Home Posts tagged ODISHA (Page 487)
Odisha News
ଭୁବନେଶ୍ବର, ୧୩/୫ : : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ଲାଗି ମତଦାନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜିର ଭୋଟିଂ ଥିମ ହେଉଛି ଭୋଟ ଦେଉଛି ଓଡ଼ିଶା । ୭୩୦୩ ବୁଥରେ ଭୋଟ ଦେଉଛନ୍ତି ମତଦାତା।ସକାଳ ସାଢ଼େ ୫ ଟାରେ ମକ ପୋଲ ସମୟରେ ଇଭିଏମ ତ୍ରୁଟି ଜଣାପଡିଛି। ୫୨ ବ୍ୟାଲାଟ ୟୁନିଟ ବଦଳା ଯାଇଛି। କଳାହାଣ୍ଡିରେ ୧୦ ଇଭିଏମ୍ ଖରାପ ଥିବା […]Continue Reading
Odisha News
ଭୁବନେଶ୍ବର, ୧୩/୫: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ବିନମ୍ର ନିବେଦନ କରିଛନ୍ତି। ନିଜର ମତଦାନ ଅଧିକାରକୁ ସ୍ପଷ୍ଟ ଭାବେ ସାବ୍ୟସ୍ତ କରିବାକୁ ସେ ଆହ୍ବାନ ଦେଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ କହିଛନ୍ତି, ଆଜି ଓଡ଼ିଶାରେ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି। ମୁଁ ରାଜ୍ୟବାସୀଙ୍କୁ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବାକୁ ଆହ୍ବାନ Continue Reading
Odisha News
ଭୁବନେଶ୍ୱର,୧୩/୫: ଆଜି ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ ମହାକୁମ୍ଭ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ।ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ।ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୨/୫: କନ୍ଧମାଳରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କନ୍ଧମାଳ ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୋଦୀ। କନ୍ଧମାଳ ଆସି ଯେଉଁ ଆଶୀର୍ବାଦ ମିଳିଛି ତାହା ଜୀବନରେ କେବେ ଭୁଲି ପାରିବିନି ବୋଲି କହିଛନ୍ତି ମୋଦୀ।ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା ‘ ପାଟଖଣ୍ଡା ଓ ମା’ ନାରାୟଣୀଙ୍କୁ ପ୍ରଣାମ ଜଣାଇ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଯିଙ୍କ ରିପୋର୍ଟବଲାଙ୍ଗୀର, ୧୨/୫: ବଲାଙ୍ଗୀର ସହର ର ସ୍ଥାନୀୟ ପଥରଚେପା ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ବିଜୟ ସଂକଳ୍ପ ସମାବେଶ ଅପରାହ୍ନ ୧୨ ଟା ରେ ଅନୁଷ୍ଠିତ ହୋଇଯାଇଛି।ମୋଦି ସଭସ୍ଥଳି କୁ ପହଞ୍ଚୁ ପହଞ୍ଚୁ ମୋଦି ନାରାରେ ସଭା ସ୍ଥାନ ଗର୍ଜି ଉଠିଥିଲା।ମୋଦି ମଧ୍ୟ ସଭସ୍ଥଳୀ ରେ ପହଞ୍ଚିବା କ୍ଷଣି ଗର୍ଜୀ ଉଠିଥିଲେ।ପ୍ରଧାନମନ୍ତ୍ରୀ ମୋଦି ପହଞ୍ଚିବା ପରେ ତାଙ୍କୁ ବଲାଙ୍ଗୀର ବିଜେପି ଦଳ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୫: ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତ ବର୍ଷର ଦ୍ଵିତୀୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।ଜାତୀୟ ଆଇନ ସେବା ପ୍ରାଧକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଚିଠି ଅନୁଯାଇ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଗଜପତି ଜିଲ୍ଲା ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତରହି ବିଭନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ […]Continue Reading
Odisha News
ବରଗଡ଼, ୧୧/୫: କନ୍ଧମାଳ, ବଲାଙ୍ଗୀର ପରେ ବରଗଡ଼ରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବରଗଡ଼ରେ ଜନସଭା ଆରମ୍ଭରୁ ବିଜେଡି ସରକାରଙ୍କୁ ସିଧା ହମଲା କରିଛନ୍ତି ମୋଦି।ସେ କହିଛନ୍ତି, ୨୫ ବର୍ଷ ଭିତରେ ବିଜେଡି ସରକାର ଗରିବୀରୁ ବାହାରକୁ ଆଣିପାରିନି। ସାରା ଓଡ଼ିଶାରେ ବିଜେଡି ପ୍ରତି ଲୋକଙ୍କ ପ୍ରବଳ ରାଗ ରହିଛି। ଓଡ଼ିଆରେ ମୋଦି କହିଛନ୍ତି ଆଉ କେତେ ଦିନ ସହିବ ଓଡ଼ିଶା।ନାଁ ନ ନେଇ ମୋଦି କହିଛନ୍ତି, ଓଡ଼ିଶାରେ ସରକାର ପୂରା ଆଉଟ ସୋର୍ସ ହୋଇଯାଇଛି। Continue Reading
Odisha News
ଫୁଲବାଣୀ, ୧୧/୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ୍ ଇଞ୍ଜିନ ସରକାର। ଜୁନ୍ ୧୦ରେ କେହି ଓଡ଼ିଆ ପୁଅ ବା ଝିଅ ମୁଖ୍ୟମନ୍ତ୍ରୀ ହେବେ। ଶପଥଗ୍ରହଣଲାଗି ମୁଁକନ୍ଧମାଳବାସୀଙ୍କୁ ନିମନ୍ତ୍ରଣ ଦେଉଛି। ସେଥିପାଇଁ ଓଡ଼ିଶାରୁ ୨୧ ବିଜେପି ସାଂସଦଙ୍କୁ ଜିତାଇବାକୁ ପଡ଼ିବ।କନ୍ଧମାଳ ବିଜେପି ଲୋକସଭା ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ ଓ ବିଧାୟକ ପ୍ରାର୍ଥୀଙ୍କୁ ବହୁ ଭୋଟରେ ଜିତାଇବାକୁ ନିବେଦନ କରୁଛି। କନ୍ଧମାଳକୁ ଆସି ମୋତେ ଯେଉଁ ଆଶୀର୍ବାଦ ମିଳିଲା ତାହା ମୁଁ ସାରା ଜୀବନ Continue Reading
Odisha News
ଭୁବନେଶ୍ୱର,୧୧/୫: ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ମଧ୍ୟ ବେଶ୍ ଉତ୍ସାହଜନକ ରହିଥିଲାବେଳେ ସର୍ବଭାରତୀୟ ସ୍ତରରେ ସୁନା କାରବାର ୧୫ରୁ ୨୦% ବୃଦ୍ଧି ପାଇଛି ବୋଲି ଇଣ୍ଡିଆନ ବୁଲିଅନ ଆଣ୍ଡ ଜୁଏଲର୍ସ ଆସୋସିଏସନ ପକ୍ଷରୁ ଆକଳନ କରାଯାଇଛି।ଏପରିକି ଓଡ଼ିଶା ବଜାରରେ ମଧ୍ୟ ୧୦୦ କୋଟିରୁ ଅଧିକ ଟଙ୍କାରେ ସୁନା କାରବାର ହୋଇଥିବା ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନଗୁଡିକ ପକ୍ଷରୁ ସୂଚନା ଦିଆଯାଇଛି।ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷର ଅକ୍ଷୟ ତୃତୀୟା Continue Reading