ଭୁବନେଶ୍ୱର,୪/୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି। ତାଲିକାରେ ସୋନିଆ, ରାହୁଲ, ପ୍ରିୟଙ୍କା, ଖାର୍ଗେ, ରେବନ୍ତ ରେଡ୍ଡୀ, ଭୂପେଶ ବଘେଲ, ସଚିନ ପାଇଲଟଙ୍କ ଭଳି ନାଁ ତାଲିକାରେ ରହିଛି।ତାଲିକାରେ ଅଳକା ଲାମ୍ବା, କହ୍ନେୟା କୁମାର, ମିନାକ୍ଷୀ ନଟରାଜନ, ଅଜୟ କୁମାର, ଶରତ ପଟ୍ଟନାୟକ, ନରସିଂହ Continue Reading
ଭୁବନେଶ୍ବର, ୪/୫: ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି କଂଗ୍ରେସ ଟିକେଟ୍ ଫେରାଇଥିବା ଜଣାଯାଇଛି। ପୁରୀ କଂଗ୍ରେସ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଏନେଇ କହିଛନ୍ତି ଯେ ସେ ଯେଉଁଆଡ଼େ ଯାଉଛନ୍ତି, ସେଠି ଲୋକଙ୍କ ଶ୍ରଦ୍ଧା ମିଳୁଛି, କିନ୍ତୁ ଅର୍ଥ ନଥିଲେ ନିର୍ବାଚନ ପ୍ରଚାର ସମ୍ଭବ ନୁହେଁ।ଦଳ ପକ୍ଷରୁ କୌଣସି ଆର୍ଥିକ ସହାୟତା ନ ମିଳିବା କାରଣରୁ ସେ ଟିକେଟ ଫେରାଇବା ଲାଗି ନିଷ୍ପତ୍ତି ନେଇଛନ୍ତି। ସୁଚରିତା ମହାନ୍ତି ଆହୁରି କହିଛନ୍ତି ଯେ ସେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୫;ବାଲିଗୁଡା ଓ ଜି ଉଦୟଗିରୀ ବିଧାବସଭା ଆସନ ନିମନ୍ତେ ଆଜି ଶେଷ ଦିନ ନାମାଙ୍କନ ପତ୍ରର ଦାଖଲ ର ଥିଲା । ଶେଷ ଦିନରେ ବାଲିଗୁଡାରୁ ତିନି ଜଣ ପାର୍ଥୀ ଓ ଜି ଉଦୟଗିରୀ ଆସନ ନିମନ୍ତେ ଦୁଇ ଜଣ ପାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।ବାଲିଗୁଡାରୁ ବିଜେପି ଦଳର ପାର୍ଥୀନୀ କଳ୍ପନା କହଁର ଆଜି ହନୁମାନ ମନ୍ଦିର ପରିସରରୁ ଏକବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ ଏବଂ ଉପଜିଲ୍ଲାପାଳ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୪/୫: ଗଜପତି ଜିଲ୍ଲାରେ ଚଳିତ ମାସର ଆସନ୍ତା ୧୩ ତାରିଖ ଦିନ ଉଭୟ ଲୋକସଭା ଓ ବିଧାନସଭା ପାଇଁ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ ।ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଅଞ୍ଚଳରେ ଶାନ୍ତି ରକ୍ଷା ସହ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଏବଂ ଆଇନ ଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଗଜପତି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗ-ମାର୍ଚ୍ଚ କାର୍ଯ୍ୟକ୍ରମ କରାଯାଉଛି ।ଗଜପତି ଜିଲ୍ଲାର ପ୍ରତ୍ୟେକ ଥାନା ଅଞ୍ଚଳରେ ପୋଲିସ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୪/୫: ନୟାଗଡ଼ ନିର୍ବାଚନ ମଣ୍ଡଳୀ ରୁ କଂଗ୍ରେସ୍ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ରଣଜିତ୍ ଦାସ । ନୟାଗଡ଼ ସହରରେ ଏକ ହଜାର କର୍ମୀ ଙ୍କୁ ନେଇ ଆଜି ସେ ନାମାଙ୍କନ ଦାଖଲ କରିଛନ୍ତି ।ବାଜା ବାଣ ମାଧ୍ୟମରେ ଏକ ପଟୁଆର କରି ଚାଲି ଚାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ ।କର୍ମୀଙ୍କ ସହିତ କଂଗ୍ରେସ ନେତା ହୁସେନ ଖାଁ ଓ କମଳ ଚରଣ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ ।