Home Posts tagged ODISHA (Page 520)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୧/୩ : ବୌଦ୍ଧ ଜିଲ୍ଲା କ୍ରିକେଟ ଆସୋସିଏସନ ଆନୁକୁଲ୍ୟରେ ଜିଲ୍ଲା ଷ୍ଟାଡିଅମ ଠାରେ ଚାଲିଥିବା ସପ୍ତମ ବୌଦ୍ଧ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଆଜି ଜଗନ୍ନାଥ କଲୋନୀ କ୍ରିକେଟ କ୍ଲବ ସମ୍ବଲପୁର ଓ ଏସିସି ଅନଗୁଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।ଆଜିର ଫାଇନାଲ ମ୍ୟାଚକୁ ମୁଖ୍ୟଅତିଥି ଭାବେ ବୌଦ୍ଧର ବିଶିଷ୍ଟ ଆଇନଜୀବୀ ଓମ୍ ପ୍ରକାଶ ମିଶ୍ର ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ଡିସିଏର ବରିଷ୍ଠ Continue Reading
Top Stories
By Sukant Mohanty Bhubaneswar, March 10: The Economic Offences Wing (EOW), Bhubaneswar on Sunday arrested two persons, including a former IDBI branch manager in connection with a fraud amounting to Rs 3.70 crore. According to EOW, the IDBI ex-branch manager Saroj Kanta Mohapatra along with his associate Angel Mishra looted the money fraudulently. The case […]Continue Reading
Odisha News
ନୂଆଦିଲ୍ଲୀ,୧୦/୩: ଏଣିକି ରାତିରେ ନାନ୍ଦକାନନ ପ୍ରାଣୀ ଉଦ୍ୟାନ ବୁଲିପାରିବେ ଲୋକେ। ଏକ ଅଭିନବ ଶିକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ‘ନାଇଟ୍ ଆଉଟ୍ ଆଟ୍ ପ୍ରାଣୀ ଉଦ୍ୟାନ’ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହା ମାଧ୍ୟମରେ ବର୍ତ୍ତମାନ ରାତିରେ ନନ୍ଦନକାନନ୍ ପ୍ରାଣୀ ଉଦ୍ୟାନ ପରିଦର୍ଶନ କରିପାରିବେ।ଏହି କାର୍ଯ୍ୟକ୍ରମ ମାର୍ଚ୍ଚ ୧୦, ୨୦୨୪ ରୁ ଆରମ୍ଭ ହେବ। ଏହା ହେଉଛି ଏକ ଉଲ୍ଲେଖନୀୟ ଶିକ୍ଷାଗତ କାର‌୍ୟ୍ୟକ୍ରମ ଯେଉଁଥିରେ ଜଙ୍ଗଲ ଏବଂ ସେମାନଙ୍କର ବିବିଧ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୩: ପାରଳାଖେମୁଣ୍ଡି ସ୍ଥିତ ୟୁଟେକ୍ କମ୍ପ୍ୟୁଟର ଏଜୁକେସନ ସେଣ୍ଟର ପରିସରରେ \”ପ୍ରଗତି ମହିଳା ସଂଗଠନ ଏବଂ ଗଜପତି ଜିଲ୍ଲା ବିକାଶ ସୁରକ୍ଷା ମଞ୍ଚର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତିକ ମହିଳା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି।ପ୍ରଗତି ମହିଳା ସଂଗଠନର ସଭାନେତ୍ରୀ ଶ୍ରୀମତୀ କଳ୍ପନା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭା କାର୍ଯ୍ୟକ୍ରମରେ ସଂଗଠନର ଶ୍ରୀମତୀ ସବିତା ପଣ୍ଡିତ ସ୍ଵାଗତ ସମ୍ଭାଷଣ ଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୩: ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତ ବର୍ଷର ପ୍ରଥମ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ତଥା ଦୌରା ଜଜ ଶ୍ରୀ ପ୍ରଣବ କୁମାର ରାଉତରାୟ ଉପସ୍ଥିତ ରହି ବିଭନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସଙ୍ଗେ ସଙ୍ଗେ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ।ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚୀବ ଶ୍ରୀ ରବି ନାରାୟଣ […]Continue Reading
