ଭଦ୍ରକ, ୪/୪ : ଶେଷରେ ସବୁ କଳ୍ପନାକଳ୍ପନାର ଅନ୍ତ ଘଟାଇ ବୁଧବାର ରାତିରେ ଭଦ୍ରକ ଜିଲ୍ଲାର ବରିଷ୍ଠ ବିଜେଡ଼ି ନେତା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁତ୍ର ଅସିତ୍ ପଟ୍ଟନାୟକ ( ବୁଲୁ ) ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ବିଜେଡ଼ି ଦଳର ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଏହି ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେଉଁଠି ସମ୍ମାନ ନାହିଁ ସେ ଦଳରେ ରହିବି କାହିଁକି।ଅସିତଙ୍କର […]Continue Reading
କଟକ, ୪/୪ : କଟକ ଏସସିବିରେ ଆରମ୍ଭ ହେଲା ଲିଭର ଟ୍ରାନସପ୍ଲାଣ୍ଟ ବା ଯକୃତ ପ୍ରତିରୋପଣ। ସ୍ୱାମୀ ଦେହରେ ଲାଗିଛି ସ୍ତ୍ରୀର ଲିଭର୍।ଦୀର୍ଘ ୧୧ ବର୍ଷର ଅପେକ୍ଷା ପରେ ଏସସିବି ମେଡିକାଲର ଟ୍ରମା ବିଲଡିଂର ସ୍ୱତନ୍ତ୍ର ମୋଡୁଲାର ଓଟିରେ ଯକୃତ ପ୍ରତିରୋପଣ ପ୍ରକ୍ରିୟା ଆରମ୍ଭ କରାଯାଇଛି।ଗତକାଲି କଟକ ତିଗିରିଆ ଅଞ୍ଚଳର ଜଣେ ପୁରୁଷଙ୍କ ଠାରେ ତାଙ୍କର ସ୍ତ୍ରୀଙ୍କ ଠାରୁ ଲିଭର ଆଣାଯାଇ ଟ୍ରାନସପ୍ଲାଣ୍ଟ କରାଯାଇଛି। ଏସିଆନ ଇନଷ୍ଟିଚ୍ୟୁଟଅଫ୍ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବା Continue Reading
କଟକ, ୪/୪: କଟକ ନୂଆ ବଜାର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ମୁକୁଳା ଡ୍ରେନ୍ରେ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସିଆରଆରଆଇ ଥାନା ନୂଆ ବଜାର ଅଞ୍ଚଳର ମହିମା ନଗର ମଙ୍ଗଳା ମନ୍ଦିରଠାରେ ଏହି ଅଘଟଣ ଘଟିଛି। ସକାଳେ ସ୍ଥାନୀୟ ଲୋକେ ଡ୍ରେନ୍ରେ ମୃତଦେହ ପଡ଼ିଥିବା ଦେଖି ପୁଲିସ୍କୁ ଖବର ଦେଇଥିଲେ।ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଡ୍ରେନ୍ରୁ ମୃତଦେହ ଉଦ୍ଧାର କରିଥିଲା। ମୃତ ଯୁବକ ଯାଜପୁରର ବୋଲି କୁହାଯାଉଛି। ସେ କଟକରେ […]Continue Reading
ଭୁବନେଶ୍ବର, ୩/୪: ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ଦ୍ବାରା କରାଯାଇଥିବା ଘୋଷଣା ଅନୁସାରେ ବ୍ରଜରାଜନଗରରୁ ପୁଣି ଥରେ ଅଳକା ମହାନ୍ତି ଟିକେଟ୍ ପାଇଛନ୍ତି।ସେହିପରି ବିଜେଡି ଦୀପାଳି ଦାସଙ୍କୁ ପୁଣି ଥରେ ଝାରସୁଗୁଡ଼ାରେ ଟିକେଟ୍ ଦେଇଛି। ବିଜେଡି ଟିକେଟ୍ରେ ତଳସରାରୁ ବିଜୟ ଟପ୍ପୋ, ସୁନ୍ଦରଗଡ଼ରୁ ଯୋଗେଶ ସିଂହ, ରାଇରଗଂପୁରରୁ Continue Reading
ଭୁବନେଶ୍ୱର,୩/୪:ବିଜେଡିରେ ଯୋଗ ଦେଇଛନ୍ତି ଭୃଗୁ ବକ୍ସିପାତ୍ର। ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଆଜି ସକାଳେ ଭୃଗୁ ବିଜେପିରୁ ଇସ୍ତଫା ଦେଇଥିଲେ।୨୦୧୯ ନିର୍ବାଚନରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ। ବିଜେପି ଟିକେଟରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିଲେ। ହେଲେ ନିର୍ବାଚନରେ ପରାସ୍ତ ହୋଇଥିଲେ। ଭୃଗୁ ୩ ଲକ୍ଷ ୪୮ ହଜାର ୯୯୯ ଭୋଟ୍ ପାଇଥିବାବେଳେ ବିଜେଡିରୁ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଥିଲା ୪ ଲକ୍ଷ ୪୩ Continue Reading
