ପୁରୀ, ୨୫/୩: ଆଜି ସକାଳେ ପୁରୀରେ ବିଜେପିର ଦୁଇ ଲୋକସଭା ସାଂସଦ ପ୍ରାର୍ଥୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ଏ ଦୁଇଜଣ ହେଲେ ପୁରୀର ଲୋକସଭା ସାଂସଦ ପ୍ରାର୍ଥୀ ଡାକ୍ତର ସମ୍ବିତ ପାତ୍ର ଓ ସମ୍ବଲପୁରର ଲୋକସଭା ସାଂସଦ ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ।ଦୋଳ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରକୁ ଯାଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ଧର୍ମପତ୍ନୀ ମୁର୍ଦୁଳା ଠାକୁର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଲୋକସଭା ସାଂସଦ ପ୍ରାର୍ଥୀ ଘୋଷଣା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୩ : ବାଲିଗୁଡାରେ କାନ୍ଦୁଲ ଯାତ୍ରା ପର୍ବ ମହାସମାରୋହରେ ପାଲିତ ହୋଇଯାଇଛି । ଚଳିତ ବର୍ଷ ମା ପାଟଖଣ୍ଡା ଦୁର୍ଗା ପୁଜା ସମିତି ତରଫରୁ ପାଳନ କରିବାକୁ ପରସ୍ତୁତି କରାଯାଇଛି । ମାପାଟଖଣ୍ଡା କାନ୍ଦୁଲ ଯାତ୍ରା ଭେଟଘାଟ ରଆୟୋଜନ କରାଯାଇଛି ।ମନ୍ଦିରରେ ମାଙ୍କ ପାଖରେ ଭୋଗରାଗ ଲାଗିବା ସହ କାନ୍ଦୁଲ ଭଜା ଓ ଝଟା ଭଜାକୁ ରିତିନିତିପ୍ରକାରେ ପଜାର୍ଚ୍ଚନା କରାଯାଇଥିଲା । ଆସନ୍ତାକାଲି ସମିତି ତରଫରୁ ଦୁଇ ରାଜାକୁ Continue Reading
ନୂଆଦିଲ୍ଲୀ/ଭୁବନେଶ୍ବର, ୨୪/୩: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ପଞ୍ଚମ ପର୍ଯ୍ୟାୟରେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଏହି ଘୋଷଣା କରିଛି।ଏହି କ୍ରମରେ ବିଜେପି ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ପାଇଁ ଅପରାଜିତା ଷଡ଼ଙ୍ଗୀ ଓ ବ୍ରହ୍ମପୁର ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୩: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ମୁଖ୍ୟ ଡ଼ଃ.ବିଭୂତି ଭୂଷଣ ଆଚାର୍ଯ୍ୟଙ୍କ ଆବାହକତ୍ଵରେ ଅନ୍ତିମ ବର୍ଷ ଛାତ୍ର ଛାତ୍ରୀଙ୍କୁ ମେଲାଣି ମହୋତ୍ସବ ମାଧ୍ୟମରେ ପ୍ରଥମ ଓ ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ।ପ୍ରଥମେ ଶ୍ରୀଜଗନ୍ନାଥ ଫଟୋଚିତ୍ରରେ ଧୂପ ଦୀପ ପ୍ରଜ୍ଜଳନ କରି ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା। Continue Reading
ସମ୍ବଲପୁର, ୨୪/୩: ହୀରାକୁଦରେ ଝାଡାବାନ୍ତି ବ୍ୟାପିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ କ୍ରମେ ୨ଜଣିଆ ବିଶେଷଜ୍ଞ ଦଳ ହୀରାକୁଦ ପହଂଚି ସ୍ଥିତି ସମୀକ୍ଷା କରିଛନ୍ତି। ଏହି ୨ଜଣିଆ ଟିମ୍ ପ୍ରଥମେ ହୀରାକୁଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଂଚି ଡାକ୍ତରଙ୍କ ସହ ଆଲୋଚନା କରିବା ପରେ ଓ୍ବାର୍ଡ ଯାଇ ଭର୍ତ୍ତି ଥିବା ଆକ୍ରାନ୍ତଙ୍କ ସହ ଆଲୋଚନା କରିଛନ୍ତି।ଖବର ଲେଖାଯିବା ପର୍ୟ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ ଟପିଥିବା ସରକାରୀ ସୂତ୍ରରୁ ସୂଚନା Continue Reading
ଭୁବନେଶ୍ବର, ୨୪/୩: ରଂଗର ପର୍ବ ‘ହୋଲି’କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପୁଲିସ କେବଳ ରାଜରାସ୍ତା ନୁହେଁ, ବରଂ ଗାଧୁଆ ତୁଠ ଉପରେ ମଧ୍ୟ ନଜର ରଖିବ। ହୋଲି ପରବର୍ତ୍ତୀ ମୁହୂର୍ତ୍ତରେ ଦୁର୍ଘଟଣା ଏଡେଇବାକୁ ପୁଲିସ ଏଭଳି ପଦକ୍ଷେପ ଗ୍ରହଣ କରିଛି।ଅମାନିଆଙ୍କୁ ଜଗିବା ପାଇଁ ୩୧ଟି ସ୍ଥାନରେ ପୁଲିସ ଓ ଷ୍ଟ୍ରାଇକିଂ ଫୋର୍ସ ମୁତୟନ ହେବେ। ରାଜଧାନୀର ୪ଟି ଗାଧୁଆ ତୁଠରେ ପୁଲିସ ଜଗିବେ। Continue Reading
BY AKSHYA ROUT JAJPUR, MAR 24 : Holi, the festival of colours, is a vibrant and joyous festival that holds immense significance in Hindu culture, celebrated across the nation and Indians worldwide with great enthusiasm and delight. The festival begins with Holika Dahan on March 24th, 2024, a ritual bonfire on the eve of Holi, […]Continue Reading
ଭୁବନେଶ୍ୱର, ୨୪/୩ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଭୁବନେଶ୍ୱରର ସହିଦ ନଗର ଥାନା ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି ପୁଲିସ କମିଶନର।ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା ଡ୍ରାଇଭିଂ ଲାଇସେନ୍ସ ( DL)କୁ ଫେରାଇ ଦେବା ପାଇଁ ଗତକାଲି ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ।ଅଭିଯୋଗକାରୀଙ୍କୁ DLଫେରାଇ ଦେବାକୁ ମୋଟ ୫ ହଜାର ଟଙ୍କା ମାଗିଥିଲେ ପ୍ରିୟବ୍ରତ ପ୍ରଧାନ। ଅଭିଯୋଗକାରୀ ଗତ ୨୧ ତାରିଖରେ ତାଙ୍କୁ ୩ ହଜାର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୩/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ଏପ୍ରିଲ ୭ ତାରିଖ ରେ ଆୟୋଜିତ ହେବାକୁ ଥିବା ତେର ଶମ୍ଭୁ ମିଳନ ସମାରୋହ ନିମନ୍ତେ ପ୍ରଶାସନ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି କ୍ଷ ଏହି ବୈଠକରେ ପୁଲିସ ପ୍ରଶାସନ ତରଫରୁ ଅସ୍ଥାୟୀ ଫାଣ୍ଡି ଶୃଙ୍ଖଳା Continue Reading
BY AKSHYA ROUT JAJPUR;MAR 23: Three persons going on a motorcycle were killed as they crashed into a truck in Odisha’s Jajpur district on Saturday. As per reports, the incident tool place when Chakradhar Saonia of Suanla village in Duburi and Anil Hansdah and Sunil Hansdah of Tangiriapala village in Jajpur were going towards Jajpur […]Continue Reading




