Home Posts tagged ODISHA (Page 502)
Odisha News
ଭୁବନେଶ୍ୱର,୧୧/୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଗୁରୁବାର ୯ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।ଭୁବନେଶ୍ୱର ମଧ୍ୟରୁ ଅନନ୍ତ ନାରାୟଣ ଜେନା, ଲକ୍ଷ୍ମୀପୁରରୁ ପ୍ରଭୁ ଜାନି, ପାରାଦୀପରୁ ଗୀତାଞ୍ଜଳି ରାଉତରାୟକୁ ଦଳ ଟିକେଟ୍ ଦେଇଛି।ସେହିପରି ସମ୍ବଲପୁରରୁ ପ୍ରସନ୍ନ ଆଚାର୍ଯ୍ୟ, ରେଢାଖୋଲରୁ ରୋହିତ ପୂଜାରୀ, ତେଲକୋଇରୁ ମାଧବ ସର୍ଦ୍ଦାର, ତାଳଚେରରୁ ବ୍ରଜ ପ୍ରଧାନ, ନର୍ଲାରୁ Continue Reading
Odisha News
ନୂଆପଡା,୧୧/୪: ରାତି ଅଧରେ ରାଜପ୍ରାସାଦ ପଶିଲା ଭାଲୁ। ଏଣେ ତେଣେ ବୁଲିଲା ପରେ ଡାଇନିଂ ରୁମରେ ପଶି ସବୁ ଖାଦ୍ୟ ଖାଇଗଲା। ନୂଆପଡା ଜିଲ୍ଲା ଖଡିଆଳ ସହରର ରାଜମହଲରେ ଏପରି ଘଟଣା ଘଟିଛି।ଗତକାଲି ରାତିରେ ଏକ ଭାଲୁ ଖଡିଆଳ ରାଜପ୍ରାସାଦକୁ ପଶିଯାଇଥିଲା। ପରେ ରାଜପ୍ରାସାଦ ଭିତରେ ପଶି ଏଣେତେଣେ ବୁଲିଥିଲା। ଡାଇନିଂ ରୁମରେ ପଶି ସେଠାରେ ଥିବା ସବୁ ଖାଦ୍ୟ ଭାଲୁ ଖାଇ ଦେଇଥିଲା। ଦେଢ ଘଣ୍ଟା କାଳ ରାଜମହଲରେ ଉତ୍ପାତ ମଚାଇଥିଲା ଭାଲୁ ।ଭାଲୁକୁ ଦେଖି […]Continue Reading
Odisha News
ଭୁବନେଶ୍ବର, ୧୧/୪:ଆନନ୍ଦ ଉତ୍ସାହର ସହ ଆଜି ପାଳିତ ହେବ ଇଦ୍-ଉଲ-ଫିତର। କଟକସ୍ଥିତ ଅଞ୍ଜୁମନ ଇସଲାମିୟା ଚାନ୍ଦ କମିଟି ଆଜି ଇଦ୍ ପାଳନ ପାଇଁ ନିଷ୍ପତ୍ତି ନେଇଥିଲା।ଇଦ୍ ନେଇ ଭାଇଚାରର ସହର କଟକରେ ଇସଲାମ ଧର୍ମାବଲମ୍ବୀଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ମସଜିଦରେ ସମୂହ ନମାଜ ପାଠ ପଢିବା ପାଇଁ ପ୍ରସ୍ତୁତି କରାଯାଇଛି।ନିଷ୍ଠାର ସହ ପୂରା ମାସ ପବିତ୍ର ରୋଜା ବା ଉପବାସ ପାଳିଥିଲେ ଇସଲାମ ଧର୍ମାବଲମ୍ବୀ। ଅନ୍ୟପକ୍ଷରେ ଭଦ୍ରକ ସହରରେ ବି Continue Reading
Odisha News
ଭୁବନେଶ୍ୱର, ୧୧/୪: ଆଶାନ୍ତ ରାଜଧାନୀ। ରାତିରେ ଘରେ ପଶି ଶ୍ୱଶୁର,ବୋହୂଙ୍କୁ ହାଣିଲେ ଗୋଟିଏ ଗୋଷ୍ଠୀ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ପଟିଆ ଅଞ୍ଚଳର ପଦ୍ମକେଶରପୁର ଗାଁରେ।ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ଶ୍ୱଶୁର ସନାତନ ଦାସ ଓ ତାଙ୍କ ବୋହୂ ନିରୁପମା ଦାସ।ଗତକାଲି ରାତି ପ୍ରାୟ ୧୦ଟା ସମୟରେ ମହାଜନ କାରବାର କରୁଥିବା ବାବୁଲା ଦାସ ତାଙ୍କ ସହଯୋଗୀ ତାପସ ଦାସ ଓ ୪ରୁ ୫ ଜଣ ଯୁବକ ସନାତନଙ୍କ ଘରେ […]Continue Reading
Odisha News
ଭୁବନେଶ୍ୱର,୧୧/୪: ଟ୍ବିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହେବା ସହ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ। Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନ ସ୍ଥିତ ଗୁଳିମରାପଦା ସାହି ବାସିନ୍ଦାଙ୍କ ସହଯୋଗରେ ପ୍ରଥମ ବାର୍ଷିକ ତ୍ରି ଶମ୍ଭୁ ଦଣ୍ଡର ମହାମିଳନ ସମାରୋହ ବିପୁଳ ଉତ୍ସାହ ଉଦ୍ଦୀପନାର ସହ ଆୟୋଜିତ ହୋଇଯାଇଛି ।ତ୍ରି ଶମ୍ଭୁ ଦଣ୍ଡଯାତ୍ରାର ଏହି ମହାମିଳନକୁ ଦେଖିବା ଲାଗି ବାଲିଗୁଡା ସମେତ ଆଖପାଖ ଅଞ୍ଚଳରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସକାଳେ ସାହିର ମହାମାୟୀ Continue Reading
Odisha News
ଭୁବନେଶ୍ୱର,୧୦/୪: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତ୍ୟେକ ଦଳ ନିଜ ନିଜର କସରତ ଆରମ୍ଭ କରିଦେଇଛନ୍ତି।ଏହି ପରିପ୍ରେକ୍ଷୀରେ ବୁଧବାର କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି।ଉକ୍ତ କମିଟିରେ ଭକ୍ତ ଚରଣ ଦାସ ଅଧ୍ୟକ୍ଷ ଥିବା ବେଳେ ନବଜ୍ୟୋତି ପଟ୍ଟନାୟକ ଉପାଧ୍ୟକ୍ଷ ଅଛନ୍ତି।ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କ ଦ୍ୱାରା ଆଜି ପ୍ରକାଶିତ ପ୍ରେସ୍ ରିଲିଜ୍ ଅନୁସାରେ ଜାଣନ୍ତୁ ଏହି କମିଟିରେ Continue Reading