Home Posts tagged ODISHA (Page 493)
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୩୦/୪ : ଶତ ପ୍ରତିଶତ ଭୋଟଦାନ ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ଶ୍ରୀ ଆଶୀଷ ଠାକରେଙ୍କ ତତ୍ତ୍ୱାବଧାନରେ ବାଲେଶ୍ୱର ଜିଲ୍ଲା ପ୍ରଶାସନର ଅନନ୍ୟ ପ୍ରୟାସ । ଅନ୍ତର୍ଭୁକ୍ତିକରଣ ନିର୍ବାଚନ ନିମନ୍ତେ ପ୍ରତୀକାତ୍ମକଭାବେ ସମାଜର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ବୟସ୍କ ଭୋଟର, ଭିନ୍ନକ୍ଷମ, ମହିଳା ଓ କିନ୍ନର ମତଦାତାଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାର ସୁନିଶ୍ଚିତ କରିବା ପାଇଁ ଆହ୍ୱାନ ରଖିଛି Continue Reading
Odisha News
ଭୁବନେଶ୍ୱର,୩୦/୪:ରାଜନୈତିକ ମହଲରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟୁଛି। ସେହି ଚର୍ଚ୍ଚାକୁ ଆଜି ବଳ ଦେଇଛନ୍ତି ଖୋଦ୍ ସୌମ୍ୟରଞ୍ଜନ ପଟ୍ଟନାୟକ।କେନ୍ଦୁଝର ଜିଲ୍ଲା ଘସିପୁରା ବିଧାନସଭା ଆସନରୁ ଲଢ଼ିପାରନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଆଜି ସେ ଏନେଇ ଇଙ୍ଗିତ କରିଛନ୍ତି। ଘଟଗାଁ ମା’ ତାରିଣୀଙ୍କ ଦର୍ଶନ ଅବସରରେ ଗଣମାଧ୍ୟମକୁ ସେ ଏନେଇ ସୂଚନା ଦେଇଛନ୍ତି।ଗଣମାଧ୍ୟମକୁ ଶ୍ରୀ ପଟ୍ଟନାୟକ କହିଛନ୍ତି, ଏଠାରୁ ଲଢ଼ିବାକୁ ବିଜେପି ତରଫରୁ ପ୍ରସ୍ତାବ Continue Reading
Odisha News
ଭୁବନେଶ୍ବର, ୩୦/୪: ରାଜଧାନୀର ବିମାବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ ହୋଇଥିବାର ଖବର ମିଳିଛି। ୨ଜଣ ବ୍ୟକ୍ତିଙ୍କ ଲଗେଜରୁ ଜବତ ହୋଇଛି ଏହି ଟଙ୍କା। ଲଗେଜ ସ୍କାନି ବେଳେ ଧରା ପଡ଼ିଛି ଏହି ଟଙ୍କା।ଦୁଇ ଲୋକଙ୍କ ଭିତରୁ ଜଣେ ଦିଲ୍ଲୀ ଓ ଆଉଜଣେ ଚେନ୍ନାଇର ବ୍ୟକ୍ତି ହୋଇଥିବା ଜଣାପଡ଼ିଛି । ନିର୍ବାଚନ ସମୟରେ ଜବତ ହୋଇଥିବା ଏହି ଟଙ୍କ । ଜଣେ ପ୍ରତିଷ୍ଠିତ ବ୍ୟବସାୟଙ୍କର ବୋଲି ସୂଚନା ରହିଛି। ଟଙ୍କା ଜବତ ପରେ ଏନେଇ ଆୟକର ବିଭାଗ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୪:ବୌଦ୍ଧଜିଲ୍ଲାରେ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନିର୍ବାଚନ ଉଷ୍ମତା ସେତିକି ବୃଦ୍ଧି ପାଉଛି । ଗତ ୨୬ ତାରିଖ ଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆଜି ବିଜେଡି ପ୍ରାର୍ଥୀପତ୍ର ଦାଖଲ କରିଛି । ଜିଲ୍ଲାର ବୌଦ୍ଧ ନିର୍ବାଚନ ମଣ୍ଡଳି ଓ କଣ୍ଟାମାଳ ନିର୍ବାଚନ ମଣ୍ଡଳି ପାଇଁ ଆଜି ବିଜେଡି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବୌଦ୍ଧ ନିର୍ବାଚନ ମଣ୍ଡଳି ପାଇଁ ବିଜେଡି Continue Reading
Odisha News
ଭୁବନେଶ୍ବର, ୨୯/୪: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କଟକକୁ ରେଡ୍ ଆଲର୍ଟ ଜାରି ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ବର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ବାଲେଶ୍ୱର ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରି ସେଲସିଅସ୍ ରେକର୍ଡ କରାଯାଇଛି ।ସେହିପରି କେନ୍ଦୁଝରରେ ୪୧ ଡିଗ୍ରି , ଭୁବନେଶ୍ୱରରେ ୪୦.୪, ଝାରସୁଗୁଡ଼ାରେ ୩୯.୮, Continue Reading
Odisha News
ବାରିପଦା, ୨୯/୪ : ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ରିଜିଓନାଲ୍ ଅଫିସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କ ଅଫ୍ ଇଣ୍ଡିଆର କାର‌୍ୟ୍ୟାଳୟ ଥିବା ତୃତୀୟ ମହଲାରେ ନିଆଁ ଲାଗିଯାଇଛି। ୩ ଜଣଙ୍କୁ ଅସୁସ୍ଥ ଅବସ୍ଥାରେ ଉଦ୍ଧାର କରାଯାଇଛି। ୩ ଅସୁସ୍ଥ ମଧ୍ୟରେ ଜଣେ ମହିଳା ସମେତ ୨ଜଣ ପୁରୁଷ ଥିବା ଜଣାଯାଇଛି।ନିଆଁକୁ ଆୟତ୍ତ କରିବା ପାଇଁ ୨ଟି ଅଗ୍ନିଶମ ବାହିନୀ ନିୟୋଜିତ ଅଛନ୍ତି। ବ୍ୟାଙ୍କ ଭିତରେ ଅନେକ କର୍ମଚାରୀ ଫଶି ରହିଥିବା ଆଶଙ୍କା କରାଯାଉଛି। ଧୂଆଁ ଅଧିକ Continue Reading
Odisha News
ଭୁବନେଶ୍ୱର, ୨୯/୪ : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ।ଏହି ସବୁ ଆସନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ।ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର Continue Reading
Top Stories
By Our Correspondent Bhubaneswar,Apr 28: In a significant development in the Odisha real estate sector, Harshpriya Neelachala, a collaboration between Harshpriya Group and Neelachala Homes, is excited to unveil “Solitaire,” a landmark project set to transform luxury living in the region. “Solitaire” merges the strengths and visions of both entities, Continue Reading