ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୪-; ବାଲିଗୁଡା ଉପଖଣ୍ଡ ପ୍ରଶାସନ ଦ୍ୱାରା ମହ୍ଲାର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ସକାଳୁ ଉଲ୍ଲାସ କାର୍ଯ୍ୟକ୍ରମ ଉପଜିଲ୍ଲାପାଳ କାର୍ଯ୍ୟାଲୟ ପରିସରରେ ଅନୁଷ୍ଠିତ ହୋଇଥିଲା,ଏଥିରେ ବରିଷ୍ଠ ନାଗରିକ ମାନଙ୍କ ପ୍ରତିଯୋଗିତା କରି ଭୋଟ ସଚେତନତା କରାଯାଇଛି ।ସଂନ୍ଧ୍ୟା ସମୟରେ ବସଷ୍ଟାଣ୍ଡ ନିକଟରୁ ଏକ ସଚେତନତା ଶୋଭାଯାତ୍ରା ହୋଇଥିଲା ଏଥିରେ ହାତରେ ପ୍ଲାକାର୍ଡ ଧରି ସଚେତନତା କରାଇଥିଲେ । ସଂନ୍ଧ୍ୟା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୪: : କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ବାତାବରଣ ସରଗରମ ହୋଇ ଉଠିଲାଣି ।ଅନ୍ୟ ନିର୍ବାଚନ ମଣ୍ଡଳୀ ଅପେକ୍ଷା ଏହି ନିର୍ବାଚନ ମଣ୍ଡଳୀ ରେ ରାଜନୀତି ଗଣିତ କିଛି ଅଲଗା ରହିଥାଏ । ଚଳିତ ନିର୍ବାଚନରେ ବିଜେଡି ,ବିଜେପି ଓ କଂଗ୍ରେସ ତିନି ପ୍ରମୁଖ ଦଳ ନିଜନିଜ ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି ।କିନ୍ତୁ ନାମାଙ୍କନ ଶେଷ ପର୍ଯ୍ୟନ୍ତ ଏଠାରେ ଟିକଟ କାହାର ରହିବ କାହାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୪/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ହୋଟେଲ \”ସାଇ ଇଣ୍ଟରନେସନାଲ\” ସମ୍ମିଳନୀ କକ୍ଷ ଠାରେ ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆଜି ଏଆଇସିସି:(କଂଗ୍ରେସ) ପକ୍ଷରୁ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଓ ପାରଳା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ଏକ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସାମ୍ବାଦିକ ସମ୍ମିଳନୀ Continue Reading
ଭୁବନେଶ୍ବର, ୨୩/୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ବି ରାଜ୍ୟ ସାରା ପ୍ରବଳ ଖରା ସହିତ ଗୁଳୁଗୁଳି ଅନୁଭୂତ ହୋଇଛି। ସକାଳ ୮ଟା ପରଠାରୁ ଅପରାହ୍ଣ ସାଢ଼େ ୩ଟା ପର୍ୟ୍ୟନ୍ତ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ଟାଣ ଖରାଯୋଗୁଁ ରାସ୍ତାଘାଟ ଖାଲିଖାଲି ଅନୁଭୂତ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଦିନ ୨ଟା ୩୦ରେ ଭୁବନେଶ୍ବରର ତାପମାତ୍ରା ସର୍ବାଧିକ ୪୧.୮ ଡିଗ୍ରି ରେକର୍ଡ କରାଯାଇଛି।ପାଣିପାଗ ବିଭାଗ ପକ୍ଷରୁ Continue Reading
କଟକ, ୨୩/୪: ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ।ଏହି ମାମଲାରେ ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରି ସୁପ୍ରିମକୋର୍ଟ ଓଡ଼ିଶା ଭିଜିଲାନ୍ସକୁ ନୋଟିସ୍ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟଳୟ। ହାଇକୋର୍ଟ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ।ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ବାଲିଗୁଡା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ବେଆଇନ୍ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ।ଘଟଣା ସ୍ଥଳରୁ ୪୦ କ୍ବିଣ୍ଟାଲ୍ ୬୫୦ ଗ୍ରାମ୍ ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ ହୋଇଥିବା ବେଳେ କାହାକୁ ଗିରଫ କରିବାରେ ସକ୍ଷମ ହୋଇନଥିବା ଜଣାପଡ଼ିଛି ।ପ୍ରକାରେ ସାଧାରଣ Continue Reading
ସମ୍ବଲପୁର , ୨୩/୪: ସମ୍ବଲପୁରରେ ବିଜେଡିକୁ ବଡ଼ ଝଟକା ଦେଲେ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ। ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ।ସେ ନିଜର ଇସ୍ତଫା ପତ୍ର ଦଳି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଦୀର୍ଘ ଦିନ ଧରି ସେ ବିଜେଡିରେ ଅଣଦେଖା କରାଯାଉଥିବାରୁ ଏବଂ ଚଳିତ ଥର ତାଙ୍କୁ ବିଜେଡି ଟିକେଟ ନ ଦେବାରୁ ସେ ଇସ୍ତଫା ଦେଇଥିବା ଜଣାଯାଇଛି।ସେ ସମ୍ବଲପୁର Continue Reading
କଟକ,୨୨/୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ।ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା। ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ତଳ କୋର୍ଟ।ସୂଚନାଯୋଗ୍ୟ, ମାହାଙ୍ଗା ଥାନା ଅଧୀନ ନୃତ୍ତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂ Continue Reading
ଭୁବନେଶ୍ୱର,୨୨/୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା ୬ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ମୁହଁ ଦେଖିବାକୁ ମିଳିଛି।କାକଟପୁରରୁ ତୁଷାରକାନ୍ତି ବେହେରାଙ୍କ ଉପରେ ପଣି ବିଜେଡି ଆସ୍ଥାପ୍ରକଟ କରିଥିବାବେଳେ ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, ବାଙ୍ଗିରିପୋଷିରୁ ରଂଜିତା ମାର୍ଣ୍ଡିି, Continue Reading
By Akshay Pattnaik Keonjhar, Apr 22: ArcelorMittal Nippon Steel India (AM/NS India), a leading steel maker, has launched a community health dispensary under its flagship CSR project, Aarogya, at Sankari village in Keonjhar district. The health dispensary aims to cater to the needs of the people of Sankari village and surrounding areas. Set up withthe […]Continue Reading




