Home Posts tagged ODISHA (Page 497)
Odisha News
ଗଞ୍ଜାମ, ୨୨/୪ : ସକାଳୁ ସକାଳୁ ବିଲରୁ ପରିବା ତୋଳୁଥିଲେ ବାପପୁଅ। ତାହାକୁ ବିକି କିଛି ଟଙ୍କା ରୋଜଗାର କରିବେ ବୋଲି ଆଶା ରଖିଥିଲେ।ମାତ୍ର ପରିବା ତୋଳୁ ତୋଳୁ ଛିଣ୍ଡିଗଲା ବିଦ୍ୟୁତ୍ ତାର ଓ ପରିବାର ଉପରେ ମାଡ଼ି ଆସିଲା କଳା ବାଦଲ। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବାପା ଆଖି ବୁଜିଥିବା ବେଳେ ଗୁରୁତର ହୋଇ ପଡ଼ିଛନ୍ତି ପୁଅ।ଏପରି ଏକ ଅଘଟଣ ଆଜି ସକାଳୁ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଆଡାପଡା ଗ୍ରାମରେ ଘଟିଛି। ମୃତକ […]Continue Reading
Odisha News
ସୁନ୍ଦରଗଡ଼,୨୨/୪ : ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଜକେଇକଳା ଗାଁ ମୁଣ୍ଡରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ବାଡେଇ ହୋଇ ଗାଡ଼ିଟି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ଗାଡି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ମହୁଲଡିଆ ଗ୍ରାମର ମୁରଲୀ ଧର ସାହୁ ବୋଲି ଜଣାଯାଇଛି।ମୁରଲୀ ଏକ ବୋଲେରୋରେ ବଣେଇ ଚୈତ୍ର ମେଳା ଦେଖିବାକୁ ଯାଇଥିଲେ। ସେଠାରୁ ସେ ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରୁ ଥିଲେ। […]Continue Reading
Top Stories
Till Saturday, Similipal National Park and Tiger Reserve reports forest fire at 115 points By Nalini Sahu Bhubaneswar, April 21: As Odisha continues to reel under intense heatwave, the state government on Sunday announced early summer vacation for school students. As per a notification, all the government schools, private and aided ones will close for […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୧/୪ : : ନୟାଗଡ଼ରେ ବିଜୁ ଜନତା ଦଳ ବୃହତ ବିଜୟ ଲକ୍ଷରେ ରହିଛି । ଶହ ଶହ ବିରୋଧି କର୍ମୀ ଦଳରେ ସାମିଲ ହେଉଥିବା ବେଳେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ପଞ୍ଚମ ବିଜୟ ଲକ୍ଷରେ ରହିଛନ୍ତି । ଚଳିତ ନିର୍ବାଚନରେ ବିଜୁ ଜନତା ଦଳ କିଭଳି ବଲ ପଦର୍ଶନ କରିବ, ସେଥିପାଇଁ ଜୋରଦାର ପ୍ରୟାସ କରାଯାଇଛି ।ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ରହିଥିବା ୨ ଲକ୍ଷ ୧୪ […]Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୨୧/୪ : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପକ୍ଷରୁ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ରକ୍ତ ଭଣ୍ଡାର ସହଭାଗିତାରେ ବାଲେଶ୍ଵର ସର୍କଲ ଅଧିନସ୍ଥ ବି. ଇ. ଡି, CED, STORE, ବସ୍ତା ଡିଭିଜନ କାର୍ଯ୍ୟାଳୟ ସମେତ ଯାଜପୁର ରୋଡ ଡିଭିଜନ, ଧାମନଗର ସବ୍ ଡିଭିଜନ ଓ ଆନନ୍ଦପୁର ଡିଭିଜନ କକ୍ଷର୍ଯ୍ୟାଳୟ ସ୍ତରରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୪:ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି , ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଅନ୍ୟ ଦଳର ନେତା ଓ କର୍ମୀ ମାନେ ସେମାନଙ୍କ ଦଳ ଛାଡ଼ି ବିଜେଡି ମୁହାଁ ହେବାରେ ଲାଗିଛନ୍ତି ଏବଂ ଦିନକୁ ଦିନ ବିଜେଡି ଦଳର ଶକ୍ତି ବୃଦ୍ଧି ହେବାରେ ଲାଗିଛି ।ଗତକାଲି ଗଜପତି ଜିଲ୍ଲା ଅନ୍ତର୍ଗତ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବହୁ କଂଗ୍ରେସ ଓ ବିଜେପି: ର କର୍ମୀ ଓ ନେତା ମାନେ ବିଜେଡି ଦଳରେ ସାମିଲ ହୋଇ […]Continue Reading
Odisha News
ଭୁବନେଶ୍ବର,୨୧/୪: ପ୍ରବଳ ଖରାରୁ ଆଜି ବି ଆଶ୍ବସ୍ତି ମିଳିନାହିଁ। ସାରା ଓଡ଼ିଶାବାସୀ ତାତିରେ ତ୍ରାହିତ୍ରାହି ଡାକିଛନ୍ତି। ଦିନ ସାଢ଼େ ୨ଟା ୩୦ରେ ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ ହୋଇଛି।ଝାରସୁଗୁଡ଼ା ଓ କେନ୍ଦୁଝରରେ ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ହୀରାକୁଦ ଓ ରାଉରକେଲାରେ ତାପମାତ୍ରା ୪୧.୮, ସମ୍ବଲପୁରରେ ୪୧.୭, ଭୁବନେଶ୍ବର ଓ Continue Reading
Odisha News
ଭୁବନେଶ୍ବର, ୨୧/୪ :ଚଳିତ ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର‌୍ୟ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ।ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର‌୍ୟ୍ୟନ୍ତ ସ୍କୁଲ୍ ଗୁଡ଼ିକ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୧/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଙ୍ଘର୍ଷ । ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି ।ଗୋଷ୍ଠୀ ସଙ୍ଘର୍ଷରେ ୬ ଜଣ ଗୁରୁତର ଆହାତ ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ସମ୍ପର୍କୀୟ ଲୋକେ ।ପ୍ରାଥମିକ ଚିକିତ୍ସା ପରେ ଦୁଇଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର Continue Reading