ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୧/୪: କନ୍ଧମାଳ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଆଶିଷ ଈଶ୍ୱର ପାଟିଲ୍ ସଦଦ୍ଭାବନା ସଭାଗୃହରେ ଆଗାମୀ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଜିଲାର ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି।ଚଳିତ ବର୍ଷର ସାଧାରଣ ନିର୍ବାଚନର ସୁପରିଚାଳନା ପାଇଁ ଆବଶ୍ୟକ ଗାଡ଼ି ଉପରେ ଆଲୋଚନା କରାଯାଇଥିଲା। ଜିଲା ଭିତରୁ ଏବଂ ଜିଲା ବାହାରୁ କେତେ ସଂଖ୍ୟକ ଗାଡ଼ି ଅଣାଯିବ ଏବଂ ସେଥିପାଇଁ ଆବଶ୍ୟକ ଇନ୍ଧନ ଶୁକ୍ଲ, Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୪: ବୌଦ୍ଧ ଜିଲ୍ଲା ପୁଲିସ ପକ୍ଷରୁ ଆଜି ଜନସେବାରେ ସହଯୋଗ ପାଇଁ ୧୩ ଜଣଙ୍କୁ ପୁରସ୍କୃତ କରାଯାଇଛି । ବିଭିନ୍ନ ସମୟରେ ଦୁର୍ଘଟଣା ତଥା ପୁଲିସର ଅନ୍ୟ କାର୍ଯ୍ୟରେ ସହଯୋଗ ଯୋଗୁଁ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜିଲ୍ଲା ପ୍ରୋତ୍ସାହନ ରାଶି ଭାବରେ ୨ ହଜାର ଟଙ୍କା ଲେଖାଏଁ ଜିଲ୍ଲା ପୁଲିସ ଜରିଆରେ ପ୍ରଦାନ କରାଯାଇଛି । ଜିଲ୍ଲା ପୁଲିସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏକ ନିରାଡମ୍ବର କାର୍ଯ୍ୟକ୍ରମରେ ଜନସେବା ପାଇଁ ସୁଶିଲ Continue Reading
ଭୁବନେଶ୍ୱର,୨୦/୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍ମେଟ୍ ପିନ୍ଧିବେ।ଫଳରେ ତାତିରୁ ରକ୍ଷା ପାଇବେ। ଶନିବାର ସ୍ବତନ୍ତ୍ର ଜ୍ଞାନକୌଶଳରେ ତିଆରି ହୋଇଥିବା ଏହି ଏସି ହେଲ୍ମେଟ୍କୁ ପରୀକ୍ଷାମୂଳକ ଭାବେ ଆରମ୍ଭ କରାଯାଇଛି।ଏହି ଏସି ହେଲ୍ମେଟ୍ରେ ରହିଛି ସତନ୍ତ୍ର ବ୍ୟାଟେରି। ଯାହାଫଳରେ ହେଲ୍ମେଟ୍ ଚାର୍ଜ ହେବ।ଥରେ ଚାର୍ଜ ହେଲେ ୮ ଘଣ୍ଟା ପର୍ଯ୍ୟନ୍ତ ଚାଲୁ Continue Reading
ଭୁବନେଶ୍ୱର,୨୦/୪: ବିଜେଡି ଆଜି ତାହାର ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି।ଏହି ତାଲିକାରେ ଦଳ ନିଜର ମହିଳା ସଂରକ୍ଷଣ କାର୍ଡକୁ ଯେଣତେଣ ପ୍ରକାର ପୂରଣ କରିବାକୁ ପ୍ରୟାସ କରିଛି। ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ ୧୩୫ ପ୍ରାର୍ଥୀ ତାଲିକା ଘୋଷଣା କରିଛି।କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିବା ଗଣେଶ୍ୱର ବେହେରାଙ୍କୁ କେନ୍ଦ୍ରାପଡ଼ା, କେନ୍ଦୁଝରର ବିବାଦୀୟ ନେତା ସନାତନ ମହାକୁଡ଼ଙ୍କୁ ଚମ୍ପୁଆ ଓ ଅଭିନେତ୍ରୀ ବର୍ଷା Continue Reading
ବୌଦ୍ଧ, ୨୦/୪: କିଆକଟା ଓଭର ବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟିଛି।ରାସ୍ତାକଡ଼ରେ ଗାଡ଼ି ରଖି ଦୁଇ ଝିଅ ଚଲାପଥ ଉପରେ ଠିଆ ହୋଇ ମହାନଦୀ ଦେଖୁଥିଲେ। ବାଇକରେ ବସିଥଲେ ମିଟୁ ବେହେରା ଓ ତାଙ୍କ ପତ୍ନୀ ମନୋରମା ବେହେରା।ଏହି ସମୟରେ କିଆକଟା ଆଡ଼ରୁ ଦ୍ରୁତ ଗତିରେ ଆସୁଥିବା ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ବାଇକ୍ କୁ ଧକ୍କା ଦେଇଥିଲା। ଫଳରେ ମିଟୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।ଏଣେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁତର ମନୋରମାଙ୍କ ମଧ୍ୟ ବୌଦ୍ଧ Continue Reading
