Home Posts tagged ODISHA (Page 52)
Odisha News
ଭୁବନେଶ୍ୱର, ୧୩/୧୧ : ଆସନ୍ତା ୨୦ରୁ ଆରମ୍ଭ ହେବ ଖରିଫ ଧାନ କିଣା । ବରଗଡ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି । ଦୁଇ ବର୍ଷ ମଧ୍ୟରେ ୧୦୦ ଟି ମଡେଲ ମଣ୍ଡି ପାଇଁ ହୋଇଛି ନିଷ୍ପତ୍ତି ।ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ସ୍ଥାପନ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇଛି । ଚଳିତ ଆର୍ଥିକ ବର୍ଷରେ ୮୦ ଟି ସମବାୟ […]Continue Reading
Odisha News
ଭବାନୀପାଟଣା, ୧୩/୧୧ : ଭିଜିଲାନ୍ସ ଜାଲରେ କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓ । ବିଭାଗର ଜଣେ ଅବସରପ୍ରାପ୍ତ ଫିଟର ମିସ୍ତ୍ରୀ ତ୍ରିଲୋଚନ ଶବରଙ୍କ ଠାରୁ ପେନସନ୍ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ବରିଷ୍ଠ କିରାଣୀ ଜଣକ ନିଜ ସରକାରୀ ବାସଭବନ ରେ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୧୧: ଖୋର୍ଦ୍ଧା ନିକଟ ଶିଆଳିଆ ପାଟଣା ଅନ୍ତର୍ଗତ ଆଦର୍ଶ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ କନିଷ୍ଠ ଓ ବରିଷ୍ଠ ବିଭାଗରେ ମୋଟ ୪୫ ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷା ସୁଜାତା ଚକ୍ର ଅଧ୍ୟକ୍ଷତା କରିଥିଲେ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ତଥା ବିଚାରକ ଭାବରେ ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ Continue Reading
Odisha News
ଗୁରୁଦୟାଲ ହଂସଙ୍କ ରିପୋର୍ଟକଣ୍ଟାବାଞ୍ଜି ,୧୨/୧୧ : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ୨୦୨୫ ତୁରେକେଲା ସରକାରୀ ହାଇସ୍କୁଲ ଖେଲ ପଡିଆରେ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମେଳାରେ ମତ୍ସ୍ୟ,ପ୍ରାଣୀ ସମ୍ପଦ ଓ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟକ୍ରମର ପ୍ରଦର୍ଶନୀ,ଚାଷୀ ବିଶେଷଜ୍ଞ ଆଲୋଚନା ,ସଚେତନତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି ମେଳାରେ କଣ୍ଡାବାଞ୍ଜି ବିଧାୟକ ଶ୍ରୀ ଲକ୍ଷ୍ମଣ Continue Reading
Odisha News
ଭୁବନେଶ୍ୱର, ୧୨/୧୧ : ଶିଶୁମାନେ ଆମର ଭବିଷ୍ୟତ, ଆମର ଆଶା। ଶିଶୁ ମାନଙ୍କ ସ୍ୱପ୍ନକୁ ସାକାର କରିବା, ସେମାନଙ୍କ ମାର୍ଗଦର୍ଶନ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ର ଉଦଘାଟନୀ ଅବସରରେ କହିଛନ୍ତି ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲଠାରେ ଆୟୋଜିତ କାର୍ଯ୍ୟକ୍ରମରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୨/୧୧ : ଗୋଚର ଜମି ଇଡ୍ କୋ ହାତକୁ ଟେକିଦେବା ପ୍ରତିବାଦରେ ଟାଙ୍ଗି ବ୍ଳକ୍ ଛଣଗିରି ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ଗୟାବନ୍ଧ ଗ୍ରାମବାସୀ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗୋଚର ଜମି କିସମ ପରିବର୍ତ୍ତନ କରାଇ ଇଡ୍‌କୋ ହାତରେ ଜମି ଟେକିଦେବାକୁ ୪ଥର ନୋଟିସ୍ ଜାରି ହୋଇଛି।ଉକ୍ତ ଜମିକୁ ଇଡ୍‌କୋ ଶିଳ୍ପସଂସ୍ଥାକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି Continue Reading
Odisha News
ଗୁରୁଦୟାଲ ହଂସଙ୍କ ରିପୋର୍ଟକଣ୍ଟାବାଞ୍ଜି,୧୨/୧୧ : ବଲାଙ୍ଗିର ଜିଲ୍ଲା କଣ୍ଟବାଞ୍ଜିଠାରେ ଗତ ଦୁଇ ବର୍ଷ ହେଲା ଉତ୍କଳ ବାଳାଶ୍ରମର କୋଠା ନିର୍ମାଣ ସରିଛି । ଏହା କଣ୍ଟାବାଞ୍ଜି- ବଙ୍ଗୋମୁଣ୍ଡା ରାଜ୍ୟ ରାଜପଥ ନଂ.୪୨ ରାସ୍ତା ପାଶ୍ୱର୍ କେ.ଭି.କଲେଜ ସମ୍ମୁଖରେ ନିର୍ମାଣ ହୋଇଛି । କୋଟି କୋଟି ଟଙ୍କା ବ୍ୟୟରେ ଏହି ଉତ୍କଳ ବାଳାଶ୍ରମ ନିର୍ମାଣ ହୋଇ ଦୁଇ ବର୍ଷ ହୋଇ ସାରିଛି । ହେଲେ ଏହା କାର୍ଯ୍ୟକ୍ଷମ ହୋଇନାହିଁ ।କାର୍ଯ୍ୟକ୍ଷମ ହୋଇ ନ ଥିବାରୁ କୋଠାଟି ଭୁତକୋଠି Continue Reading
Odisha News
ଭୁବନେଶ୍ୱର, ୧୨/୧୧ : ଆଜି ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥିରେ ପୁରପଲ୍ଲୀରେ ପାଳିତ ହେଉଛି ପ୍ରଥମାଷ୍ଟମୀ । ଆଜି ଦିନରେ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ। କାରଣ, ଷଷ୍ଠୀଦେବୀ ହେଉଛନ୍ତି \’ଜ୍ୟେଷ୍ଠାଦେବୀ\’।ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନପରେ ନୂତନ ବସ୍ତ୍ର ପିନ୍ଧାଇ ଠାକୁରଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ Continue Reading