କଣ୍ଟାବାଞ୍ଜି, ୧୯/୩: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି-ବଙ୍ଗୋମୁଣ୍ଡା ୪୨ ନମ୍ବର ରାଜ୍ୟ ରାଜପଥ ଦନ୍ଦରା ଠାରେ ଦିନ ଦ୍ୱିପ୍ରହରରେ ଚଳନ୍ତା ବାଇକକୁ ଧକ୍କା ଦେଇ ଓ ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତମାନେ ୪ ଲକ୍ଷ ୬୪ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଲୁଟ୍ର ଶିକାର ହୋଇଥିବା ବଙ୍ଗୋମୁଣ୍ଡା ଇଓ ସତ୍ୟ ଘିବେଲା ପୁଲିସ ନିକଟରେ ଏହି ଅଭିଯୋଗ କରିଛନ୍ତି।ବଙ୍ଗୋମୁଣ୍ଡା ଗ୍ରାମପଞ୍ଚାୟତର ପିଇଓ ଶ୍ରୀ ଘିବେଲା ପୁଲିସକୁ କହିଛନ୍ତି, ଆଜି ସେ ନିଜର Continue Reading
ଭୁବନେଶ୍ୱର,୧୯/୩:ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେଡି-ବିଜେପି ସମ୍ଭାବ୍ୟ ମେଂଟକୁ ନେଇ ଜାରି ରହିଥିବା ଚର୍ଚ୍ଚାକୁ ଆଜି ନୂଆମୋଡ଼ ଦେଇଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ। ଦେଶର ଦୁଇ ମହାନ ନେତା ବୃହତ୍ତର ଉଦ୍ଦେଶ୍ୟ ପାଇଁ ଏକାଠି ହେବାକୁ ଚାହାଁନ୍ତି । ଯାହାକି ରାଜନୀତିରୁ ଊର୍ଦ୍ଧ୍ୱରେ ଓ ଏହା ହିଁ ରାଷ୍ଟ୍ରନୀତି । ନିର୍ବାଚନୀ ଗଣିତ ପାଇଁ ବିଜେଡି କିମ୍ବା ବିଜେପି ଉଭୟଙ୍କୁ ମେଂଟର ଆବଶ୍ୟକତା ନାହିଁ ବୋଲି ପାଣ୍ଡିଆନ କହିଛନ୍ତି । Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୯/୩: ନୟାଗଡ଼ ଜିଲ୍ଲାପାଳଙ୍କ ସଦ ଭାବନା ଗୃହରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ସ୍ଵଧାଦେବ ସିଂ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ, ଅତିରିକ୍ତ ଜିଲାପାଳ ଦିଲ୍ଲୀପ କୁମାର ବଳ, ଅତିରିକ୍ତ ଜିଲାପାଳ ନିର୍ବାଚନ ରୋଜାନି ଦାସ, ଜିଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ ପଣ୍ଡା, ଉପଜିଲ୍ଲାପାଳ କର୍ଣଦେବ ସମାଦାର, ଡେପୁଟି Continue Reading
BY AKSHYA ROUT JAJPUR, MAR 18 : Large number of People Feliciatated Sukinda MLA and minister Pritiranjan Ghadei at Danagadi in Jajpur district on Monday . Addressing a meeting ghadai said “Naveen rules in the heart of people. All Odias love him and they want to see the state grows under his leadership,”said ghadei Continue Reading
କଟକ, ୧୮/୩: ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ।ସୂଚନାଯୋଗ୍ୟ, ଜନ ପ୍ରତିନିଧି ଆଇନର ଧାରା ୧୫୧-କ ଅନୁସାରେ ୯୦-ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ଖାଲି ପଡ଼ିଛି (କାଜୁଆଲ Continue Reading