ନୟାଗଡ଼ ନିର୍ବାଚନ ମଣ୍ଡଳୀ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୫: ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଥିବା ବେଳେ ଗତ ସୋମବାର ଦିନ ବିଜେଡି ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ବୁଧବାର ଦିନ ବିଜେପି ଦଳ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ଆଜି କଂଗ୍ରେସ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରାଯାଇଛି । କଂଗ୍ରେସ ପକ୍ଷରୁ ବୌଦ୍ଧ ନିର୍ବାଚନ ମଣ୍ଡଳୀ ପାଇଁ ବିଧାୟକ ପ୍ରାର୍ଥୀ ଜିଲ୍ଲା ସଭାପତି ନବ କୁମାର ମିଶ୍ର ପ୍ରାର୍ଥୀପତ୍ର ଦାଖଲ […]Continue Reading
ଭୁବନେଶ୍ବର,୩/୫: ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ରାଜନୀତି ଓ ପ୍ରଚାର ସରଗରମ ହେଉଛି। ଯାଜପୁର ଜିଲ୍ଲା କୋରେଇ ବିଧାନସଭା ଆସନ ପାଇଁ ମଧ୍ୟ ପ୍ରଚାର ଜମୁଛି।ଏହି ଆସନରେ ବିଜେଡି ପ୍ରଣବ ପ୍ରକାଶ ଦାସଙ୍କ ମା’ ସନ୍ଧ୍ୟାରାଣୀ ଦାସଙ୍କୁ ପ୍ରାର୍ଥୀ କରିଥିବା ବେଳେ ଆକାଶ ଦାସ ନାୟକଙ୍କୁ ବିଜେପି ପ୍ରାର୍ଥୀ କରିଛି। କଂଗ୍ରେସ ଟିକେଟ୍ରେ ବନ୍ଦିତା ପରିଡ଼ା ପ୍ରାର୍ଥୀ ହୋଇଛନ୍ତି। ତେବେ ଆକାଶ ଦାସଙ୍କ ପାଇଁ ପ୍ରଚାର ମୈଦାନକୁ Continue Reading
ବରୀ, ୩/୫: ଯାଜପୁର ଜିଲ୍ଲା ବରୀରୁ ନିର୍ବାଚନ ଲଢ଼ିବେ ଦେବାଶିଷ ନାୟକ। ବିଜେପି ଛାଡ଼ି ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ହେଉଛି। ବିଜେପିରୁ ଟିକେଟ୍ ନମିଳିବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଦେବାଶିଷ। ଗତକାଲି ବରୀରୁ ଉମେଶ ଜେନାଙ୍କୁ ପ୍ରାର୍ଥୀ କରିଛି ଭାରତୀୟ ଜନତା ପାର୍ଟି। ବିଜେପି ଟିକେଟରେ ନିର୍ବାଚନ ଲଢ଼ିବା ନେଇ କିଛି ଦିନ ତଳେ ବିଜେଡ଼ି ଛାଡ଼ିଥିଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ।ଏବେ ଟିକେଟ ନ ମିଳିବା ପରେ ସାମାଜିକ ଗଣମାଧ୍ୟମରେ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୩/୫: ନୟାଗଡ଼ ବିଜେପି ବିଧାୟକ ପ୍ରାର୍ଥୀନୀ ପ୍ରତ୍ୟୁଷା ରାଜେଶ୍ବରି ସିଂଙ୍କୁ ସୋସିଆଲ ମିଡିଆରେ ଅଶ୍ଳୀଳ କଟାକ୍ଷ କରାଯାଇଥିବା ବିଜେପି ଅଭିଯୋଗ କରିଛି।ଏହାକୁ ନେଇ ନୟାଗଡ଼ରେ ଶତାଧିକ ମହିଳାଙ୍କ ବିରୋଧ ପ୍ରଦର୍ଶନ କରାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ବିଜେପି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି।ସୂଚନା ଅନୁଯାୟୀ, ଆମ ପାଇଁ ବଡ଼ ଆମ ନୟାଗଡ଼ ଫେସବୁକ୍ ଆଇ ଡି ରୁ ନୟାଗଡ଼ ରାଣୀଙ୍କୁ ପୁତନା ବୋଲି କହିବା ସହ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୩/୫: ଗଜପତି ଜିଲ୍ଲାରେ ଚଳିତ ମାସର ଆସନ୍ତା ୧୩ ତାରିଖ ଦିନ ପାରଳାଖେମୁଣ୍ଡି ଓ ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଅନୁଷ୍ଠିତ ହେବ ।ଏହି ପରିପ୍ରେକ୍ଷୀରେ ନିର୍ବାଚନ ବେଳେ ଜିଲ୍ଲାବ୍ୟାପୀ ମତଦାନ ହାରକୁ ଅଧିକରୁ ଅଧିକ ବଢାଇବା ଉଦ୍ଦେଶ୍ୟ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଭୋଟର ସଚେତନତା ପାଇଁ ଆଜି ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।ନିଶ୍ଚିତ ଭୋଟ ଦେବା ପାଇଁ ସମସ୍ତଙ୍କୁ ଅନୁରୋଧ କରାଯିବା Continue Reading




