Home Posts tagged ODISHA (Page 492)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୫ : ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲିଗୁଡା ଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ସେମାନଙ୍କୁ ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି। କନ୍ଧମାଳ ସାଂସଦ ପ୍ରାର୍ଥୀ ଡକ୍ଟର ଅଚ୍ୟୁତ ସାମନ୍ତ ଏବଂ ବାଲିଗୁଡା ବିଧାନସଭା ପ୍ରାର୍ଥୀ ଶ୍ରୀ ଚକ୍ରମଣି କହଁରଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ କହିଛନ୍ତି।ବିରୋଧୀ ଦଳଙ୍କୁ ସିଧା ସଳଖ ଆକ୍ରମଣ Continue Reading
Odisha News
ଭୁବନେଶ୍ୱର, ୨/୫: ଆଉ ୬ଟି ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଘସିପୁରାରୁ ଦଳ ଶମ୍ଭୁନାଥ ରାଉତଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ବେଗୁନିଆରୁ ପ୍ରକାଶ ରଣବିଜୁଳିଙ୍କୁ ଟିକେଟ ଦେଇଛି।ଘସିପୁରରାରୁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ କରିବ ବୋଲି କିଛି ଦିନ ହେବ ଚର୍ଚ୍ଚା Continue Reading
Odisha News
ଭୁବନେଶ୍ବର,୨/୫: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ଥିବା ବେଳେ ପାଗରେ ପରିବର୍ତ୍ତନ ହେତୁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।କିନ୍ତୁ ପଶ୍ଚିମ ଓଡ଼ିଶାରେ ତାତିରୁ ତ୍ରାହି ମିଳିପାରି ନାହିଁ। ଝାରସୁଗୁଡ଼ାରେ ଆଜି ଦିନ ୨ଟା ୩୦ରେ ସର୍ବାଧିକ ତାପମାତ୍ରା ୩୨.୬ ଡିଗ୍ରି ରେକର୍ଡ ହୋଇଛି।ରାଜଧାନୀ ଭୁବନେଶ୍ବରର ତାପମାତ୍ରା ହ୍ରାସ ପାଇଛି। ୧୭ ଦିନ ପରେ ୪୦ ଡ଼ିଗ୍ରି ତଳକୁ ଖସିଛି ରାଜଧାନୀ ତାତି। ୧୯୬୯ ମସିହା ଠାରୁ ଆଜି ମଧ୍ୟରେ ଏପ୍ରିଲ ମାସରେ ପ୍ରଥମ ଥର ପାଇଁ Continue Reading
Odisha News
ଭୁବନେଶ୍ବର,୨/୫: ବିଜେଡିର ବହୁ ପ୍ରତିକ୍ଷୀତ ଅବଶିଷ୍ଟ ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରୁ ବିଧାନସଭା ପ୍ରାର୍ଥୀ ଘୋଷଣା କରାଯାଇଛି।କୋରେଇରୁ ସନ୍ଧ୍ୟାରାଣୀ ଦାସ ପ୍ରାର୍ଥୀ ହୋଇଥିବାବେଳେ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରି ଆସନରୁ ସୁକାନ୍ତ କୁମାର ନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ସନ୍ଧ୍ୟାରାଣୀ ଦାସ ବିଜେଡି ସଂଗଠନ ସମ୍ପାଦକ ବବି ଦାସଙ୍କ ମା’।ସେହିପରି ଦେବଗଡ଼ ବିଧାନସଭା ଆସନରେ Continue Reading
Odisha News
ବଲାଙ୍ଗୀର, ୨/୫: ଗୁରୁବାର ବଲାଙ୍ଗୀରର କଣ୍ଟାବାଞ୍ଜି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିଛନ୍ତି ।ଗଞ୍ଜାମର ହିଞ୍ଜିଳି ବିଧାନସଭା ଆସନ ପରେ ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କରିଛନ୍ତି।ଶୋଭାଯାତ୍ରାରେ ଟିଟଲାଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।Continue Reading
Odisha News
