Home Posts tagged ODISHA (Page 489)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୫: ଗତ ଦୁଇଦିନ ଧରି ଦେଶାଇ ଫାଉଣ୍ଡେସନ ସହାୟତା ରେ ସିସିଡି: ଅନୁଷ୍ଠାନ ପକ୍ଷରୁ ରାୟଗଡ଼ ବ୍ଲକର , ଆଲଝୋଲ ଗ୍ରାମରେ ଶିଶୁ ମାନଙ୍କୁ ନେଇ ଏକ “ଗ୍ରୀଷ୍ମ କାଳୀନ ଶିବିର” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଦେଶାଇ ଫାଉଣ୍ଡେସନର ପ୍ରୋଗାମ ସଂଯୋଜକ ଶ୍ରୀ ବିଜୟ ପ୍ରଧାନ , କାର‌୍ୟ୍ୟକ୍ରମର ଶୁଭାରମ୍ଭ କରିବା ସହ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ ।ମୁଖ୍ୟତଃ ଖରା Continue Reading
Odisha News
ଭବାନୀପାଟଣା, ୮/୫: ଓଡ଼ିଶାରେ ବିଜେପି ସରକାର ଆସିଲେ, ଧନୀ ଗରିବ ସମସ୍ତଙ୍କୁ ମିଳିବ ଆୟୁଷ୍ମାନ୍ ସ୍ବାସ୍ଥ୍ୟ କାର୍ଡ। ଆଜି ଭବାନୀପାଟଣାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇ ଏହା କହିଛନ୍ତି, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ।ସେ କହିଛିନ୍ତି, ଆମେ ଯାହା କହୁ, ତାହା କରୁ। ଏହା ଆମ ଚରିତ୍ର। ଆମେ ୩୭୦ ହଟାଇବୁ କହିଥିଲୁ, ହଟାଇଲୁ। ରାମ ମନ୍ଦିର ନିର୍ମାଣ କରିବାକୁ କହିଥିଲୁ, କରିଲୁ। ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ସରକାର ଓ ୨୫ ବର୍ଷ […]Continue Reading
Odisha News
ଭୁବନେଶ୍ୱର, ୮/୫ : ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହୋଇଛି ୩ କେଜିରୁ ଅଧିକ ସୂଚନା। ଜବତ ସୁନାର ମୂଲ୍ୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ। ଦୁବାଇରୁ ଭୁବନେଶ୍ୱର ଆସିଥିବା ୪ ଜଣ ଯାତ୍ରୀଙ୍କ ଠାରୁ ମୋଟ ୩ କେଜି ୭୭ ଗ୍ରାମର ତରଳ ସୁନା ଜବତ ହୋଇଛି। ଏମାନେ ମଳଦ୍ୱାରରେ ତରଳ ସୁନାକୁ କ୍ୟାପସୁଲ ମାଧ୍ୟମରେ ରଖି ଚାଲାଣ କରୁଥିବା ବେଳେ କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ଏହାକୁ ଜବତ କରିଛି।ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୮/୫ : ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନୟାଗଡ଼ ପୋଲସି ପ୍ରଶାସନ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ କ୍ୟାମ୍ପ କରାଯାଇ ଚାଲିଛି କଡ଼ାକଡି ଯାଞ୍ଚ।ବିଳମ୍ବିତ ରାତି ଯଥା ୧ଟା ୨ଟା ରାତି ପର୍ଯ୍ୟନ୍ତ ନୟାଗଡ଼ ଏସପି ରାହୁଲ ଜୈନ ନିଜେ ଉପସ୍ଥିତ ରହି ସମସ୍ତ ଯାନବାହାନର କରୁଛନ୍ତି ଯାଞ୍ଚ।