ହୀରାକୁଦ, ୨୩/୩: ସମ୍ବଲପୁର ଜିଲ୍ଲା ହୀରାକୁଦରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ଜଣ ହୀରାକୁଦ ମେଡିକାଲରେ ଚିକିତ୍ସତ ହେଉଛନ୍ତି।ଗତକାଲି ୪୨ଜଣ ହୀରାକୁଦ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଗତକାଲି ସେମାନଙ୍କ ମଧ୍ୟରୁ କେତେକ ଗୁରୁତରଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତରିତ କରାଯାଇଥିଲା। ଆଜି ସକାଳେ ଜଣେ ରୋଗୀଙ୍କର ପ୍ରାଣହାନି ଘଟିଛି।ଦୂଷିତ ପାନୀୟ ଜଳ ଯୋଗାଣ କାରଣରୁ ଡାଇରିଆ ବ୍ୟାପିଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ Continue Reading
ବାଲିପାଟଣା, ୨୩/୩: ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଚଣାହଟ୍ଟା ରାଜସ ରାସ୍ତାରେ କୃଷ୍ଣପୁର ବ୍ରିଜ ସନ୍ନିକଟରେ ଏକ ଚଳନ୍ତା କାର ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇଛି। ଦୁର୍ଘଟଣାରେ ବିଦ୍ୟୁତ ଖୁଣ୍ଟ ଏବଂ କାର ଭାଙ୍ଗି ଚୂରମାର ହୋଇ ଯାଇଛି। ୱାଗନର କାର୍ (ନଂ ଓଆର ୦୨ ବିଏଚ ୮୭୩୪)ର ଚାଳକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।ସୂଚନା ମୁତାବକ ଆଜି ସକାଳ ସାଢେ ୮ ଟା ସମୟରେ କାରଟି ରାଜସ ପଟୁ ଚଣାହଟ୍ଟା ଅଭିମୁଖେ ଆସୁଥିଲା। ସ୍ଥାନୀୟ […]Continue Reading
By Subrat Sarangi Bhubaneswar, March 22 : The Odisha operations of ArcelorMittal Nippon Steel India observed the 53rd National Safety Week with an aim to create awareness on health and safety among employees and shop floor workers. The week long celebration started on March 04,2024 with the hoisting of safety flag by Sri Suresha G, […]Continue Reading
ଭୁବନେଶ୍ବର/କଟକ, ୨୨/୩: କଟକ ସାଂସଦ ଭର୍ତ୍ତୃହରି ମହତାବ୍ ଶୁକ୍ରବାର ବିଜୁ ଜନତା ଦଳ (ବିଜେଡି) ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଏଥି ସହିତ ଶ୍ରୀ ମହତାବ୍ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। କଟକରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ନିଜେ ଶ୍ରୀ ମହତାବ୍ ଏହି ସୂଚନା ଦେଇଛନ୍ତି। ତେବେ ଶ୍ରୀ ମହତାବ୍ କେଉଁ ଦଳରେ ଯୋଗଦେବେ ସେନେଇ ଘୋଷଣା କରିନାହାନ୍ତି।ଦଳ ଛାଡ଼ିବା Continue Reading