ସୁନ୍ଦରଗଡ଼,୨/୫: ପାରିବାରିକ କଳହର ଉଗ୍ର ରୂପ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ମାମୁକୁ ଜଣେ ବ୍ୟକ୍ତି ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅନ୍ତର୍ଗତ ଗୌଡୁଣିପୋଷ ଗାଁ ପତଳା ସାହିରେ ଏହି ହତ୍ୟାକାଣ୍ଡ ଘଟିଛି।ମୃତକ ଜଣକ ହେଉଛନ୍ତି କେନାପାଲି ଗାଁର ଶୁବନ୍ କଂଶରିଆ। ମାମୁକୁ ହତ୍ୟା କରିବା ପରେ ଭଣଜା ଠୁରୁ ଧୀବର ପୁଲିସ ନିକଟରେ ଆତ୍ମସର୍ମପଣ କରିଛି।ମାମୁ ଶୁବନ୍ ଭଣଜା ଘରକୁ ବୁଲିବାକୁ ଯାଇଥିଲେ। କୌଣସି Continue Reading
Odisha News
ଭୁବନେଶ୍ବର, ୧/୫: ରାଜଧାନୀରେ ପୁଣି ଲୁଟ୍। ତାହା ପୁଣି ଦିନ ଦ୍ୱିପ୍ରହରେ। ସ୍ମାସିର୍ଟିରେ ପୁଲିସ ଆଖିରେ ଧୁଳିଦେଇ ଲୁଟିନେଲେ ଲୁଟେରା।ଘରେ ପଶି କଳାକନା ବୁଲେଇକି ଚାଲିଗଲେ। ଏଭଳି ଅଭିଯୋଗ ଆସିଛି ଏୟାର ଫିଲଡ ଥାନା କେଉଟ ସାହିର ୧୯୭୩ ନମ୍ବର ପ୍ଳଟ ରୁ।କେଉଟ ସାହିର ବାସିନ୍ଦା ଅଟନ୍ତି ରିନା ପ୍ରଧାନ। ରିନା ଆଜି ଦିନ ପ୍ରାୟ ୧୨ ଟା ସମୟରେ ଝିଅର ସେମିଷ୍ଟାର ପଇସା ଜମାକରିବା ପାଇଁ କଲେଜକୁ ଯାଇଥିଲେ।ଯିବାବେଳେ ଘରର ୩ଟି ଗେଟ୍ରେ ତଲା ପକାଇ […]Continue Reading
Odisha News
ଭୁବନେଶ୍ବର,୧/୫: ପାଣିପାଗରେ ପରିବର୍ତ୍ତନ ହୋଇଛି। ଭୁବନେଶ୍ବର, କଟକ ଓ ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ପ୍ରଭାବରେ ଆଜି ସନ୍ଧ୍ୟାରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହୋଇଛି।ଗତକାଲିର ତୁଳନାରେ ତାପମାତ୍ରା ହ୍ରାସ ପାଇଛି। ଭୁବନେଶ୍ବରରେ ପୂର୍ବାହ୍ଣ ସମୟରେ ଯଦିଓ ଖରା ହୋଇଛି, ଅପରାହ୍ଣ ପର ଠାରୁ ଲୋକଙ୍କୁ ପ୍ରବଳ ଖରାରୁ ଆଶ୍ବସ୍ତି ମିଳିଛି।ଆସନ୍ତାକାଲି ଠାରୁ କିଛି ଦିନ ପାଇଁ ତାପମାତ୍ରା ହ୍ରାସ ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ Continue Reading
Odisha News
ରାଉରକେଲା /କୋଇଡା, ୧/୫: ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ୍ କେ ବଲାଙ୍ଗ ଥାନା ଚୁନା ଘାଟିରେ ଦୁର୍ଘଟଣା ଘଟିଛି। ଏହାଫଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲ୍ପର ଆହତ ହୋଇଛନ୍ତି। ମଧ୍ୟ ରାତ୍ରରେ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି।ଲୁହା ପଥର ବୋଝେଇ ଟ୍ରକର ବ୍ରେକ ଫେଲ ହେବାରୁ ସାମ୍ନାରେ ଥିବା ଏକ ଲୁହାପଥର ବୋଝେଇ ଟ୍ରକ କ୍ଷିପ୍ର ଗତିରେ ଆସି ଧକ୍କା ଦେଇଥିଲା। ଏହା ଫଳରେ ଗାଡ଼ିରେ ଚାପି ହୋଇ ଘଟଣାସ୍ଥଳରେ ଚାଳକର ମୃତ୍ୟୁ ହୋଇଛି।ଦୁଇ ଘଣ୍ଟାର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା ,୧/୫: ଦ୍ଵିତୀୟ ପର୍ଯ୍ୟାୟ ର ପଞ୍ଚମ ଦିନରେ ତିନି ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ପ୍ରବଳ ରୌଦ୍ରତାପ ସତ୍ବେ ହଜାର ହଜାର ସମର୍ଥକଙ୍କ ଗହଣ ରେ ଶୋଭାଯାତ୍ରା ଓ ପଟୁଆର କରି କନ୍ଧମାଳ ଜିଲ୍ଲା ଜି ଉଦୟଗିରୀ ବିଧାନସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ ଚନ୍ଦ୍ର ପ୍ରଧାନ, ଆମ ଆଦମୀ ପାର୍ଟି ପକ୍ଷରୁ ଯୌବନ ମଲ୍ଲିକ ଓ ବହୁଜନ ମୁକ୍ତି ପାର୍ଟି ପକ୍ଷରୁ ପ୍ରଦୀପ […]Continue Reading