Home Posts tagged ODISHA (Page 48)
Odisha News
କଟକ, ୧୪/୭ : ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କାର୍ଯ୍ୟାନୁଷ୍ଠାନ । SCERT ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀ ଗିରଫ । ମନୋଜ ପାଢ଼ୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଗିରଫ କରି ଅଧିକ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ୬ ଜଣଙ୍କ ନାଁରେ କ୍ରାଇମବ୍ରାଞ୍ଚରେ ଏତଲା ଦିଆଯାଇଥିଲା । SCERT ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢୀଙ୍କ ସହ ଆଉ ୫ ଜଣଙ୍କ ନାଁରେ ଏତଲା ଦିଆଯାଇଥିଲା ।କ୍ରାଇମବ୍ରାଞ୍ଚରେ ଏତଲା ପରେ ମାମଲା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ଭୁବନେଶ୍ବର,୧୪/୭: ଭୁବନେଶ୍ୱର: ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷ ଯାତ୍ରାରେ ବର୍ଷାରେ ଭିଜିବେ ଭକ୍ତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରେ ଓ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଉପକୂଳ, ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ । ଆଜିଠାରୁ ଆଗାମୀ ପାଞ୍ଚ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ଆକଳନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୪/୭ : ଖୋରଧା ମଡେଲ ଥାନା ପୁଲିସ ଏକ ବଡ଼ ସଫଳତା ହାସଲ କରି ଆନ୍ତଜିଲ୍ଲା ମୋଟର ସାଇକେଲ ଚୋର ଗ୍ୟାଙ୍ଗର ୪ ଜଣ ସଦସ୍ୟଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ବିଭିନ୍ନ କମ୍ପାନୀର ୧୬ଟି ଚୋରା ମୋଟର ସାଇକେଲ ଜବତ କରାଯାଇଛି।ପୁଲିସ ସୂଚନା ଅନୁଯାୟୀ, ସ୍ଥାନୀୟ ଗୋଡ଼ିପୋଖରୀସ୍ଥିତ ମଣପ୍ପୁରମ ଫାଇନାନ୍ସ କାର୍ଯ୍ୟାଳୟ ସମ୍ମୁଖରୁ ଗତ ୧୭ ଜୁନ ୨୦୨୬ ତାରିଖରେ ଏକ ହିରୋ ଗ୍ଲାମର ମୋଟର ସାଇକେଲ ଚୋରି ହୋଇଥିଲା।ଏନେଇ Continue Reading
Odisha News
ଗୁଲାମ୍ ଗସ୍‌ଙ୍କ ରିପୋର୍ଟଯାଜପୁର, ୧୩ / ୭: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ, ସ୍ୱାବଲମ୍ବନ ଏବଂ ସାମାଜିକ ଉନ୍ନତିକୁ ଅଧିକ ଗତିଶୀଳ କରିବା ଉଦ୍ଦେଶ୍ୟରେ ଯାଜପୁର ଜିଲ୍ଲା ଜାରକାସ୍ଥିତ ଧର୍ମଶାଳା ଷ୍ଟାଡିୟମ ସଭାଗୃହରେ ଆଂଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀରେ ଯାଜପୁର ସମେତ ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲା ର ବ୍ଲକ ଫେଡେରେସନ ସଦସ୍ୟାଗଣ, ଧର୍ମଶାଳା ବିଧାନସଭା କ୍ଷେତ୍ରର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୭ : ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ଏବଂ ପ୍ରଶାସନିକ ସେବାକୁ ଅଧିକ ଜନମୁଖୀ କରିବା ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ସୋମବାର ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମିନାଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା।ଶିବିରରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ଶତାଧିକ ଜନସାଧାରଣ ନିଜ ଅଭିଯୋଗ ଉପସ୍ଥାପନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ଭୁବନେଶ୍ୱର, ୧୩/୭ : ଓଡ଼ିଶାରେ ପୁଣି ସକ୍ରିୟ ହେବାକୁ ଯାଉଛି ବର୍ଷା। ଆସନ୍ତା ସାତ ଦିନ ଧରି ରାଜ୍ୟରେ ବ୍ୟାପକ ବର୍ଷା ସହ ବଜ୍ରପାତ, ଘଡ଼ଘଡ଼ି ଏବଂ ଦମକା ପବନର ସମ୍ଭାବନା ଥିବାବେଳେ ଭାରତୀୟ ପାଣିପାଗ ବିଭାଗ (IMD) ସତର୍କ ସୂଚନା ଜାରି କରିଛି।ବିଶେଷକରି ଜୁଲାଇ ୧୪ରୁ ୧୬ ମଧ୍ୟରେ ବର୍ଷାର ପ୍ରକୋପ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିପାଇଁ କନ୍ଧମାଳ, କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ Continue Reading
Odisha News
ଭୁବନେଶ୍ୱର, ୧୩/୭ : ଓଡ଼ିଶା ନିର୍ମାଣ ନିଗମ ଲିମିଟେଡର ବଲାଙ୍ଗିର ଲୋଏର୍ ସୁକତେଲ ପ୍ରକଳ୍ପରେ କାର‌୍ୟ୍ୟ ରତ ନିର୍ବାହୀ ଯନ୍ତ୍ରୀ ତଥା କୋରାପୁଟ ଆଇଟିଡିଏର ପୂର୍ବତନ ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ଘରେ ଚଢ଼ଉ ଜାରି ରହିଛି । ଖବର ଲେଖାଯିବା ବେଳକୁ ବାବୁଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି । ଯାହାକୁ ଦେଖି ଭିଜିଲାନ୍ସ ତାଜୁବ ହୋଇଯାଇଛି । ଏଯାବତ ତାଙ୍କର ଗୋଟେ ବାଣିଜ୍ୟିକ କୋଠା, ୮ଟି ମୂଲ୍ୟବାନ ଜମି, […]Continue Reading
Odisha News
ଭୁବନେଶ୍ବର, ୧୨/୭ : ବରିଷ୍ଠ ନେତା ତଥା ଚୌଦ୍ବାର-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ରବିବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।ଭୁବନେଶ୍ବରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଭାତ ବିଶ୍ଵାଳ ନିଜର ଶହଶହ ସମର୍ଥକଙ୍କ ସହିତ ବିଜେପିରେ ସାମିଲ ହୋଇଛନ୍ତି। ମିଶ୍ରଣ ପର୍ବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହିତ ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ।ଏହା Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଋାୟଗଡ଼ା/ଚନ୍ଦ୍ରପୁର, ୧୨/୭ : ରାୟଗଡ଼ା ଜିଲ୍ଲାର ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ଢେଲାପଡା ପ୍ରାଥମିକ ବିଦ୍ୟାଳୟ ପରିସର ରେ ଆଜି ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଶ୍ରୀ ଯୁକ୍ତ ମୋହନ ଚରଣ ମାଝୀ ଙ୍କ ଅନୁପ୍ରେରଣାରେ ଲାଞ୍ଜିଗଡ଼ ଡି.ଏ. ଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟ ରୁ ଦ୍ଵାଦଶ ଶ୍ରେଣୀ ଉତ୍ତୀର୍ଣ୍ଣ ଶ୍ରୀମାନ ବିଶ୍ୱଜିତ ସାହୁକାର ତାଙ୍କର ୧୮ ତମ ଜନ୍ମ ଦିବସ ରେ ମା ଙ୍କ ନାମରେ ଗଛଟିଏ Continue Reading
Top Stories
By Tapaswini Sahoo Bhubaneswar/Odisha,  July 12 :  Nippon Paint participated in SMARTCOR 2026 – 1stInternational Conference on Materials for Corrosion Resistance and Smart Control, held on July 10–11, 2026, at CSIR–Institute of Minerals and Materials Technology (CSIR-IMMT), Bhubaneswar, highlighting Advanced Coil Coatings for a sustainable future. The premier, global Continue Reading