Home Posts tagged ODISHA (Page 521)
Odisha News
ଭୁବନେଶ୍ବର,୯/୩: ରାଜ୍ୟ କ୍ୟାବିନେଟ୍ ବୈଠକରେ ଶନିବାର ସନ୍ଧ୍ୟାରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ ରାଜ୍ୟର ସମସ୍ତ ୟୁଜି (ସ୍ନାତକ) ଓ ପିଜି (ସ୍ନାତକୋତ୍ତର) ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଛି।ପୂର୍ବରୁ କେବଳ ଉଚ୍ଚଶିକ୍ଷା ବିଭାଗ Continue Reading
Odisha News
ସୁନ୍ଦରଗଡ଼, ୯/୩: ଇବନଦୀ ସେମନାଘାଟରେ ଗାଧୋଇଲା ବେଳେ ଜଣେ ବାଳକ ସମେତ ୩ ଜଣ ନିଖୋଜ ହୋଇଯାଇଛନ୍ତି। ନଦୀର ଚୋରାବାଲିରେ ସେମାନେ ବୁଡ଼ି ଯାଇଥିବା କୁହାଯାଉଛି।ଯୁବକମାନେ ସୁନ୍ଦରଗଡ଼ ରିଜେଣ୍ଟ ମାର୍କେଟର ବୋଲି ପ୍ରାଥମିକ ସୂଚନା ମିଳିଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରୁଛନ୍ତି। ସେମାନଙ୍କ ପରିଚୟ ମିଳି ନାହିଁ।Continue Reading
Odisha News
ଭୁବନେଶ୍ବର, ୯/୩: ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିସନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ରାଜ୍ୟରେ ମହିଳା ସଶକ୍ତୀକରଣରେ ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ବର,୮/୩ :ଟିପିଏନଓଡିଏଲ୍ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ’ଫେମେ ଫିଏଷ୍ଟା’ ଅନୁଷ୍ଠିତ ହୋଇଛି। ମହିଳା ଉପଭୋକ୍ତାମାନଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଟିପିଏନଓଡିଏଲ୍ ପ୍ରତି ସେମାନଙ୍କ ପ୍ରତିବଦ୍ଧତାକୁ ସମ୍ମାନ ଜଣାଇବା ପାଇଁ ଏହାର ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମରେ ସିଇଓ ଦ୍ୱିଜଦାସ ବସକ, ଚିଫ କମର୍ସିଆଲ ଓ ସିଏସଆର୍ ପର୍ବିନ୍ ବର୍ମା ପ୍ରମୁଖ Continue Reading
Odisha News
ଫୁଲବାଣୀ, ୯/୩: ପଡ଼ୋଶୀ ଛତିଶଗଡ଼ ପରେ ଏବେ ଓଡ଼ିଶାରେ ଲାଲ ଆତଙ୍କ। ଫୁଲବାଣୀରେ ମାତିଲେ ମାଓବାଦୀ। ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।ସଲାଗୁଡ଼ା ପଞ୍ଚାୟତ କୁସେରି ଗାଁରେ ମାଓବାଦୀମାନେ ଏଭଳି ବର୍ବର କାଣ୍ଡ ଘଟାଇଛନ୍ତି। ସ୍ୱାମୀ ଦାହିରା କହଁର ଓ ସ୍ତ୍ରୀ ବତାସି କହଁରଙ୍କୁ ହତ୍ୟା କରିଥିବା ସୂଚନା ରହିଛି, ପୁଲିସ ଯାହାର ତଦନ୍ତ କରୁଛି।ଗତକାଲି ରାତି ପ୍ରାୟ ୯ଟା ସମୟରେ କିଛି ନକ୍ସଲ ଆସି ଦମ୍ପତିଙ୍କୁ ଘରୁ ଉଠାଇ ନେଇଥିଲେ। Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୩ : ଆଜି ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପାରଳାଖେମୁଣ୍ଡି ସ୍ଥିତ ମୁଖ୍ୟ ଚିକିତ୍ସାଳୟ ଠାରେ ଅତି ସୁନ୍ଦର ଓ ଯଥାର୍ଥ ଭାବରେ ଡିଏମଓ: ଡାକ୍ତର ପ୍ରମୋଦ ପଣ୍ଡା , ସ୍ତ୍ରୀ ଓ ପ୍ରସୂତୀ ବିଭାଗ ଡାକ୍ତର ଇତିଶ୍ରୀ ମିଶ୍ର , ଡାକ୍ତର ସନ୍ଧ୍ୟାରାଣୀ ପାଣିଗ୍ରାହୀ ଏବଂ ଡାକ୍ତର ରେଗା ଲଷ୍ମୀ ନାରାୟଣ ପଟ୍ଟନାୟକଙ୍କ ସମେତ ସମସ୍ତ ବିଭାଗର ସ୍ବାସ୍ଥ୍ୟସେବିକା ଓ ବିଭିନ୍ନ କ୍ଷେତ୍ରର କର୍ମଚାରୀ ମାନଙ୍କ ଆନୁକୁଲ୍ୟରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୩: ପାରଳାଖେମୁଣ୍ଡି ସହରରେ ଥିବା ଅଗ୍ରଣୀ ମହିଳା ସଂଗଠନ ‘ଆକାଂକ୍ଷା’ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ କାର୍ଯ୍ୟକ୍ରମ ସଂଗଠନର ସଭାନେତ୍ରୀ ଶ୍ରୀମତୀ ଆଶାଲତା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟଅତିଥି ରୂପେ ଯୋଗ ଦେଇ ଗଜପତି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଡ଼ଃ ଗୁଣନିଧି ନାୟକ , ଲିଙ୍ଗଗତ ସମାନତା ଓ ମହିଳା ମାନଙ୍କୁ ସମାଜରେ ଉପଯୁକ୍ତ ସମ୍ମାନ ମିଳିବା ଆବଶ୍ୟକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୩: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଜୀବା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ “ମୋ ସ୍କୁଲ ଉତ୍ସବ” କାର୍ଯ୍ୟକ୍ରମ ଅତ୍ୟନ୍ତ ହର୍ଷ ଓ ଉଲ୍ଲାସ ମଧ୍ୟରେ ପାଳିତ ହୋଇ ଯାଇଛି ।ଏହି ଅବସରରେ ଅନୁଷ୍ଠିତ ବୈଠକ କାର୍ଯ୍ୟକ୍ରମରେ ପୁରାତନ ଛାତ୍ର କମିଟି ସଭାପତି ଶ୍ରୀ ବେଶି ଶେଷଗିରି ରାଓଙ୍କ ଅଧ୍ୟକ୍ଷତା ବିଦ୍ୟାଳୟର ପୁରାତନ ଶିକ୍ଷାର୍ଥୀ , ପ୍ରଧାନ ଶିକ୍ଷୟିତ୍ରୀ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ Continue Reading
Feature
BY AKSHYA ROUT JAJPUR,MAR 8  : International Women’s Day is marked on March 8 every year across the globe. It is a day to honour and recognise women’s resilience, strength, and power. On this day, people also take time to consider the work still left to be done in the ongoing battle for gender equality. […]Continue Reading