ନୂଆଦିଲ୍ଲୀ /ଭୁବନେଶ୍ୱର,୧୮/୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି।ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର Continue Reading
ଭୁବନେଶ୍ବର, ୧୭/୪ : ବିଜେଡ଼ିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ତାଲିକାରେ ୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। କଣ୍ଟାବାଞ୍ଚିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ିବେ ବୋଲି ଘୋଷଣା କରାଯାଇଛି।ଏପରି କରି ବିଜେଡ଼ି କଣ୍ଟାବାଞ୍ଜିରେ ବିଜେପି ଏବଂ କଂଗ୍ରେସକୁ କଡ଼ା ଟକ୍କର ଦେବା ସହିତ ନୂଆ ରଣନୀତି ଆପଣେଇଛି।ନବୀନ ହିଞ୍ଜିଳି ସହ କଣ୍ଟାବାଞ୍ଜିରେ ଲଢ଼ିବା ନେଇ ଘୋଷଣା କରିବା ପରେ ରାଜ୍ୟରେ ସାଧାରଣ ନିର୍ବାଚନ ପରେ ଆଉ ଏକ ଉପନିର୍ବାଚନ Continue Reading
ଭୁବନେଶ୍ୱର,୧୭/୪: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି।ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।Continue Reading
ଭଦ୍ରକ, ୧୭/୪: ଆଜି ହେଉଛି ପବିତ୍ର ରାମ ନବମୀ। ଏହି ପବିତ୍ର ଦିନରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କର ସବୁଠି ଚାଲିଛି ପୂଜା ଆରାଧନା। ପଲ୍ଲୀଠୁ ସହର ସବୁଠି ହୋଇପଡିଛି ଉତ୍ସବ ମୁଖର।ରାମ ନବମୀ ପାଇଁ ଚଳଚଞ୍ଚଳ ଭଦ୍ରକ। ସଂପୂର୍ଣ୍ଣ ଗେରୁଆମୟ ହୋଇଉଠିଛି ଅଞ୍ଚଳ, ଜୟ ଶ୍ରୀରାମ ଧ୍ୱନୀରେ କମ୍ପୁଛି ଗାଁ ଦାଣ୍ଡ। ସହର ଠାରୁ ପୁରପଲ୍ଲୀ ଯାଏ ସବୁଆଡେ ଉତ୍ସବମୁଖର ପରିବେଶ। ଗାନ୍ଧି ପଡିଆରେ ପୂଜା ପାଠ ସହ ଯଜ୍ଞ ଓ ହନୁମାନ ଚାଳିଶା ପାଠ ହେଉଛି। […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୪ : ଭାରତ ସମ୍ବିଧାନ ରଚୟିତା ଡ. ବାବା ସାହେବ ଆମ୍ବେଦକରଙ୍କ ଜୟନ୍ତି ଆଜି ସହରର ବାପୁଜୀ ନଗର ଠାରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ପକ୍ଷରୁ ପାଳିତ ହୋଇ ଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ସଂଘ ଚାଳକ ସୂର୍ଯ୍ୟକାନ୍ତ ଦଳବେହେରା ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥିଭାବେ ନବୀନ ବାବା ଓ ସମ୍ମାନିୟ ବକ୍ତାଭାବେ ସ୍ଥାନିୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଧରଣୀଧର ପରିଡା ଯୋଗଦେଇ Continue Reading
