,୨୩/୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି।ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ ଆୟୁଷ୍ମାନ ଭାରତ ଲାଗୁ କରିନାହାନ୍ତି। ଏଠାରେ କେବଳ ଲ୍ୟାଣ୍ଡ, ସ୍ୟାଣ୍ଡ ମାଇନିଂ ନୁହଁ, ଏଠାରେ ରତ୍ନଭଣ୍ଡାର ଚାବି ବି ହଜାଇ ଦେଇଛନ୍ତି। ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ , ଓଡ଼ିଶାରେ ଡବଲ Continue Reading
Odisha News
ସମ୍ବଲପୁର,୨୩/୫ : ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର‌୍ୟ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ ଆସୁଛନ୍ତି।ଗୁରୁବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସମ୍ବଲପୁରରେ ପ୍ରଚାର କରୁଛନ୍ତି। ମା’ ସମଲେଇଙ୍କୁ ପ୍ରଥମେ ଦର୍ଶନ କରିବା ପରେ ଏଠାରେ ଆୟୋଜିତ ଏକ ବିଶାଳ ସମାବେଶରେ ଯୋଗ ଦେଇ Continue Reading