ଅନୁଗୋଳ,୩/୪: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ତଳମୂଳ ଗାଁରେ ଘଟିଛି ଅଘଟଣ। ଘରେ ରୋଷେଇ କରୁଥିବା ବେଳେ ଫାଟି ଯାଇଛି ଗ୍ୟାସ୍ ଟାଙ୍କି। ଏଥିରେ ଗୋଟିଏ ପରିବାର ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଦୁଇ ଦମ୍ପତି ଓ ଜଣେ ନାବାଳକ ରହିଛନ୍ତି। ସେହିପରି ଆହତଙ୍କ ମଧ୍ୟରୁ ୩ ଜଣ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।ମିଳିଥିବା ସୂଚନା ଅନୁସାରେ, ଆଜି ମଧ୍ୟାହ୍ନ ପ୍ରାୟ ୧୧.୩୦ରୁ ୧୨ଟା ମଧ୍ୟରେ ପୂରା ଘଟଣା […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୪ : ବୌଦ୍ଧଜିଲ୍ଲାରେ ରାଜନୈତିକ ଉଷ୍ମତ ବୃଦ୍ଧି ପାଉଥିବା ବେଳେ ତିନି ପ୍ରମୁଖ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି । ବିଜେଡିରୁ ବୌଦ୍ଧ ପାଇଁ ପ୍ରଦିପ ଅମାତ ଓ କଣ୍ଟାମାଳ ପାଇଁ ମହିଧର ରଣା ଟିକଟ ପାଇଥିବା ବେଳେ ଆଜି ବିଜେପି ଓ କଂଗ୍ରେସ ସେମାନଙ୍କର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଜେପିରୁ ବୌଦ୍ଧ ନିର୍ବାଚନ ପାଇଁ ସରୋଜ ପ୍ରଧାନଙ୍କ ନାମ ଘୋଷଣା କରାଯାଇଥିବା ବେଳେ କଣ୍ଟାମାଳ ନିର୍ବାଚନ Continue Reading
ବିଶ୍ୱଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟକଟକ, ୨/୪: ରାଜ୍ୟ ପୋଲିସ ପକ୍ଷରୁ ଓଡିଶା ପୋଲିସର ୮୯ ତମ ପ୍ରତିଷ୍ଠା ଦିବସ କଟକ ଷଷ୍ଠ ବାଟାଲିଆନ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ରାଜ୍ୟ ପୋଲିସ ପକ୍ଷରୁ ପରେଡ କରାଯାଇଥିବା ବେଳେ ରାଜ୍ୟ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ମୁଖ୍ୟ ଅତିଥ୍ୟ ରୂପେ ଯୋଗ ଦେଇ ଅଭିବାଦନ ଗ୍ରହଣ କରିଥିଲେ ।ଏହା ସହ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ବାର୍ତ୍ତା ପଠନ କରିଥିଲେ ।ପବିତ୍ର ଉତ୍କଳ ଦିବସରେ ଓଡିଶା ପୋଲିସର Continue Reading
BY AKSHYA ROUT JAJPUR,APR 2: Jajpur Police on Monday celebrated its 89th Formation Day with the Superintendent of Police (SP) Vinit Agrwala taking salute at the District-level parade held in Panikoili. Sp inspected the District-level parade and extended hearty wishes to the force. The SP also felicitated police officers and personnel for their remarkable Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୪: ଅଦ୍ୟ ତା.୧.୪.୨୦୨୪ ରିଖ ଦିନ ବୌଦ୍ଧ ଠାରେ ଓଡିଶା ପ୍ରଦେଶ ଗଠନ ର ୮୯ ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ବୌଦ୍ଧ ଜ଼ିଲ୍ଲା ସ୍ତରୀୟ ଓଡିଶା ଦିବସ ସମାରୋହ -୨୦୨୪ ଅନୁଷ୍ଠିତ ହୋଇଯାଇଛି ।ଏହି ଉପଲକ୍ଷେ ପ୍ରାତଃ ୫ ଘଟିକା ସମୟରେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ, ବୌଦ୍ଧ ଶାଖା ପକ୍ଷ ରୁ ଡାକବାଜି ଯନ୍ତ୍ର ଯୋଗେ ବୌଦ୍ଧ ସହର ସାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା ।ପରେ ପରେ […]Continue Reading