ଡ୍ରଙ୍କ ଆଣ୍ଡ ଡ୍ରାଇଭ ସହିତ ଗାଡ଼ି ଚଲାଉଥିବା ବେଳେ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ଉପରେ ନୟାଗଡ଼ ପୋଲିସର କଡ଼ା Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର,୮/୫: ଏକ ଦିବସୀୟ ରାଜ୍ୟ ପେନକାକ୍ ଶିଲାଟ ଚାମ୍ପିଅନସିପ ପ୍ରତିଯୋଗିତା ଝାରସୁଗୁଡ଼ା ର କକ୍ସ କଲୋନୀ ପରିସରରେ ଥିବା ଜ୍ୟୋତି ହଲ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରତିଯୋଗିତାରେ ଓଡ଼ିଶା ର ୧୫ ଟି ଜିଲ୍ଲା ରୁ ୧୮୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।ସେହିଭଳି ବଲାଙ୍ଗୀର ଜିଲ୍ଲା ପେନକାକ ସିଲଟ ଆସୋସିଏସନ୍ ରୁ ୨ ଜଣ ପ୍ରତିଯୋଗୀ ଗୁରୁ ପ୍ରଶାନ୍ତ ପାତ୍ର ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ରେ ଏହି Continue Reading
Odisha News
ଭୁବନେଶ୍ୱର,୮/୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍ମିଟ୍ ଡକାଇଛନ୍ତି। ଏହି ପ୍ରେସ୍ମିଟ୍ରେ ସେ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି। ଏଥର ଓଡ଼ିଶାରେ ପୁଣିଥରେ ନବୀନ ସରକାର କ୍ଷମତାକୁ ଆସିବ ବୋଲି ପାଣ୍ଡିଆନ୍ ଦୃଢୋକ୍ତି ପ୍ରକାଶ କରିଛନ୍ତି।୧୯୯୯ ମହାବାତ୍ୟା କହି ଟିକେ ଭାବପ୍ରବଣ ହୋଇପଡିଛନ୍ତି। ସେ କହିଛନ୍ତି, ମହାବାତ୍ୟା ପରେ ଓଡ଼ିଶାକୁ ପୁରୁଣା ଲୁଗା ରିଲିଫରେ ଆସିଥିଲା। ସେଥିପାଇଁ ମୁଖ୍ୟମନ୍ତ୍ରୀ ଏକଦା Continue Reading
Odisha News
କଣ୍ଟାବାଞ୍ଜି/ସିନ୍ଧେକେଲା, ୭/୫: ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଭବାନୀପାଟଣା – ରାଇପୁର ୧୬ ନମ୍ବର ରାଜ୍ୟ ରାଜପଥର ଶୁଣ୍ଢିମୁଣ୍ଡା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ। ମିଳିଥିବା ସୁଚନା ଅନୁଯାୟୀ ଆଜି ମଙ୍ଗଳବାର ଭୋର ସମୟ ୩ ଟା ରୁ ୪ ଘଣ୍ଟା ସମୟରେ ଶୁଣ୍ଢିମୁଣ୍ଡା ଗ୍ରାମର ଭୁଦେବ ଗହୀର (୩୫) କୌଣସି କାମ ପାଇଁ ଘରୁ ଚାଲିଚାଲି ବାହାରକୁ ଯାଇଥିବା ବେଳେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଘଟଣାସ୍ଥଳରେ ହିଁ ମୃତ୍ୟୁ […]Continue Reading
Odisha News
ବ୍ରହ୍ମପୁର,୬/୫: ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର। ଜୁନ୍ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି। ଜୁନ୍ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ ଏବଂ ଜୁନ୍ ୧୦ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କରିବେ। ସୋମବାର ବ୍ରହ୍ମପୁରରେ ଏଭଳି ଦମ୍ଭୋକ୍ତି ଦେଖାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଜୟ ଜଗନ୍ନାଥ ଜୟ ଜଗନ୍ନାଥ, ଜୟ ଶ୍ରୀରାମ, ଭାରତମାତାକି ଜୟ। ସବୁ ଦାଦା, ଭାଇ, ଭଉଣୀ ଓ ମାଆମାନଙ୍କୁ ମୋର ନମସ୍କାର Continue Reading