Home Posts tagged ODISHA (Page 484)
Top Stories
ଓଡ଼ିଶା, ୧୮/୫ :ରାଜ୍ୟବାସୀଙ୍କ ତାତିରୁ ମିଳିବ ଆଶ୍ୱସ୍ତି। ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ Continue Reading
Top Stories
BY AKSHYA ROUT JAJPUR, MAY 18 :  Thousands of Danagadi &Sukinda  BJD  workers, supporters and general people thronged Rachipur to Ranagundi  In Jajpur on Saturday to cheer Minister and Sukinda MLA Pritiranjan Ghadei  as he conducted the Mega road show. Speaking to the media persons Ghadei urged the voters to vote in a double conch […]Continue Reading
Odisha News
ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ନିର୍ବାଚନ ପ୍ରଚାର ଶେଷଦିନରେ ବହୁ କେନ୍ଦ୍ରୀୟ ନେତା ପ୍ରଚାର କରିବେ।ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଦୀପ ପୁରୋହିତ, ସଙ୍ଗୀତା ସିଂଦେଓ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, କଳିକେଶ ସିଂଦେଓ, ନିରଂଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରଦୀପ Continue Reading
Odisha News
ଭୁବନେଶ୍ବର, ୧୭/୫: ବରିଷ୍ଠ ନେତା ବିଜୟ ମହାପାତ୍ର ଭାରତୀୟ ଜନତା ପାର୍ଟି (ବିଜେପି)ରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବିଜୟଙ୍କୁ ବିଜେପି ବହିଷ୍କାର କରିଛି। ବିଜୟ ମହାପାତ୍ର ବିଜେପିର ରାଜ୍ୟ କାର‌୍ୟ୍ୟକାରିଣୀ ସଦସ୍ୟ ଥିଲେ। ଚଳିତ ବିଧାନସଭା ନିର୍ବାଚନରେ ବିୟଜଙ୍କ ପୁଅ ଅରବିନ୍ଦ ମହାପାତ୍ର ପାଟକୁରା ଆସନରୁ ବିଜେଡି ଟିକେଟରେ ଅବତୀର୍ଣ୍ଣ ହୋଇଛନ୍ତି।ସେହିପରି ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ Continue Reading
Odisha News
ଯାଜପୁର, ୧୭/୫: ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବ୍ଲକ ଅନ୍ତର୍ଗତ ଖଣ୍ଡିତର ଠାରୁ ଧର୍ମଶାଳା ର ଜନପ୍ରିୟ ସ୍ଵାଧୀନ ବିଧାୟକ ପ୍ରାର୍ଥୀ ହିମାଂଶୁ ଶେଖର ସାହୁ ଜନ ସମ୍ପର୍କ ଶୋଭାଯାତ୍ରା ମାଧ୍ୟମରେ ଧର୍ମଶାଳାର ସ୍ୱାଭିମାନ ପାଈଁ ପରିବର୍ତ୍ତନର ଆହ୍ୱାନ ଦେବା ସହ ଭ୍ରଷ୍ଟାଚାରୀ ଦୁର୍ନୀତି ଗ୍ରସ୍ତ କଳାପାହାଡ଼ ନେତାଙ୍କୁ ଧର୍ମଶାଳାରୁ ହଟାଇ ଏକ ସୁନାର ଧର୍ମଶାଳା ଗଢିବା ନିମନ୍ତେ ସମସ୍ତ ଙ୍କ ଆଶୀର୍ବାଦ ଲୋଡ଼ିଥିଲେ ।ଏହି ଜନ ସମ୍ପର୍କ ଶୋଭାଯାତ୍ରା ରସୁଲପୁର Continue Reading
Odisha News
ଭୁବନେଶ୍ବର, ୧୭/୫: ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ଗତ ୧୫ ତାରିଖ ଦିନ ପୋଷ୍ଟର ମରାକୁ କେନ୍ଦ୍ର କରି ଘଟିଥିବା ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ସ୍ପେଶାଲ ଇନ୍ଭେଷ୍ଟିଗେସନ ଟିମ୍ (ଏସ୍ଆଇଟି) ଗଠନ ହୋଇଛି।ଏସ୍ଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ। ସାଇଣ୍ଟିଫିକ୍, ଫୋରେନ୍ସିକ୍ ଓ ଡିଜିଟାଲ ତଥ୍ୟ ଆଧାରରେ ଏହି ଘଟଣାର ତଦନ୍ତ ହେବ। ହତ୍ୟା ଘଟଣାରେ ସଂପୃକ୍ତ ଫେରାର ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ Continue Reading
Odisha News
ବ୍ରହ୍ମପୁର, ୧୭/୫: କବି ସୂର୍ଯ୍ୟନଗରରୁ ପୁଣି ବିଜେଡି ଉପରେ ବର୍ଷିଲେ ଆସାମ ମୁଖ୍ୟମନ୍ତ୍ରୀ ହମନ୍ତ ବିଶ୍ବଶର୍ମା। ସେ ଜନସଭାରେ ଉଦବୋଧନ ଦେଇ କହିଛନ୍ତି, କେନ୍ଦ୍ର ସରକାର ଓଡ଼ିଶାକୁ ମାଗଣା ଚାଉଳ ଦେଉଛନ୍ତି।ରାଜ୍ୟ ସରକାର ଓଡ଼ିଶାବାସୀଙ୍କୁ ମାଗଣାରେ ୨ଟି ଅଖା ଦେଲେ। ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଉଳ ଦେଲେ, ହେଲେ ନବୀନ ପଟ୍ଟନାୟକ ଦୁଇଟି ଅଖା ଦେଲେ। ତମେ ଡାଲି ନଚେତ୍ ଲୁଣ ଦେଇଥାନ୍ତ। ରାଜ୍ୟ ସରକାର ୨ ଅଖା ଦେଇ ଓଡ଼ିଶାବାସୀଙ୍କୁ ଅପମାନିତ Continue Reading