ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୬/୧୧ : ଜାତୀୟ ପ୍ରେସ ଦିବସ ଉପଲକ୍ଷେ ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ସାମ୍ବାଦିକ ଭବନ ଠାରେ ଏକ ଆଲୋଚନା ଚକ୍ର ର ଅୟୋଜନ ସହିତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଖୋର୍ଦ୍ଧା ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷଣ କୁମାର ବେହେରା ଏହାକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିବା ସହିତ ଜିଲ୍ଲା ପ୍ରେସ କ୍ଲବର ଏଭଳି କାର୍ୟ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ । ଜିଲ୍ଳା ପ୍ରେସ କ୍ଳବର […]Continue Reading