ଭୁବନେଶ୍ୱର,୧୬/୪: ରାଜ୍ୟକୁ ପୁଣି ଫେରିଛି ତାତି। ଆଜି ୨୯ ସହରରେ ଦିନ ତାପମାତ୍ରା ୪୦ରୁ ଅଧିକ ରେକର୍ଡ କରାଯାଇଛି।ସେହିପରି ଆଜି ବାରିପଦା ରାଜ୍ୟର ସର୍ବୋଚ୍ଚ ଇତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଜିଲାରେ ତାପମାତ୍ରା ୪୩.୬ ରେକର୍ଡ ହୋଇଛି।ତେବେ ପାଣିପାଗ ବିଭାଗର ସୂଚନାନୁସାରେ, ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟରେ କିଛି-କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ ରୁ ୩ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି ।୧୮ ରୁ ୨୦ ତାରିଖ ମଧ୍ୟରେ ସକ୍ରିୟ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୪: ଅଦ୍ୟ ତା.୧୪.୪.୨୦୨୪ ରିଖ ଦିନ ଜ଼ିଲ୍ଲା ପ୍ରଶାସନ ପକ୍ଷ ରୁ ଜ଼ିଲ୍ଲା ସ୍ତରୀୟ ଡ଼. ବି. ଆର. ଆମ୍ବେଦକର ଙ୍କ ଜନ୍ମ ଜୟନ୍ତୀ ମହାସମାରୋହ ରେ ଅନୁଷ୍ଠିତ ହୋଇଯାଇଛି ।ଏହି ଉପଲକ୍ଷେ ସକାଳେ ବୌଦ୍ଧ ବସଷ୍ଟାଣ୍ଡ ଏବଂ ଏଲ. ଆଇ. ସି. କଲୋନୀ ସ୍ଥିତ ଗାଈଗୋଠ ପଡିଆ ଏବଂ ସହରର ଅନ୍ୟାନ୍ୟ ସ୍ଥାନରେ ସଫେଇ କର୍ମଚାରୀ ଙ୍କ ଦ୍ୱାରା ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସକାଳ ଘ.୮.୩୦ମି […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୬/୩: ନୟାଗଡ଼ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଙ୍କୁ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜୁ ଜନତା ଦଳ ସଭାପତି ଦେଇଛନ୍ତି।ନୂଆ ଦାୟିତ୍ୱ ମୁଖ୍ୟ ମନ୍ତ୍ରୀ ଙ୍କ ନିର୍ଦେଶ କ୍ରମେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶଦାସ ଘୋଷଣା କରିଛନ୍ତି।ନୟାଗଡ଼ ବିଜୁ ଜନତା ଦଳ ର ନିର୍ବାଚନ ସଂଯୋଜକ ଭାବେ ଦାୟିତ୍ୱ ପ୍ରଦାନ କରିଛନ୍ତି ମୁଖ୍ୟ ମନ୍ତ୍ରୀ।ଆଗାମୀ ବିଧାନ ସଭା,ଓ ଲୋକସଭା Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ଅନ୍ତର୍ଗତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ସମ୍ବିଧାନ ପ୍ରଣେତା ଭାରତରତ୍ନ ଡଃ ବି:ଆର: ଆମ୍ବେଦକରଙ୍କ ୧୩୩ ତମ ଜୟନ୍ତୀ ଉତ୍ସବ , ସର୍ବ ଭାରତୀୟ ଜାତି ଓ ଅନୁସୂଚିତ ଓ ପଛୁଆ ବର୍ଗ କର୍ମଜୀବୀ ମହାସଂଘ ଗଜପତି ଜିଲ୍ଲା ଶାଖା ସହଯୋଗରେ ଅନୁଷ୍ଠିତ ହୋଇଯାଇଛି। ।ଏହି ଅବସରରେ ମହାସଂଘର ପକ୍ଷରୁ ହାଇସ୍କୁଲ୍ […]Continue Reading
ଭଣ୍ଡାରିପୋଖରୀ, ୧୪/୪: ଭଦ୍ରକ ଜିଲ୍ଲା ଥାନା ଦେଇ ଯାଇଥିବା ୧୬ନଂ ଜାତୀୟ ରାଜପଥର ଆଖୁଆପଦା ଯଶୋଟିକିରି ନିକଟରେ ରାଜପଥ ଡିଭାଇଡର ଉପରେ ଚଢ଼ିଗଲା କାର।ଏଥିରେ ୫ବର୍ଷର ଶିଶୁ କନ୍ୟା ସହିତ ଦୁଇ ଜଣଙ୍କର ଶୋଚନୀୟ ମୃତ୍ୟୁ। ଗାଡ଼ିରେ ଥିବା ଅନ୍ୟ ୩ଜଣ ଗୁରୁତରଙ୍କ ମଧ୍ୟରୁ ସମସ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିବା ଜଣାପଡ଼ିଛି।ମଧ୍ୟପ୍ରଦେଶ ଅଞ୍ଚଳର ବାସିନ୍ଦା ଜଗନ୍ନାଥ ଦର୍ଶନ ସାରି ଫେରିବା ବେଳେ Continue Reading