ଭୁବନେଶ୍ୱର,୨୨/୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହିତ ବହୁ ବରିଷ୍ଠ ନେତା ଦାମଙ୍କ ଶେଷ ଦର୍ଶନ କରିଛନ୍ତି।ସୂଚନାଯୋଗ୍ୟ, ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଭୋର୍ ୫ଟା ୨୩ରେ ଦାମଙ୍କର ପରଲୋକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୩ : କନ୍ଧମାଳ ପୁଲିସ ପଞ୍ଝାରେ ପଡିଛି ଆନ୍ତରାଜ୍ୟ ଗଞ୍ଜେଇ ଚାଲାଣକାରୀ ରାକେଟ । ଯାହାକୁ ନେଇ ପୁଲିସ ଏବେ ଚଳଚଞ୍ଚଳ ହୋଇ ପଡିଛି । ସାଧାରଣ ନିର୍ବାଚନ କୁ ଆଖି ଆଗରେ ରଖି ବାଲିଗୁଡା ପୁଲିସ ପକ୍ଷରୁ ବାରଖମା ନିକଟସ୍ଥ ଡାବୁଡାକା ଘାଟିରେ ବୁଧବାର ଦିନ ବାଲିଗୁଡା-ଲଣ୍ଡାଗାଁ ରାସ୍ତା ରେ ବ୍ଲକିଂ କରି ଗାଡି ମୋଟର ଚେକିଙ୍ଗ କରୁଥିବା ବେଳେ ସେହି ରାସ୍ତା ଦେଇ ଦୁଇଟି କାର ଆସୁଥିବା ବେଳେ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୩ : ବୌଦ୍ଧ ଜିଲ୍ଲା ପାଣଗଣ୍ଡା ସମାଜ ବିକାଶ ପରିଷଦ ପକ୍ଷରୁ କଣ୍ଟାମାଳ ବ୍ଲକର ଯୋଗୀନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଦୁଇ ସହକାରୀ ଶିକ୍ଷକଙ୍କ ବହିଷ୍କାର ଦାବୀରେ ଆଜି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଓ କରିଥିଲେ ।ପ୍ରକାଶ ଥାଉକି ବୌଦ୍ଧ ଜିଲ୍ଲା କଂଟାମାଳ ବ୍ଳକର ଯୋଗୀନ୍ଦ୍ରପୁର ଉଚ୍ଚବିଦ୍ୟାଳୟରେ ଗତ ଫେବୃୟାରୀ ୧୪ ତାରିଖ ସରସ୍ୱତୀ ପୂଜା ଦିନ ଜଣେ ଦଳିତ ଛାତ୍ରଙ୍କୁ ଜାତିଆଣ ଆପେକ୍ଷ Continue Reading
BY AKSHYA ROUT JAJPUR, MAR 21 :With the ruling Biju Janata Dal (BJD) hinting at a potential alliance with the BJP ahead of the Lok Sabha elections, The All India Congress Committee Member (AICC) Madhusmita Acharya alleged that both the parties are teaming up to exploit the state and its natural resources, including mines. He […]Continue Reading
ଭୁବନେଶ୍ୱର, ୨୧/୩ : ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟ ଗୁରୁତର ରହିଛି ।ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିବାର ସମ୍ବିତ ସୂଚନା ଦେଇଛନ୍ତି । ହୃଦଘାତ ପରେ ଦାମୋଦର ଗୁରୁତର ହୋଇପଡିଛନ୍ତି ବୋଲି ପୁଅ କହିଛନ୍ତି । ସମ୍ବିତ କହିଛନ୍ତି ଯେ ହୃଦଘାତ ଆସିବା ପରେ ବ୍ରେନଡେଡ଼ ହୋଇପଡିଛି ।ଉଲ୍ଲେଖ ଥାଉ କି ତିନିମାସ ତଳେ ବରିଷ୍ଠ ନେତା ତଥା […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୩: ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍ ଅନ୍ତର୍ଗତ ମଙ୍ଗରାଜପୁରଗ୍ରାମ ଠାରେ ଦେଶାଇ ଫାଉଣ୍ଡେସନ ସହାୟତାରେ ସ୍ବେଛାସେବୀ ଅନୁଷ୍ଟାନ ସିସିଡ଼ି: ପକ୍ଷରୁ ଏକ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଟିତ ହୋଇଯାଇଛି। ।ସ୍ଥାନୀୟ ଗ୍ରାମର ମୁଖିୟା ଓ ଡାକ୍ତର ଶ୍ରୀମତୀ କେ: ବିଜୟା ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ଵଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ଏହି ସ୍ୱାସ୍ଥ୍ୟ ଶିବିରରେ ଆସିଥିବା ଜନସାଧରଣଙ୍କୁ ମାଗଣାରେ ସ୍ୱାସ୍ଥ୍ୟ Continue Reading