ଝାରସୁଗୁଡା,୨୦/୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଉଦ୍ଧାରଙ୍କ ମଧ୍ୟରେ ୩ ମହିଳା ଓ ୩ ନାବାଳକ ଥିବା ସୂଚନା ମିଳିଛି। ଗତକାଲି ଜଣଙ୍କର ମୃତଦେହ ମିଳିଥିବାବେଳେ ବର୍ତ୍ତମାନ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି।ସୂଚନା ଅନୁଯାୟୀ, ସୀମାନ୍ତ ଛତିଶଗଡ କୋରବା ଜିଲା ଟପରା ଗାଁର […]Continue Reading
ବିଶ୍ୱଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୦/୪: ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିରୋଧି ଶିବିର ଦିନକୁ ଦିନ ଦୁର୍ବଳ ହେଉଛି । ବିଜେପି ନେତା ଓ କର୍ମୀଙ୍କ ସୁଅ ବିଜେଡି ମୁହାଁ ହୋଇଛି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ ଚିନ୍ତାଧାରା ଏବଂ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଶାନ୍ତି, ମୈତ୍ରୀ ଓ ଉନ୍ନତୀର ନାରା ନିର୍ବାଚନ ମଣ୍ଡଳୀରେ ବିଜେଡି ସଂଗଠନକୁ ମଜୁବୁତ କରିଛି । ଗତ ଏକ ମାସ ମଧ୍ୟରେ ହଜାରରୁ ଉର୍ଦ୍ଧ୍ୱ ନେତା Continue Reading
BY AKSHAYA ROUT JAJPUR,APR 20 ; Police arrested a 70 year old man on the charges of killing his 63 year old wife with the help of another person in Jajpur district. The deceased Binodini Sahoo was a retired Auxiliary Nurse Midwife(ANM). She deposited around Rs80 Lakh in a bank and made her husband Alekha […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୪: ପବିତ୍ର ଶ୍ରୀରାମ ନବମୀ ଅବସରରେ ଆଜି ବୌଦ୍ଧଜିଲ୍ଲାରେ ବିଭିନ୍ନ ସଂଗଠନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲା ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ସହରର ବୁଟୁପାଲି ଠାରୁ ଶ୍ରୀରାମଙ୍କ ବେଶରେ କୁନିକୁନି ଶିଶୁ ବାହାରିବା ସହିତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।ସେହିପରି ଅନ୍ୟାନ ବେଶ ସହ ନାମ ସଂକିର୍ତନ, ଜୟ ଶ୍ରୀରାମ Continue Reading
ବରଗଡ଼,୧୯/୪: ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା ଜବତ କରିଛି।ସମ୍ପୃକ୍ତ ଯୁବକଦ୍ୱୟ ହେଲେ ବରଗଡ଼ ଜିଲା ଝାରବନ୍ଧ ଥାନା ବଲାଙ୍ଗୀର ଗ୍ରାମରର ମିତ୍ରଭାନୁ ସାହୁ ଓ ମନୋଜ କୁମାର ସାହୁ।ଥାନାରେ ସେମାନଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ନିର୍ବାଚନ ପୂର୍ବରୁ ଏତେ ଟଙ୍କା କାହାପାଖରୁ ଆଣି କେଉଁଠିକୁ ନେଉଥିଲେ, ସେ ନେଇ ପୋଲିସ ତଦନ୍ତ ଜାରି ରଖିଛି।Continue Reading




