ଢେଙ୍କାନାଳ, ୨୬/୪: ବସରେ ଥିଲେ ୪୦ ଯାତ୍ରୀ। ଦ୍ରୁତ ଗତିରେ ବସ୍ଟି ଲକ୍ଷ୍ୟ ସ୍ଥଳ ଅଭିମୁଖେ ଯାଉଥିଲା। ମାତ୍ର ହଠାତ୍ ବିଚ୍ ରାସ୍ତାରେ ବସ୍ରେ ଲାଗିଲା ନିଆଁ। ଆଉ ହୁତୁହୁତୁ ହୋଇ ଜଳିଗଲା ବସ୍। ଏପରି ଏକ ଅଘଟଣ ଆଜି ଢେଙ୍କାନାଳ ଜିଲ୍ଲାରେ ଘଟିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି।‘ପ୍ରିୟାଂଶି’ ନାମକ ବସ୍ ଆଜି ସକାଳେ ପ୍ରାୟ ୪୦ ଯାତ୍ରୀଙ୍କୁ ଧରି ଅନୁଗୁଳରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ବସ୍ଟି ଢେଙ୍କାନାଳ ଜିଲ୍ଲା ଅତିକ୍ରମ […]Continue Reading
ସୁନ୍ଦରଗଡ଼, ୨୬/୪: ଅଜଣା ଟ୍ରକ ଧକ୍କାରେ ତିନି ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ଦର୍ଲିପାଲି ଏନ ଟି ପି ସି ପାୱାର ପ୍ଲାଣ୍ଟ କଲୋନୀ ସମ୍ମୁଖ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଅଜଣା ଟ୍ରକଟି ଧକ୍କା ମାରି ଫେରାର ହୋଇଯାଇଥିବା ସୂଚନା ରହିଛି।ଗୋଟିଏ ବାଇକ୍ ରେ ଯାଉଥିବା ତିନି ସ୍ଥାନୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ସେହି ଦର୍ଲିପାଲି ଗାଁର ରଞ୍ଜନ ପ୍ରଧାନ, ଆଶିଷ ଭୋଇ ଓ ରୂପକ […]Continue Reading
ସମ୍ବଲପୁର, ୨୬/୪ : ଘରେ ପଶି ଜଣେ ବ୍ୟକ୍ତି ଭାଇବୋହୂ ଓ ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି।ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଦଲକିବାହାଲ ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି।ମୃତକ ହେଲେ ପୂର୍ଣ୍ଣିମା ପିଙ୍ଗ୍ ଓ ତାଙ୍କ ଦେଢବର୍ଷର ପୁଅ ୟେଂଶୁ ପିଙ୍ଗ୍। ପୁଲିସ ଅଭିଯୁକ୍ତ ଲୋଚନ ପିଙ୍ଗକୁ ଅଟକ ରଖିଛି।ଲା ପରେ ପୂର୍ଣ୍ଣିମାଙ୍କ ପାଖରେ ଶୋଇଥିବା ଛୋଟ ପୁଅ ୟେଂଶୁ କାନ୍ଦିବାରୁ ତାଙ୍କୁ Continue Reading
କଣ୍ଟାମାଳ, ୨୫/୪: ବୌଦ୍ଧର କଣ୍ଟାମାଳ ପଢ଼େଲ ଡ୍ୟାମ୍ ନିକଟରେ ଏସଓଜି ଯବାନ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଜଙ୍ଗଲରେ ୪୦ରୁ୫୦ ମାଓବାଦୀ ଏଲୁଚି ରହିଥିବା କୁହାଯାଉଛି। ଏସଓଜି ଯବାନଙ୍କ କୁମ୍ବିଂ ଅପରେସନରେ ୨ ମାଓବାଦୀ ନିହତ ହୋଇଛନ୍ତି।ଏସଓଜି ଯବାନଙ୍କ ପକ୍ଷରୁ ଅତର୍କିତ ଆକ୍ରମଣରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା କୁହାଯାଉଛି।Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୪: ସରକାର ଜନସାଧାରଣଙ୍କ ସୁବିଧା ଦୃଷ୍ଟିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସୁବିଧା କେନ୍ଦ୍ର ନିର୍ମାଣ କରିଛନ୍ତି । ଏହି ପଥପ୍ରାନ୍ତ ସୁବିଧା କେନ୍ଦ୍ର ବୈାଦ୍ଧଜିଲ୍ଲାରେ ମଧ୍ୟ ନିର୍ମାଣ କରାଯାଇଥିବା ବେଳେ ଆଜି ପର୍ଯ୍ୟନ୍ତ ଏହା ସପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରୁନାହିଁ । ଯାହାକୁ ନେଇ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।ଏହି ପଥପ୍ରାନ୍ତ ସୁବିଧା କେନ୍ଦ୍ରଟି ଜିଲ୍ଲା ସଦର ମହକୁମାର ବୈାଦ୍ଧ- Continue Reading
