ଭୁବନେଶ୍ବର, ୬/୩: ନାଲକୋର ପୂର୍ବତନ ସିଏମଡି ଡକ୍ଟର ତପନ ଚାନ୍ଦ ବିଜେପିରେ ଯୋଗ ଦେଇଛନ୍ତି। ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି।ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ତାଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ପ୍ରଦାନ କରାଯାଇ ସ୍ବାଗତ କରାଯାଇଥିଲା। ଡକ୍ଟର ତପନ ଚାନ୍ଦ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ସହ ଛାତ୍ରଜୀବନରେ ଜଡ଼ିତ ଥିଲେ।ସେ ଉତ୍କଳ ବିଶ୍ବବିଦ୍ୟାଳୟ ଛାତ୍ରସଂସଦର ସଭାପତି ଭାବେ ମଧ୍ୟ Continue Reading
ଭୁବନେଶ୍ବର,୬/୩: ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ଇଡିରେ ହାଜର ହୋଇଥିବା ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ପ୍ରାୟ ୧୮ ଘଣ୍ଟାର ଜେରା କରାଯାଇଥିଲା। ଆଜି ଭୋର ସାଢ଼େ ୪ଟାରେ ପ୍ରୟାସକାନ୍ତି ଇଡି କାର୍ଯ୍ୟାଳୟରୁ ବାହାରିଥିଲେ। ଇଡି ୧୮ ଘଣ୍ଟାରୁ ଅଧିକ ସମୟ ଧରି ପ୍ରୟାସକାନ୍ତିଙ୍କୁ ପ୍ରଶ୍ନବାଣରେ ଘାଇଲା କରିଥିବାର ସୂଚନା ମିଳିଥିଲେ ବି ଏହାକୁ ଖଣ୍ଡନ କରିଛନ୍ତି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୬/୩ : ହରଭଂଗା ବ୍ଲକ ସଭାଗୃହ ଠାରେ ମଙ୍ଗଳବାର ଦିନ ଗୋଟାଏ ସମୟରେ ବ୍ଲକ ସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଛି ।ବିଡ଼ିଓ ସ୍ୱପ୍ନିତା ନାୟକ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସରୋଜ ପ୍ରଧାନ ଯୋଗଦେଇଥିଲେ ।ସମ୍ମାନିତ ଅତିଥି ଭାବେ ସହକାରୀ ଯନ୍ତ୍ରୀ ମନରଞ୍ଜନ ପାତ୍ର , GPOଅବିନାଶ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ ।ପ୍ରତି ବର୍ଷ ଆଜିର ଦିନକୁ ସମଗ୍ର ରାଜ୍ୟରେ Continue Reading
Writer Taraprasad Mishra Jajpur,Mar 6 : Remembered freedom fighter, daredevil pilot, and former chief minister Bijayananda Odisha Patnaik, popularly knowns as Biju Patnaik on his 108th birth anniversary today. Biju Patnaik birthday is observed as ‘Panchayati Raj Diwas’ in Odisha. Bijayananda Patnaik is commonly known as Biju Patnaik. He was a heroic personality Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ’ ବୌଦ୍ଧ, ୫/୩/ : ବୌଦ୍ଧ ଜିଲ୍ଲାସ୍ତରୀୟ ପଂଚାୟତରାଜଦିବସ ଓ ଲୋକସେବା ଦିବସ ସଦଭାବନା ଗୃହ ଠାରେ ଜିଲ୍ଲାପାଳ ଜେ ସୋନାଲ ଙ୍କ ସଭାପତିତ୍ବରେ ଅନୁଷ୍ଠିତଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବରେ ଜିଲ୍ଲାପରିଷଦଅଧକ୍ଷା ପ୍ରଭାସିନୀ ଦାଶ ସମ୍ମାନିତ ଅତିଥି ଭାବେ ବିଜ୍ଞାପିତ ପରିଷଦର ଅଧକ୍ଷ ମୃତୁଞ୍ଜୟ ମିଶ୍ର ଯୋଗ ଦେଇଥିଲେ!କାର୍ଯୃକ୍ରମ ରେ ଦାରିଦ୍ରଭଂଜନ ମଦନମୋହନ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୩: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଶିଳ୍ପ କେନ୍ଦ୍ର କା ର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିଳ୍ପ କେନ୍ଦ୍ର ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ଉଦ୍ୟୋଗ ଦିବସ ପାଳନ ଅବସରରେ ଉଦ୍ୟୋଗ ଭିତ୍ତିକ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଉପରେ ସଚେତନତା କା ର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଓ ତୁମୁଡିବନ୍ଧ ସ୍ଥିତ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ତାଲୁକ୍ ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଚଳିତ ମାସ ୯ ତାରିଖ ଶନିବାର ଦିନ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ ।ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରାଧିନ ମକଦ୍ଦମା ଯଥା ଫୌଜଦାରୀ( ସାଲିସ୍ ଯୋଗ୍ୟ), ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୩: ଗଜପତି ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି: ତିରୁପତି ରାଓ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଶ୍ରୀମତୀ Continue Reading
ଦେବଗଡ଼, ୫/୩ : ସ୍ୱାମୀ ଓ ପୁଅକୁ ଛାଡ଼ି ପ୍ରେମିକ ସହ ଯାଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଚାରି କାନ୍ଥ ଭିତରୁ ଗୋଡ କାଢ଼ିଥିଲେ, ସିଏ ସାଜିଲା ହତ୍ୟାକାରୀ। ପ୍ରେମିକାର ଚରିତ୍ରକୁ ସନ୍ଦେହ କରି ତଣ୍ଟି ଚିପି ହତ୍ୟା କରିଥିଲା।ଏପରି ବୀଭତ୍ସ ହତ୍ୟାକାଣ୍ଡ ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଅଞ୍ଚଳରେ ଘଟିଛି। ଅଭିଯୋଗ ପରେ ପୁଲିସ୍ ହତ୍ୟାକାରୀ ପ୍ରେମିକଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।ସମ୍ୱଲପୁର ଜିଲ୍ଲା ନାକଟିଦେଉଳ ଥାନା ବଡଖୋଲ ଗାଁର […]Continue Reading
ଭୁବନେଶ୍ବର, ୫/୩: ଆଜି ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀ । ଏହି ଅବସରରେ ପଂଚାୟତିରାଜ ତଥା ଲୋକସେବା ଦିବସ ପାଳିତ ହେଉଛି।ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆଜି ଆୟୋଜନ କରାଯାଇଛି। ଫରେଷ୍ଟ ପାର୍କରେ ପହଞ୍ଚି ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଳୀୟ କର୍ମୀଙ୍କ ସହ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।ସେହିପରି ଏୟାରପୋର୍ଟ ଛକରେ Continue Reading