କେନ୍ଦୁଝର, ୧୮/୩: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍ ଶୁଆକାଟିସ୍ଥିତ ଓଏମ୍ସି ଖଣିରୁ କେନ୍ଦୁଝର ସଦର ବ୍ଲକ୍ ଗୋହାଲଡିହି ରେଳସାଇଡିଂ ପର୍ୟ୍ୟନ୍ତ ରେଳପଥ ସଂଯୋଗୀକରଣକୁ ବିରୋଧ କରି ଆଜି ଟ୍ରକ ମାଲିକ ସଂଘ ପକ୍ଷରୁ ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ ଡାକରା ଦିଆଯାଇଛି।ବନ୍ଦକୁ ୧୫ ସଂଗଠନ ପକ୍ଷରୁ ସମର୍ଥନ ଦିଆଯାଇଛି। ତେବେ ବନ୍ଦରୁ ଆମ୍ବୁଲାନ୍ସ, ଅଗ୍ନିଶମ, କ୍ଷୀରଗାଡ଼ି, ସ୍କୁଲ ଓ କଲେଜ ବସ୍ ସମେତ ଜରୁରୀ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଛି। କେନ୍ଦୁଝର ଷ୍ଟେସନରେ Continue Reading
By Akshya Rout Jajpur , Mar 17 : A worker from West Bengal was killed and two sustained serious injuries on Sunday in a cave-in incident in an illegal black stone quarry at Rahadapur hillock under Jenapur police station of Jajpur district. A portion of the hillock caved in while they were doing Continue Reading
ଭୁବନେଶ୍ୱର,୧୭/୩: ରାଜ୍ୟ ଭାଜପା କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇପଡ଼ିଛି। ବରିଷ୍ଠ ନେତାମାନଙ୍କୁ ନେଇ କାର୍ଯ୍ୟାଳୟରେ ଘନଘନ ବୈଠକ ବସିଛି। ଏଥିରେ ଦଳର ବରିଷ୍ଠ ନେତା ସାମିଲ ହୋଇଛନ୍ତି । ନିର୍ବାଚନ ପାଇଁ ରାଜ୍ୟର ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ନେଇ କାହାକୁ ପ୍ରାର୍ଥୀ କରାଯିବ କାହାକୁ କେଉଁ ଆସନ ଦିଆଯିବ ଏବଂ ଅନ୍ୟ କର୍ମୀଙ୍କୁ କିପରି ସନ୍ତୁଷ୍ଟ କରାଯିବ ସେ ନେଇ ବୈଠକରେ ଆଲୋଚନା କରାଯାଉଥିବା ସୂଚନା ରହିଛି।ସଠିକ ଭାବେ ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ Continue Reading
ଢେଙ୍କାନାଳ, ୧୭/୩ : ଧରାପଡିଲେ ନକଲି ଇଡି ଅଧିକାରୀ। ନିଜକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଧିକାରୀ ପରିଚୟ ଦେଇ ଲୋକଙ୍କୁ ଠକୁଥିଲେ ଦୁଇ ଭାଇ। ଏଭଳି କିଛି ଅଭିଯୋଗ ଆସିବା ପରେ ଏବେ ଏହି ଦୁଇ ନକଲି ଇଡି ଅଧିକାରୀଙ୍କୁ କ୍ରାଇମ ବ୍ରାଞ୍ଚ ଏସ୍ଟିଏଫ୍ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଢେଙ୍କାନାଳର ଦୁଇ ଭାଇ ତାରିଣୀ ସେନ ଓ ବ୍ରହ୍ମଶଙ୍କର ମହାପାତ୍ର।ସୂଚନା ମୁତାବକ, ଅଭିଯୁକ୍ତ ଦୁଇ ଭାଇ ନିଜକୁ ଇଡି ଅଫିସର୍ କହି ୩ ଶହ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୩ : ୨୦୨୪ ସାଧାରଣ ନିର୍ବାଚନ ପାଇଁ ନିର୍ବାଚନୀ ବିଗୁଲ ବାଜି ସାରିଛି । ବାଲିଗୁଡା ବିଧାନସଭା କ୍ଷେତ୍ରଟି ମେ ୨୦ ରେ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତି ର ପେଢି ଖୋଲିବେ । କେଉଁ ବର୍ଗ ର ଲୋକଙ୍କୁ କିଭଳି ନିଜ ଭୋଟ ବ୍ୟାଙ୍କ ଭାବେ ଆପଣାଇବ ସେ ନେଇ କିପରି ଆକୃଷ୍ଟ କରାଯିବ ତାହାଏବେ ଠାରୁ ଆରମ୍ଭ ହୋଇଯାଇଛି ।ବାଲିଗୁଡା ନିର୍ବାଚନ […]Continue Reading