By Our Correspondent Bhubaneswar,Apr24 Odisha – April 24, 2024 – The Odisha Wonder Women’s Convention – 2024 was a dynamic workshop jointly organized by the INTERNATIONAL LABOUR ORGANIZATION (ILO) and the ODISHA ASSEMBLY OF SMALL & MEDIUM ENTERPRISES (OASME) at Hotel Taj Vivanta, Patrapada, Bhubaneswar. Ms. Jyotirmayee Mohanty, Chairwoman of the OASME Women Wing, Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୨୪/୪: ଦୂର ହେଲା ଲୋ-ଭୋଲ୍ଟେଜ ସମସ୍ୟା । ପୂରଣ ହେଲା ସାଧାରଣ ଲୋକଙ୍କ ଦାବି।ଅସହ୍ୟ ଗୁଳୁଗୁଳିରେ ଲୋକଙ୍କ ପାଇଁ ଲୋ-ଭୋଲ୍ଟେଜ ଏକ ଗୁରୁତର ସମସ୍ୟା ଦୀର୍ଘ ଦିନ ହେଲା ରହି ଆସିଥିବାବେଳେ ଏହାର ସ୍ଥାୟୀ ସମାଧାନ କରିଛି ଟାଟା ପାୱାର ଏବଂ ଓଡିଶା ସରକାରଙ୍କ ଯୌଥ ଉଦ୍ୟାଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)।ଟିପିଏନଓଡିଏଲ ପକ୍ଷରୁ ଲୋ-ଭୋଲ୍ଟେଜ ସମସ୍ୟା ଥିବା ବିଭିନ୍ନ ଅଞ୍ଚଳରେ ଉଚ୍ଚ Continue Reading
ଭୁବନେଶ୍ବର,୨୪/୪: ରାଜ୍ୟବାସୀଙ୍କୁ ଆଜି ବି ତାତିରୁ ତ୍ରାହି ମିଳି ନାହିଁ। ପ୍ରବଳ ଖରାକୁ ତତଲା ଝାଞ୍ଜିରେ ଓଡ଼ିଶାବାସୀ ସିଝିଛନ୍ତି। ଦିନ ୨ଟା ୩୦ରେ ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର।ଭୁବନେଶ୍ବରରେ ତାପମାତ୍ରା ୪୩.୨ ଡିଗ୍ରି ରେକର୍ଡ। ରାଜ୍ୟର ୬ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଝାରସୁଗୁଡ଼ାରେ ୪୨.୯, ଚାନ୍ଦବାଲିରେ ୪୨.୨, ବାଲେଶ୍ୱରରେ ୪୧.୪, ରାଉରକେଲାରେ ୪୧.୮, ସମ୍ବଲପୁରରେ ୪୦.୧, ହୀରାକୁଦରେ ୩୯.୨, କେନ୍ଦୁଝରରେ ୩୮.୪, ଗୋପାଳପୁରରେ Continue Reading
BY AKSHYA ROUT JAJPUR, APR 24 : In 1997, when Naveen Patnaik, the youngest son of former chief minister and Janata Dal (which split to form the Biju Janata Dal) leader Biju Patnaik and a political greenhorn, returned to Odisha to light the pyre of his father, perhaps nobody had an inkling of what was […]Continue Reading
ହିଞ୍ଜିଳି, ୨୪/୪: ନିର୍ବାଚନ ପ୍ରଚାର ପାଇଁ ନିଜ ନିର୍ବାଚନ କ୍ଷେତ୍ର ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚଛନ୍ତି। ସେ ଏକ ସ୍ୱତନ୍ତ୍ର ବିମାନରେ ଯାଇ ହିଞ୍ଜିଳିରେ ପହଞ୍ଚିଛନ୍ତି।ତାଙ୍କ ସହ ୫ଟି ଅଧ୍ୟକ୍ଷ ଭି .କେ.ପାଣ୍ଡିଆନ୍ ମଧ୍ୟ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଗଞ୍ଜାମରୁ ପ୍ରାର୍ଥୀ ହୋଇଥିବା ସମସ୍ତ ଲୋକସଭା ଓ ବିଧାନସଭା ପ୍ରାର୍ଥୀ ମଧ୍ୟ ଉପସ୍ଥିତ ଅଛନ୍ତି।ଏଥିପାଇଁ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପ୍ରଥମେ Continue Reading