Odisha News
ଫୁଲବାଣୀ,୧୦/୩: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଦୁର୍ଗାପଙ୍ଗା ସଂରକ୍ଷିତ ଜଙ୍ଗଲରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ୧୫ରୁ ୨୦ ରାଉଣ୍ଡ ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ। ଆଜି ଏସଓଜି ଯବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଥିବା ବେଳେ ମାଓ କ୍ୟାମ୍ପ ଠାବ ହୋଇଥିଲା । ଯବାନଙ୍କୁ ଦେଖି ମାଓବାଦୀ ଗୁଳି ମାଓବାଦୀ ଚଳାଇଥିଲେ।ତେବେ ଯବାନଙ୍କ ପ୍ରତିଆକ୍ରମଣ ପରେ କ୍ୟାମ୍ପ ଛାଡ଼ି ପଳାଇଛନ୍ତି ପ୍ରାୟ ୧୫ ଜଣ ଦୁର୍ଦ୍ଦାନ୍ତ Continue Reading
Odisha News
ଭୁବନେଶ୍ୱର, ୧୦/୩ : ବିଜେଡି ସହିତ ମେଣ୍ଟ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଯେଉଁ କଥା କହିଥିଲେ ତାକୁ ଦୋହରାଇଛନ୍ତି ନିର୍ବାଚନ ସହପ୍ରଭାରୀ ଲତା ଉସେଣ୍ଡି।ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଲତା କହିଥିଲେ, ରାଜ୍ୟରେ ବିଜେପି ଏକାକୀ ନିର୍ବାଚନ ଲଢ଼ିବ। ବିଧାନସଭା ହେଉ କିମ୍ବା ଲୋକସଭା- ସବୁ ଆସନ ପାଇଁ ଦଳ ପ୍ରସ୍ତୁତି କରୁଛି। ଗୋଟିଏ ଗୋଟିଏ ଆସନ ପାଇଁ ଆଲୋଚନା ହୋଇଛି। […]Continue Reading
Odisha News
ଭୁବନେଶ୍ୱର,୧୦/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି।୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ Continue Reading
Odisha News
ସୁନ୍ଦରଗଡ଼, ୧୦/୩ : ସୁନ୍ଦରଗଡ଼ ସହର ନିକଟସ୍ଥ ସେମିନାରେ ଇବ୍ ନଦୀରେ ଗତକାଲି ଗୋଟିଏ ପରିବାରର ୩ ଜଣ ସଦସ୍ୟ ବୁଡ଼ି ଯାଇଥିବା ବେଳେ ଆଜି ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ହେଉଛନ୍ତି ମହମ୍ମଦ ସାଜିଦ (୩୫) ଓ ତାଙ୍କର ଦୁଇ ପୁତୁରା ମହମ୍ମଦ ଫରହାନ (୧୫) ଓ ମହମ୍ମଦ ରିଜୱାନ (୧୭)।ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳର ମହମ୍ମଦ ଫରହାନଙ୍କର ଗତକାଲି ଥିଲା ଜନ୍ମଦିନ। ତାଙ୍କ ଜନ୍ମଦିନ ପାଳନ କରିବା ପାଇଁ ପରିବାର ଲୋକେ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୦/୩ : ବୌଦ୍ଧ ଜିଲ୍ଲା ଷ୍ଟାଡିୟମର ଆଲୋକୀକରଣ ପ୍ରକଳ୍ପ ଶନିବାର ଦିନ ଉଦଘାଟିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ଏହାକୁ ଉଦଘାଟନ କରିଛନ୍ତି । ସମ୍ମାନିତ ଅତିଥି ଭାବରେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଯୋଗଦେଇ ଥିଲେ ।ବୌଦ୍ଧ ନଗରପାଳ ମୃତ୍ୟୁଂଜୟ ମିଶ୍ର କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା Continue Reading